Advertisement

ଗ୍ରାମୀ ୨୦୨୩: ବେୟୋନ୍ସ ସର୍ବାଧିକ ମନୋନୀତ

ନୂଆଦିଲ୍ଲୀ : ୨୦୨୩ ବର୍ଷ ଲାଗି ଗ୍ରାମୀ ପୁରସ୍କାର ନିମନ୍ତେ ମନୋନୟନ ତାଲିକା ପ୍ରକାଶ ପାଇଛି। ବେୟୋନ୍ସ ସର୍ବାଧିକ ମନୋନୀତ ଗାୟିକା ମାନ୍ୟତା ପାଇଛନ୍ତି। ଏହି ସେଲିବ୍ରିଟ୍‌ ସିଙ୍ଗରଙ୍କ ‘ବ୍ରେକ୍‌ ମାଇଁ ସୋଲ୍‌’ ସଙ୍ଗ୍‌ ଅଫ୍‌ ଦି ଇୟର ଭାବେ ମନୋନୀତ ହୋଇଥିବାବେଳେ ‘ରେନାଇସାନ୍ସ’ ଆଲବମ୍‌ ଅଫ୍‌ ଦି ଇୟର ପାଇଁ ସହମତି ହାସଲ କରିଛି। ତାଙ୍କ ସ୍ବାମୀ ଜେ-ଜେଡ୍‌ଙ୍କୁ ମଧ୍ୟ ଏହି ବର୍ଷ ଲାଗି ୫ଟି ବିଭାଗରେ ମନୋନୀତ କରାଯାଇଛି।

କେଣ୍ଡ୍ରିକ୍‌ ଲାମରଙ୍କୁ ୮ଟି ସହମତି ସହ ଦ୍ୱିତୀୟ ସର୍ବାଧିକ ମନୋନୀତ ମ୍ୟୁଜିସିଆନ୍‌ ମାନ୍ୟତା ମିଳିଥିବାବେଳେ ଆଡେଲେ ଏବଂ ବ୍ରାଣ୍ଡି କାର୍ଲିଲ୍‌ଙ୍କୁ ୭ଟି ଲେଖାଏ ବିଭାଗରେ ନୋମିନେଟ୍‌ କରାଯାଇଛି। ୨୦୨୩ ଫେବୃୟାରୀ ୫ରେ ୬୫ତମ ଗ୍ରାମୀ ପୁରସ୍କାର ପ୍ରଦାନ କରାଯିବ। ହାସ୍ୟାଭିନେତା ଟ୍ରେଭୋର ନୋଆ ଏହି କାର୍ଯ୍ୟକ୍ରମକୁ ଉପସ୍ଥାପନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୨୬୦ କୋଟିର ପ୍ରାଇଭେଟ୍‌ ଜେଟ୍‌, ୮୦ କୋଟି ବଙ୍ଗଳାର ମାଲିକ ହେଉଛନ୍ତି ବଲିଉଡ୍‌ର ଏହି ଅଭିନେତା: ମୋଟ ସମ୍ପତ୍ତିର ମୂଲ୍ୟ ହଜାରେ କୋଟିରୁ ଅଧିକା

ବଲିଉଡ୍‌ର ଖିଲାଡି କିଙ୍ଗ ଭାବେ ପରିଚିତ ଅକ୍ଷୟ କୁମାରଙ୍କର ଆଜି ଜନ୍ମଦିନ। ୧୯୬୭ ସେପ୍ଟେମ୍ବର ୯ରେ ଅମୃତସରରେ ଅକ୍ଷୟ ଜନ୍ମଗ୍ରହଣ କରିଥିଲେ। ଏହି ଖାସ୍‌ ଦିନ...

ସାମ୍ନାକୁ ଆସିଲା ଶ୍ରୀଦେବୀଙ୍କ ମୃତ୍ୟୁର ଅସଲ କାରଣ

ଦିବଂଗତ ଅଭିନେତ୍ରୀ ଶ୍ରୀଦେବୀ ବାଥ୍‌ଟବ୍‌ରେ ବୁଡ଼ି ପ୍ରାଣ ହରାଇଥିବା ଘଟଣାକୁ ତାଙ୍କ ପ୍ରଶଂସକମାନେ ସହଜରେ ଗ୍ରହଣ କରି ପାରି ନ ଥିଲେ। ଏନେଇ ସେତେବେଳେ ନାନା...

ଜୀବନର ଶେଷ ସମୟରେ ଇୟରଫୋନ୍‌ ମଗାଇ ଏହି କଳାକାରଙ୍କ ଗୀତ ଶୁଣୁଥିଲେ ଲତା

ନିଜ କୋକିଳ ସ୍ବରର ଯାଦୁରେ ସମସ୍ତଙ୍କୁ ମୁଗ୍ଧ କରିଦେଉଥିବା ଲତା ମଙ୍ଗେସକର ଆଉ ନାହାନ୍ତି। ସେ ତାଙ୍କ ଜୀବନରେ ସଙ୍ଗୀତ ଠାରୁ ଅଧିକ ଆଉ କାହାକୁ...

‘ଦ କପିଲ ଶର୍ମା ଶୋ’ର ଶୁଟିଂରୁ ବ୍ରେକ୍‌ ନେବେ କପିଲ

କମେଡି କିଙ୍ଗ୍‌ କପିଲ ଶର୍ମା ନିଜ ଶୋ’ ‘ଦ କପିଲ ଶର୍ମା ଶୋ’ର ଶୁଟିଂରେ ବ୍ରେକ୍‌ ଦେଇଛନ୍ତି। ଶୁଣିବାକୁ ମିଳିଛି, କପିଲ ଆଉ ୨୦ ଦିନ...

ଗୁପ୍ତଚର ଭୂମିକାରେ କଙ୍ଗନା

ନୂଆଦିଲ୍ଲୀ: ଅଭିନେତ୍ରୀ କଙ୍ଗ୍‌ନା ରଣାଓ୍ବତ୍‌ ଅପକମିଂ ଆକ୍ସନ ଥ୍ରିଲର ‘ଧାକଡ଼’ରେ ଜଣେ ଗୁପ୍ତଚର ଭୂମିକାରେ ଅଭିନୟ କରିବାକୁ ଯାଉଛନ୍ତି। ଏ ସମ୍ପର୍କରେ କଙ୍ଗ୍‌ନା କହନ୍ତି, ‘ଏହା...

ମୁମ୍ବାଇର ବିଭିନ୍ନ ସ୍ଥାନରେ ଏନ୍‌ସିବି ପକ୍ଷରୁ ଚଢାଉ: ଅଢେଇ କୋଟି ଟଙ୍କାର ନିଶାଦ୍ରବ୍ୟ ଜବତ

ମୁମ୍ବାଇ,୧୦।୧୨-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ସହ ଜଡିତ ଡ୍ରଗ୍ସ କାରାବାର ମାମଲାରେ ନାର୍କୋଟିକ୍ସ କଣ୍ଟୋଲ ବ୍ୟୁରୋ(ଏନ୍‌ସିବି)ମୁମ୍ବାଇର ବିଭିନ୍ନ ସ୍ଥାନରେ ଚଢାଉ କରି ଅଢେଇ...

‘ଲୁପ ଲପେଟା’ରେ ତାପସୀଙ୍କ ଫାଷ୍ଟ ଲୁକ୍‌

ମୁମ୍ବାଇ: ବଲିଉଡ୍ ନାୟିକା ତାପସୀ ପନ୍ନୁ ଜଣେ ଏମିତି କଳାକାର ଯେ ସବୁବେଳେ କିଛି ନା କିଛି ଭିନ୍ନ ଚରିତ୍ରରେ ନଜର ଆସିବାକୁ ପସନ୍ଦ କରିଥାଆନ୍ତି...

ନିର୍ମାଣ ହେବ ଶେଫ ସଞ୍ଜିବ କପୁରଙ୍କ ବାୟୋପିକ

ମୁମ୍ବାଇ: ଶେଫ ସଞ୍ଜିବ କପୁରଙ୍କ ଶୋ’ ‘ସଞ୍ଜିବ କପୁରର୍ସ କିଚେନ’କୁ ସମସ୍ତେ ଅଳ୍ପ ବହୁତେ ମନେ ରଖିଥିବେ ନିଶ୍ଚୟ । ଟେଲିଭିଜନର ଏହା ଏକ ଲୋକପ୍ରିୟ...

Advertisement
Archives

Model This Week