ଡୁରିଆନ୍‌ର ଗ୍ରାଣ୍ଡ୍‌ ଫେଷ୍ଟିଭ ଅଫର

ଭୁବନେଶ୍ୱର,୯।୧୦: ଦେଶର ପ୍ରମୁଖ ଫର୍ନିଚର ବ୍ରାଣ୍ଡ୍‌ ଡୁରିଆନ୍‌ର ବହୁ ପ୍ରତୀକ୍ଷିତ ‘ ଗ୍ରାଣ୍ଡ୍‌ ଫେଷ୍ଟିଭ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି କେତେକ ସ୍ବତନ୍ତ୍ର ସାମଗ୍ରୀ ଉପରେ ଫ୍ଲାଟ୍‌ ୫୦%ର ରିହାତି ଅଫର ଦିଆଯାଉଛି। ଏହା ସବୁ ବର୍ଗର ଗ୍ରାହକଙ୍କୁ ବେଶ୍‌ ଆକୃଷ୍ଟ କରିବ ବୋଲି ବ୍ରାଣ୍ଡ୍‌ (କମ୍ପାନୀ) ପକ୍ଷରୁ କୁହାଯାଇଛି। ଏପରିକି ଚଳିତ ବର୍ଷର ପାର୍ବଣ ପୂର୍ବରୁ ବ୍ରାଣ୍ଡ୍‌ର ମେଗା ସେଲ୍‌ ଉଭୟ ବ୍ରାଣ୍ଡ୍‌ ଓ ବ୍ୟବସାୟ ପାଇଁ ବେଶ୍‌ ଉତ୍ସାହଜନକ ରହିଥିଲା। ଏହି ପରିପ୍ରେକ୍ଷୀରେ ଗ୍ରାହକମାନେ ଡୁରିଆନ୍‌ର ସମସ୍ତ ଉତ୍ପାଦ ଉପରେ ଆକର୍ଷଣୀୟ ଅଫର ସହ ରିହାତି ସୁବିଧା ଓ ୫ବର୍ଷର ଓ୍ବାରେଣ୍ଟି ଭଳି ସୁବିଧା ପାଉଛନ୍ତି।

ସେହିଭଳି ଡୁରିଆନ୍‌ର ସମସ୍ତ ଉତ୍ପାଦ ମେଡ୍‌ ଇନ୍‌ ଇଣ୍ଡିଆ ହୋଇଥିବାବେଳେ ଗ୍ରାହକଙ୍କୁ ଗୁଣାତ୍ମକ ମାନର ପ୍ରିମିୟମ ପ୍ରଡକ୍ଟ ଯୋଗାଇ ଦିଆଯାଇଥାଏ। ଉଲ୍ଲେଖଯୋଗ୍ୟ, ଡରୁଆନ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଭୁବନେଶ୍ୱରର ପଟିଆ ( ନନ୍ଦନକାନ ରୋଡ୍‌ ହରିୟାଣ ହ୍ୟାଣ୍ଡଲୁମ୍‌ ସମ୍ମୁଖ) ଏବଂ ସାମନ୍ତରାୟପୁର ଠାରେ ରହିଛି। ସୂଚନାଯୋଗ୍ୟ, ଏଠାରେ ଡୁରିଆନ୍‌ର ସୋଫା,ବେଡ୍‌, ଚେୟାର, ଟେବୁଲ ସହ ଲିଭିଂ ରୁମ୍‌, ବେଡ୍‌ ରୁମ୍‌ ଏବଂ ଅଫିସ ପାଇଁ ଆବଶ୍ୟକ ସମସ୍ତ ପ୍ରକାର ଫର୍ନିଚର ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri