ଡୁରିଆନ୍‌ର ଗ୍ରାଣ୍ଡ୍‌ ଫେଷ୍ଟିଭ ଅଫର

ଭୁବନେଶ୍ୱର,୮। ୧୦:  ଦେଶର ପ୍ରମୁଖ ଫର୍ନିଚର ବ୍ରାଣ୍ଡ୍‌ ଡୁରିଆନ୍‌ର ବହୁ ପ୍ରତୀକ୍ଷିତ ‘ ଗ୍ରାଣ୍ଡ୍‌ ଫେଷ୍ଟିଭ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି କେତେକ ସ୍ବତନ୍ତ୍ର ସାମଗ୍ରୀ ଉପରେ ଫ୍ଲାଟ୍‌ ୫୦%ର ରିହାତି ଅଫର ଦିଆଯାଉଛି। ଏହା ସବୁ ବର୍ଗର ଗ୍ରାହକଙ୍କୁ ବେଶ୍‌ ଆକୃଷ୍ଟ କରିବ ବୋଲି ବ୍ରାଣ୍ଡ୍‌ (କମ୍ପାନୀ) ପକ୍ଷରୁ କୁହାଯାଇଛି। ଏପରିକି ଚଳିତ ବର୍ଷର ପାର୍ବଣ ପୂର୍ବରୁ ବ୍ରାଣ୍ଡ୍‌ର ମେଗା ସେଲ୍‌ ଉଭୟ ବ୍ରାଣ୍ଡ୍‌ ଓ ବ୍ୟବସାୟ ପାଇଁ ବେଶ୍‌ ଉତ୍ସାହଜନକ ରହିଥିଲା। ଏହି ପରିପ୍ରେକ୍ଷୀରେ ଗ୍ରାହକମାନେ ଡୁରିଆନ୍‌ର ସମସ୍ତ ଉତ୍ପାଦ ଉପରେ ଆକର୍ଷଣୀୟ ଅଫର ସହ ରିହାତି ସୁବିଧା ଓ ୫ବର୍ଷର ଓ୍ବାରେଣ୍ଟି ଭଳି ସୁବିଧା ପାଉଛନ୍ତି। ସେହିଭଳି ଡୁରିଆନ୍‌ର ସମସ୍ତ ଉତ୍ପାଦ ମେଡ୍‌ ଇନ୍‌ ଇଣ୍ଡିଆ ହୋଇଥିବାବେଳେ ଗ୍ରାହକଙ୍କୁ ଗୁଣାତ୍ମକ ମାନର ପ୍ରିମିୟମ ପ୍ରଡକ୍ଟ ଯୋଗାଇ ଦିଆଯାଇଥାଏ। ଉଲ୍ଲେଖଯୋଗ୍ୟ, ଡରୁଆନ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଭୁବନେଶ୍ୱରର ପଟିଆ ( ନନ୍ଦନକାନ ରୋଡ୍‌ ହରିୟାଣ ହ୍ୟାଣ୍ଡଲୁମ୍‌ ସମ୍ମୁଖ) ଏବଂ ସାମନ୍ତରାୟପୁର ଠାରେ ରହିଛି। ସୂଚନାଯୋଗ୍ୟ, ଏଠାରେ ଡୁରିଆନ୍‌ର ସୋଫା,ବେଡ୍‌, ଚେୟାର, ଟେବୁଲ ସହ ଲିଭିଂ ରୁମ୍‌, ବେଡ୍‌ ରୁମ୍‌ ଏବଂ ଅଫିସ ପାଇଁ ଆବଶ୍ୟକ ସମସ୍ତ ପ୍ରକାର ଫର୍ନିଚର ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…

ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି,…

Pension: ପେନସନଭୋଗୀଙ୍କ ପାଇଁ ବଡ଼ ଖୁସି ଖବର! ୮ମ ବେତନ ଆୟୋଗରେ ବଢ଼ିବ ପେନସନ, ଜାଣନ୍ତୁ ପୁରା ହିସାବ…

ନୂଆଦିଲ୍ଲୀ,୧୧।୯: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କ ମଧ୍ୟରେ ଅଷ୍ଟମ ବେତନ କମିଶନ ସମ୍ବନ୍ଧୀୟ ଆଲୋଚନା ଜୋର୍ ଧରିଛି । ଦରମା ଓ ପେନସନ୍ ସମ୍ପର୍କିତ ନୂଆ…

ଆଉ ମାଗଣା ନୁହେଁ UPI! ପ୍ରତି ଟ୍ରାଞ୍ଜାକ୍ସନ୍‌ରେ ଦେବାକୁ ପଡ଼ିବ ଏତେ ଟଙ୍କା: କେନ୍ଦ୍ରରୁ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୧।୯: UPI ବ୍ୟବହାର କରୁଥିବା ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଆସିଛି ବଡ଼ ଅପଡେଟ୍‌। କିଛି ଦିନ ତଳେ UPI ଉପରେ ଚାର୍ଜ ଲାଗିବ ବୋଲି ଖବର…

ପେନଶନର୍‌ଙ୍କ ପାଇଁ ଖୁସି ଖବର! ଖାତାକୁ ଆସିଲା ୧୨୩୩ କୋଟି ଟଙ୍କା, ଏମିତି ଚେକ୍‌ କରନ୍ତୁ ବାଲାନ୍ସ…

ନୂଆଦିଲ୍‌ଲୀ,୧୧।୯: ପେନଶନଧାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର ଆସିଛି। ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ପ୍ରାୟ ୧୦୫.୬୮ ଲକ୍ଷ (୧.୦୫ କୋଟିରୁ ଅଧିକ) ପେନଶନଭୋଗୀଙ୍କ…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର: ଆସିଗଲା UPI ‘Tap and Pay’; ଫୋନ ଛୁଆଁଇଲେ ହିଁ ହୋଇଯିବ ପେମେଣ୍ଟ

ନୂଆଦିଲ୍ଲୀ,୧୧।୯: UPI ମାଧ୍ୟମରେ ପେମେଣ୍ଟ କରିବାର ତରିକା ଏବେ ଆହୁରି ସହଜ ହେବାକୁ ଯାଉଛି। ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ (NPCI) ସେପ୍ଟେମ୍ୱର ୨୦୨୬ରେ UPIର…

ଗ୍ରାହକ ତଥ୍ୟକୁ ବ୍ୟବସାୟିକ ସମ୍ପତ୍ତି ବିବେଚନା ନ କରିବା ଉଚିତ: ଆରବିଆଇ ଗଭର୍ନର

ମୁମ୍ବାଇ,୧୧ା୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ସଞ୍ଜୟ ମାଲହୋତ୍ରା ଗୁରୁବାର ଫିନ୍‌ଟେକ୍‌ କମ୍ପାନୀଗୁଡିକୁ ଗ୍ରାହକମାନଙ୍କ ଡାଟା ବା ତଥ୍ୟ ଉପଯୋଗକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ଫିନ୍‌ଟେକ୍‌…

ଘର ତିଆରି କରିବା ପାଇଁ ସରକାର ଦେବେ ଦେଢ ଲକ୍ଷ ଟଙ୍କା, ଜାଣନ୍ତୁ ଏହି ଯୋଜନାରେ କେମିତି ଉଠାଇବେ ଫାଇଦା

ନୂଆଦିଲ୍‌ଲୀ,୧୧।୯: ଯେଉଁମାନେ ସହରରେ ରହୁଛନ୍ତି, ବର୍ଷ ବର୍ଷ ଧରି ଭଡ଼ା ଘରେ ରହି ନିଜର ଏକ ଘର ତିଆରି କରିବାର ସ୍ୱପ୍ନ ଦେଖୁଛନ୍ତି, ସେମାନଙ୍କ ପାଇଁ ଏକ…

ଆସିଲା Flipkart Big Billion Days Saleର ତାରିଖ! iPhone 17 ଉପରେ ମିଳିବ ଭାରି ଡିସ୍କାଉଣ୍ଟ, କମିଯିବ ଏତେ…

ନୂଆଦିଲ୍ଲୀ,୧୧।୯: ଅନଲାଇନ ସପିଂ ପ୍ରେମୀଙ୍କ ପାଇଁ ବଡ଼ ଖବର। ଫ୍ଲିପକାର୍ଟର ବର୍ଷର ସବୁଠୁ ବଡ଼ ଫେଷ୍ଟିଭ ସେଲ Big Billion Days 2026 ଖୁବଶୀଘ୍ର ଆରମ୍ଭ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?