Odisha Elections 2024

ଆମେରିକାରେ ଆଜି ଉଦ୍‌ଘାଟନ ହେବ ବିଶ୍ୱର ଦ୍ୱିତୀୟ ବୃହତ୍ତମ ହିନ୍ଦୁ ମନ୍ଦିର

ନୂଆଦିଲ୍ଲୀ,୮।୧୦: ଆମେରିକାର ନ୍ୟୁ ଜର୍ସିରେ ରବିବାର ସ୍ବାମୀନାରାୟଣ ଅକ୍ଷରକ୍ଷାମ ମନ୍ଦିରର ଉଦ୍‌ଘାଟନ ହେବାକୁ ଯାଉଛି। ଏହି ମନ୍ଦିର ଭାରତ ବାହାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ହିନ୍ଦୁ ମନ୍ଦିର ଭାବେ ପରିଗଣିତ ହେବ। ଏହି ମନ୍ଦିରର ଉଦଘାଟନୀ ଉତ୍ସବ ୩୦ ସେପ୍ଟେମ୍ବରରୁ ଆରମ୍ଭ ହୋଇଛି।

ଆମେରିକାର ନ୍ୟୁଜର୍ସିର ରୋବିନ୍ସଭିଲ ଠାରେ ଅକ୍ଷରଧାମ ମନ୍ଦିର ନିର୍ମାଣ କରାଯାଇଛ। ଏହି ମନ୍ଦିର ଦିଲ୍ଲୀ ଅକ୍ଷରଧାମ ଅପେକ୍ଷା ବହୁତ ବଡ ଏବଂ ଅଧିକ ଦୃଶ୍ୟମାନ ହେବ। ଏହି ମନ୍ଦିର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିଶ୍ୱର ସମସ୍ତ ପ୍ରମୁଖ ନେତାମାନେ ଶୁଭେଚ୍ଛା ଜଣାଇଛନ୍ତି। ଏହି ମନ୍ଦିର ନିର୍ମାଣ ପାଇଁ ୧୨ହଜାର ୫୦୦ ସ୍ବେଚ୍ଛାସେବୀ ଲାଗିଥିଲେ। ମନ୍ଦିର କାର୍ଯ୍ୟ ଶେଷ ପାଇଁ ୧୨ବର୍ଷ ସମୟ ଲାଗିଥିଲା। ତେବେ ଆଜି ଉଦ୍‌ଘାଟନୀର ସିଧାପ୍ରସାରଣ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦଳ ହେବ ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ହେଡେନ୍‌

ନୂଆଦିଲ୍ଲୀ,୧୭।୫: ଅଷ୍ଟ୍ରେଲୀୟ ପୂର୍ବତନ କିମ୍ବଦନ୍ତୀ ମାଥ୍ୟୁ ହେଡେନ ଆଇପିଏଲ ୨୦୨୪ ବିଜେତା ସମ୍ବନ୍ଧରେ ପୂର୍ବାନୁମାନ କରିଛନ୍ତି। ଏକ ସାକ୍ଷାତକାରରେ ହେଡେନ ରାଜସ୍ଥାନ ଏଥର କପ୍‌ ନେବ...

Video: ସ୍ୱାତୀ ମାଲିୱାଲଙ୍କୁ ଏହିପରି ଦୁର୍ବ୍ୟବହାର କରିଥିଲେ ବୈଭବ କୁମାର

ନୂଆଦିଲ୍ଲୀ,୧୭।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ଦଳର ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲଙ୍କ ସହ ଅସଦାଚରଣ ମାମଲାରେ ପୋଲିସ ଏଫଆଇଆର ପଞ୍ଜିକରଣ କରିଛି। ଏହି...

କୋଭାକ୍ସିନ ନେବାର ବର୍ଷେ ପରେ ୩୦% ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ

ନୂଆଦିଲ୍ଲୀ,୧୭/୫:ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା କମ୍ପାନୀ ପ୍ରସ୍ତୁତ କୋଭିଶିଲ୍ଡ ଟିକା ନେଇଥିବା ଲୋକଙ୍କଠାରେ ରକ୍ତ ଜମାଟ ବାନ୍ଧିବା ଓ ପ୍ଲେଟ୍‌ଲେଟ୍‌ କାଉଣ୍ଟ କମିଯିବା ଭଳି ବିରଳ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଇଥିବା...

”୭-୮ ଚାପୁଡ଼ା, ଛାତି, ପେଟକୁ ଗୋଇଠା ମାରିଲେ”: FIR’ରେ ଲେଖିଲେ ସ୍ୱାତୀ ମାଲିୱାଲ

ନୂଆଦିଲ୍ଲୀ,୧୭।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ଦଳର ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲଙ୍କ ସହ ଅସଦାଚରଣ ମାମଲାରେ ପୋଲିସ ଏଫଆଇଆର ପଞ୍ଜିକରଣ କରିଛି। କେଜ୍ରିୱାଲଙ୍କ...

ତାସ ଭଳି ଅଲଗା ହୋଇଗଲେଣି ବିରୋଧୀ, ବାରାବାଙ୍କିରେ ମୋଦିଙ୍କ ଟାର୍ଗେଟ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଉତ୍ତରପ୍ରଦେଶର ବାରବାଙ୍କି ଠାରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି। ଏଠାରେ ସେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ...

ମହାରାଷ୍ଟ୍ରକୁ ନେଇ ବଡ ଭବିଷ୍ୟବାଣୀ କଲେ ଉଦ୍ଧବ ଠାକରେ

ମୁମ୍ବାଇ,୧୭।୫: ନିର୍ବାଚନ ପରିବେଶ ମଧ୍ୟରେ ଶିବସେନା (ୟୁବିଟି ଦଳ) ମୁଖ୍ୟ ଉଦ୍ଧବ ଠାକରେ ଏକ ବଡ଼ ଦାବି କରିଛନ୍ତି। ସେ ଆଶା କରୁଛନ୍ତି ଯେ ୨୦୨୪...

ନେପାଳ ସଂସଦରେ ହାତାହାତି ହେଲେ ଶାସକ-ବିରୋଧୀ

କାଠମାଣ୍ଡୁ,୧୭।୫: ସହଯୋଗୀ ଜାଲିଆତି ମାମଲାରେ ନେପାଳର ଗୃହମନ୍ତ୍ରୀ ରବି ଲାମିଚାନେଙ୍କ ବିରୋଧରେ ତଦନ୍ତ କମିଟି ଗଠନ ନେଇ ନେପାଳ ସଂସଦର ନିମ୍ନ ଗୃହରେ ବିରୋଧୀ ଏବଂ...

ରତନ ଟାଟାଙ୍କ ଏୟାର ଇଣ୍ଡିଆ ବିରୋଧରେ ମାମଲା ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭ା୫: ଏୟାର ଇଣ୍ଡିଆ ଲିମିଟେଡ ସମ୍ବନ୍ଧରେ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ମେ’ ୧୬ରେ ସୁପ୍ରିମକୋର୍ଟ କହିଛନ୍ତି, ଜାନୁଆରୀ ୨୦୨୨ରେ ଏୟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri