ଲୁଗା ସୁଖାଇବା ହେଲା କାଳ: ବିଦ୍ୟୁତ ସଂସ୍ପର୍ଶରେ ଆସି ଜେଜେ ମା ଓ ନାତୁଣୀ ମୃତ

ରାୟଗଡା ଅଫିସ,୨୫।୬-ରାୟଗଡ଼ା ସହରସ୍ଥିତ ତୁମ୍ବିଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁବାର ଜେଜେମା ଓ ନାତୁଣୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଙ୍ଗାରାମା ମାଣ୍ଡାଙ୍ଗୀ (୭୦) ଓ ତପସ୍ବିନୀ ମାଣ୍ଡାଙ୍ଗୀ।
ଘଟଣାରୁ ଜଣାପଡ଼ିଛି, ବାଙ୍ଗାରାମା  ଘରେ ଥିବା କରେଣ୍ଟ ବୋର୍ଡ଼ ନିକଟରେ ଲୁଗା ସୁଖାଇବା ପାଇଁ ଏକ ତାର ବନ୍ଧା ଯାଇଥିଲା। ଦୁର୍ଭାଗ୍ୟବଶତଃ ସୁଖାଇବା ପାଇଁ ବନ୍ଧା ଯାଇଥିବା ତାରଟି କରେଣ୍ଟ ବୋର୍ଡ଼ ସଂସ୍ପର୍ଶରେ ଆସିଥିଲା। ପୂର୍ବାହ୍ନରେ ଲୁଗା ଧୋଇ ସାରି ଉଭୟେ ଜେଜେମା ଓ ନାତୁଣୀ ସୁଖାଇବା ସମୟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ। ପରେ ଗ୍ରାମବାସୀ ଉଭୟଙ୍କୁ ଉଦ୍ଧାର କରି ରାୟଗଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ହ୍ୟାଣ୍ଡଓ୍ବାଶ୍‌ କାରଖାନା ଉପରେ ଚଢ଼ାଉ: ବିନା ଲାଇସେନ୍ସରେ ଚଳାଉଥିଲେ ବ୍ୟବସାୟ

କଟକରୋଡ଼, ୩୧।୩(ଡି.ଏନ୍‌.ଏ.): ଦେଶରେ କରୋନା (କୋଭିଡ-୧୯) ବ୍ୟାପିବାରେ ଲାଗିଥିବା ବେଳେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏଥିରୁ ରକ୍ଷା ପାଇବା ପାଇଁ ସାନିଟାଇଜର ଓ ହ୍ୟାଣ୍ଡଓ୍ବାଶ୍‌ ବ୍ୟବହାର...

ଦାୟିତ୍ୱ ଗ୍ରହଣ କଲେ ପୋଲିସ କମିଶନର

ଭୁବନେଶ୍ୱର,୨୨ା୮(ବ୍ୟୁରୋ): କଟକ ଓ ଭୁବନେଶ୍ୱର ଦୈତ୍ୟନଗରୀର ନୂତନ ପୋଲିସ କମିଶନର ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ୍‌ ଅଫିସର ଡ. ସୁଧାଂଶୁ ଷଡଙ୍ଗୀ। ଭୁବନେଶ୍ୱରସ୍ଥିତ...

ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍‌ ଡ୍ୟାନ୍ସ ଫେଷ୍ଟିଭାଲ ଉଦ୍‌ଯାପିତ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ ହେଉଥିବା ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍‌ ଡ୍ୟାନ୍ସ ଫେଷ୍ଟିଭାଲ୍‌-୨୦୧୯ (ଆଇଆଇଡିଏଫ୍‌) ସୋମବାର ଉଦ୍‌ଯାପିତ ହୋଇଯାଇଛି। ତିନିଦିନ ଧରି ଚାଲିଥିବା ଏହାର ଉଦ୍‌ଯାପନୀ ଦିବସର...

ଲକ୍‌ଡାଉନ୍‌ ନିୟମ କୋହଳ କରିବାର ସମୟ ଆସିନାହିଁ, ସତର୍କତା ନ ରଖିଲେ ନିଆଁ ମାଡ଼ିବାର ସମ୍ଭାବନା: ବାଗ୍‌ଚୀ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ବର୍ତ୍ତମାନ ସମୟରେ ଓଡ଼ିଶାରେ ୩ କରୋନା ପଜିଟିଭ ମାମଲା ରହିଛି। ହେଲେ ଏହି ୩-୩୦-୩୦୦-୩୦୦୦ ପର୍ଯ୍ୟନ୍ତ ଯିବା ବା ନଯିବା ଆପଣଙ୍କ ଏବଂ ମୋ’...

ଛେରାପହଁରା କଲେ ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରଥ

ପୁରୀ ଅଫିସ, ୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ସ୍ନାନବେଦୀରେ ବିଜେ କରିବା ପରେ ନୀତିକାନ୍ତି ଆରମ୍ଭ ହୋଇଛି। ବେଦୀରେ ମହାପ୍ରଭୁଙ୍କ...

ରବିବାରଠାରୁ ରାଜଧାନୀ, କଟକର ସମସ୍ତ ପାର୍କ ବନ୍ଦ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜଧାନୀ ସମେତ କଟକର ସମସ୍ତ ପାର୍କ ବନ୍ଦ ରହିବ। ସରକାରୀ ଓ ଘରୋଇ ମାଲିକାନାରେ ଥିବା ସମସ୍ତ ପାର୍କ ରବିବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ...

ଓଡ଼ିଆ ଚଳଚ୍ଚିତ୍ର ପତ୍ରିକାକୁ ନେଇ ସ୍ବତନ୍ତ୍ର ପ୍ରଦର୍ଶନୀ

ଭୁବନେଶ୍ୱର,୧୯ା୨(ବ୍ୟୁରୋ):ଓଡ଼ିଶାରେ ଆରମ୍ଭରୁ ଏ ପର୍ଯ୍ୟନ୍ତ ପ୍ରକାଶିତ ହୋଇଥିବା ଚଳଚ୍ଚିତ୍ର ପତ୍ରିକାଗୁଡ଼ିକର ପ୍ରଚ୍ଛଦ ପ୍ରଦର୍ଶନୀ ପ୍ରଥମ ଥର ପାଇଁ ରାଜ୍ୟ ଅଭିଲେଖାଗାର ଦ୍ୱାରା ଆୟୋଜିତ ହୋଇଛି। ପୁରୁଣା...

ଝାରସୁଗୁଡ଼ାରେ କମିଛି ମାଟ୍ରିକ ପାସ ହାର: ଗତବର୍ଷ ଥିଲା ୮୫.୪୮, ଏବର୍ଷ ରହିଛି…

ଝାରସୁଗୁଡ଼ା ଅଫିସ,୨୯ା୭: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ଜିଲାର ୩୮ଟି ପରୀକ୍ଷା କେନ୍ଦ୍ରରେ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *