ସୁନା, ଟଙ୍କା ଚୋରି ବେଳେ ଜେଜେଙ୍କୁ ହତ୍ୟା, ଗୃହଦାହ: ନାତି ଗିରଫ

ନିଶ୍ଚିନ୍ତକୋଇଲି,୧୦।୧୨(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଲେଣ୍ଡୁରା ଭଗବାନପୁର ଗାଁରେ ଘଟିଥିବା ଏକ ହତ୍ୟା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଟଙ୍କା ଏବଂ ସୁନା ପାଇଁ ନାତି ଓଁକାର ମୁଦୁଲି ଜେଜେ ହୃଷୀକେଶ ମୁଦୁଲିଙ୍କୁ ହତ୍ୟା କରିଛନ୍ତି। ଏତଦ୍‌ବ୍ୟତୀତ ଜେଜେମା’କନକଲତାଙ୍କୁ ମଧ୍ୟ ସେ ଆକ୍ରମଣ କରିଥିବା ପୋଲିସ କହିଛି।
ପୋଲିସ ସୂଚନା ମୁତାବକ, ଜେଜେ ହୃଷୀକେଶ ଏବଂ ଜେଜେମା’ କନକଲତା ଶୋଇଥିଲେ। ସେତିକିବେଳେ ପୂର୍ବ ଯୋଜନା ମୁତାବକ ଓଁକାର ଆଲମାରି ଖୋଲି ଚୋରି କରୁଥିଲେ। ଏହି ସମୟରେ ଜେଜେ ଉଠିପଡିଥିଲେ। ଏଥିରେ ଓଁକାର ଉତ୍‌କ୍ଷିପ୍ତ ହୋଇ ଏକ କଟୁରିରେ ଜେଜେଙ୍କୁ ଆକ୍ରମଣ କରିଥିଲେ। ଜେଜେମା’ ଏହାର ବିରୋଧ କରିବାରୁ ଓଁକାର ମଧ୍ୟ ତାଙ୍କୁ ଆକ୍ରମଣ କରିଥିଲେ। ଘଟଣା ସ୍ଥଳରେ ହୃଷୀକେଶଙ୍କ ମୃତ୍ୟୁ ଘଟିଥିଲା, କିନ୍ତୁ ଜେଜେମା’ ଗୁରୁତର ଆହତ ହୋଇଥିଲେ। ଏହାକୁ ଦୁର୍ଘଟଣାର ରୂପ ଦେବା ପାଇଁ ଓଁକାର ଘରେ ନିଆଁ ଲଗାଇ ଦେଇଥିଲେ। ପୋଲିସ ତଦନ୍ତ ବେଳେ ଓଁକାରଙ୍କ ନିକଟରୁ ନଗଦ ୪,୧୭୦ ଟଙ୍କା, ସୁନା ଚେନ, କାନଫୁଲ, ରୁପା ଗହଣା ସହ ଆକ୍ରମଣରେ ବ୍ୟବହୃତ ମାରଣାସ୍ତ୍ର ଜବତ କରିଛି। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଓଁକାରଙ୍କୁ ଗିରଫ କରିଥିବା ଶନିବାର ଖବରଦାତା ସମ୍ମଳନୀରେ ସାଲେପୁର ଏସ୍‌ଡିପିଓ ବିମଳ କୁମାର ବାରିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

ବଡ଼ ଖବର: ଗାଁରେ ବି ଚାଲିବ ଅଟୋ-ବାଇକ୍‌ର କ୍ୟାବ୍‌, ଜାଣନ୍ତୁ କେମିତି କରିବେ ବୁକ୍‌…

ନୂଆଦିଲ୍‌ଲୀ,୧୮।୯: ଭାରତ ଟ୍ୟାକ୍ସି (Bharat Taxi) ର ଅନେକ ସହରରେ ପାଇଲଟ ପ୍ରୋଜେକ୍ଟ ଚାଲୁ ରହିଛି। ବର୍ତ୍ତମାନ ଏହି ଭାରତ ଟ୍ୟାକ୍ସି ସେବା ଦିଲ୍ଲୀ-ଏନସିଆର (Delhi-NCR), ଗୁଜରାଟ,…

ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…

ନୂଆଦିଲ୍‌ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ…

ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ…

ମାସେ ଯାଏ ସାବଧାନ ରୁହନ୍ତୁ ୩ ରାଶି! ଶନି-ସୂର୍ଯ୍ୟ ଏକାସାଙ୍ଗରେ କରିବେ କଲବଲ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ଅଧିପତି ଏବଂ ଶନିଙ୍କୁ କର୍ମ ଓ ନ୍ୟାୟର କାରକ ବୋଲି ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ସୂର୍ଯ୍ୟ ଓ ଶନିଙ୍କ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?