ମଦ ନିଶାରେ ଅଜା ଘରେ ନିଆଁ ଲଗାଇଦେଲେ ନାତି

ନୀଳଗିରି,୨ା୧(ପ୍ରଶାନ୍ତ କୁମାର ବିଶ୍ବାଳ): ଅଜା ଘରେ ନିଆଁ ଲଗାଇଦେଲେ ନାତି। ଜଳିଗଲା ୩ ବଖରା। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ଏନଏସି ଅଧୀନ ୧୧ନମ୍ବର ୱାର୍ଡ ବାଣପୁର ଗାଁରେ।

ଜୟରାମ ଦଳେଇଙ୍କ ଘରେ ତାଙ୍କ ଝିଅ, ଦୁଇ ନାତି ଦୀର୍ଘଦିନ ଧରି ରହିଆସୁଥିଲେ। ବଡ଼ନାତି ମାଧ ବିଶ୍ବାଳଙ୍କ ସହିତ ଅନ୍ୟ ଭାଇ ଗଣେଶଙ୍କ ମଧ୍ୟରେ ଝଗଡା ହୋଇଥିଲା। ମଦ ନିଶାରେ ଥିବା ବେଳେ ଉତ୍‌କ୍ଷିପ୍ତ ହୋଇ ନିଜେ ରହୁଥିବା ଚାଳ ଘରେ ନିଆଁ ଲଗାଇ ଦେଇଥିଲେ। ଗାଁଲୋକେ ଲିଭାଇବା ପାଇଁ ଯିବା ବେଳକୁ ମାଧ ସେମାନଙ୍କୁ ଛାଡି ନ ଥିଲେ। ଫଳରେ ଗ୍ରାମବାସୀ ନିଆଁକୁ ଲିଭାଇ ପାରି ନ ଥିଲେ। ପରେ ଦମକଳ ଓ ପୋଲିସ ପହଞ୍ଚି ନିଆଁକୁ ଆୟତ୍ତ କରିବା ବେଳକୁ ଘର ସମ୍ପୂର୍ଣ୍ଣ ଜଳିଯାଇଥିଲା। ପୋଲିସ ନାତି ମାଧ ଓ ଗଣେଶଙ୍କୁ ଥାନାରେ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?