ଜେଜେବାପାଙ୍କ ଦଶାହରେ ନାତିଙ୍କ ଜୀବନ ଗଲା

ସଜନାଗଡ଼, ୨୯।୧: ଜେଜେବାପାଙ୍କ ଦଶାହରେ ବନ୍ଧୁ ପରିଜନ ଶୁଦ୍ଧିକ୍ରିୟାରେ ବ୍ୟସ୍ତ ଥିଲେ। ସମସ୍ତେ ପୋଖରୀଘାଟରେ କ୍ଷୌର ହେଉଥିବା ବେଳେ ୨୨ବର୍ଷୀୟ ନାତି ଗାଧୋଇବାକୁ ଯାଇ ଆଉ ଫେରି ନ ଥିଲେ। ପରେ ଖୋଜାଖୋଜି କରି ପୋଖରୀରୁ ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା ନିଆଯାଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏପରି ଏକ ଅଭାବନୀୟ ଘଟଣା ଘଟିଛି ନୀଳଗିରି ଅଞ୍ଚଳରେ।
ଉକ୍ତ ଗ୍ରାମର ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ମୃତ୍ୟୁ ହୋଇଥିଲା। ଶୁକ୍ରବାର ତାଙ୍କର ଦଶାହ ଘାଟରେ ତାଙ୍କ ନାତି ଓମ୍‌କାର କ୍ଷୌର ହେଲା ପରେ ନିକଟସ୍ଥ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ହେଲେ ତାଙ୍କ ଗୋଡ଼ ଖସିଯିବାରୁ ସେ ବୁଡ଼ି ଯାଇଥିଲେ ା ପରେ ତାଙ୍କୁ ପାଣି ଭିତରୁ ବନ୍ଧୁବର୍ଗ ଉଦ୍ଧାର କରି ନୀଳଗିରି ମେଡିକାଲ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏଭଳି ଅକାଳ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଓମ୍‌କାର ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଏଜୁକେଶନ ଆଣ୍ଡ ରିସର୍ଚ୍ଚ (ଆଇଆଇଏସ୍‌ଇଆର୍‌) ତିରୁପତିର ଶେଷ ବର୍ଷ ଛାତ୍ର ଥିଲେ। ତାଙ୍କର ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

୨୭ରେ ‘କଣ୍ଟା ଗାଦିଆ’ ବସା, ୧ରେ ନୂତନ କାଳିସୀଙ୍କ ଅଗ୍ନିପରୀକ୍ଷା: ବାଲିଯାତ୍ରା ଏବେ ଉତ୍ସବମୁଖର

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଶ୍ରୀ ଶ୍ରୀ ଇଷ୍ଟଦେବୀ ମା’ ମାଣିକେଶ୍ୱରୀ ଓ ବାବା ଭୈରବ ଦେବଙ୍କ ପବିତ୍ର…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?