କୃଷକଙ୍କ ବିକାଶ କ୍ଷେତ୍ରରେ ବ୍ୟବହାର ହେବ ଅନୁଦାନ ରାଶି

କର୍ଲାମୁଣ୍ଡା,୬ା୧୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଆତ୍ମା କାର୍ଯ୍ୟାଳୟଠାରେ ଗୁରୁବାର ବ୍ଲକ କୃଷକ ଉପଦେଷ୍ଟା କମିଟି (ଆତ୍ମା) ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆତ୍ମା ଅଧ୍ୟକ୍ଷ ଗୌର କିଶୋର ରଣା ଅଧ୍ୟକ୍ଷତା କରିଥିଲେ। ବ୍ଲକ କୃଷି ଅଧିକାରୀ ତଥା ଆତ୍ମା କମିଟି ଆବାହକ ଜିତେନ୍ଦ୍ର କୁମାର ସିଂ, ମତ୍ସ୍ୟ ଅଧିକାରୀ ଶକ୍ତିକାନ୍ତ ବେହେରା, ସହକାରୀ ଉଦ୍ୟାନ ବିଭାଗ ଅଧିକାରୀ ରିଙ୍କୁ ପ୍ରଧାନ, ସିଡିପିଓ କଳ୍ପଲତା ତ୍ରିପାଠୀ, ଓଡିଶା ଜୀବନ ଜୀବିକା ମିଶନର ବ୍ଲକ କାର୍ଯ୍ୟକ୍ରମ ସଂଯୋଜକ ସରୋଜିନୀ ପ୍ରଧାନ, ପ୍ରାଣୀ ଚିକିତ୍ସା ବିଭାଗରୁ ସନ୍ତୋଷ ମାଝୀ ଓ କମିଟିର ସମସ୍ତ ସଦସ୍ୟାସଦସ୍ୟ ଉପସ୍ଥିତ ରହି ସରକାରଙ୍କ ପକ୍ଷରୁ ଆସୁଥିବା ଅନୁଦାନ ରାଶିକୁ କୃଷକଙ୍କ ବିକାଶ କ୍ଷେତ୍ରରେ ବ୍ୟବହାର କରିବାକୁ ଆଲୋଚନା କରିଥିଲେ। ଏଟିଏମ ଶ୍ୟାମପଦ ଭଞ୍ଜ ସଂଯୋଜନା କରିଥିବା ବେଳେ ଏଟିଏମ୍‌ ମିଲନ କୁମାର ଗୋଛାୟତ, ଓମ୍‌ ପ୍ରକାଶ ମିଶ୍ର ସହଯୋଗ କରିଥିଲେ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ

କଲମପୁର,୨୧ା୩ (ଗଣେଶରାମ ବାଗ)- କଲମପୁର ଥାନା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ପାତ୍ରବସା…

ବ୍ଲକ୍‌ କାର୍ଯ୍ୟାଳୟ ପ୍ରବେଶ ପଥ ବିପଦସଙ୍କୁଳ: ଆଖି ବୁଜି ଦେଇଛି ପ୍ରଶାସନ

ଥୁଆମୂଳ ରାମପୁର, ୨୧।୩ (ଦୁର୍ଗା କୀର୍ତ୍ତୀ):ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ବିପଦସଙ୍କୁଳ ହୋଇପଡ଼ିଛି। କାର୍ଯ୍ୟାଳୟ ସମ୍ମୁଖ ଡ୍ରେନ୍‌ ଉପରେ ପଡ଼ିଥିବା…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ

ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର…

ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ମରଣଯନ୍ତା: ଗଳା ଫାଶ ସାଜିଛି ‘ଲୁହା ଜାଲି’, ପ୍ରଶାସନ ନିଦାବିଷ୍ଣୁ

ଥୁଆମୂଳ ରାମପୁର, ୧୯।୩ (ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ମୁଖ୍ୟ ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

କାଲି ନିଖୋଜ, ଆଜି ମିଳିଲା ବୃଦ୍ଧଙ୍କ ମୃତଦେହ; କେନାଲରେ ଗୋଟିଏ ପରେ ଗୋଟିଏ ଅଘଟଣକୁ ନେଇ… 

କୋକସରା,୧୮।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ ଅଞ୍ଚଳରେ ଏକ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ବୁଧବାର ଦିନ ଇନ୍ଦ୍ରାବତୀ ଉଠା ଜଳସେଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri