ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖିଆ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏଦ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ। ଦୁର୍ଘଟଣାରେ ଅଙ୍ଗୁର ବୋଝେଇ ଟ୍ରକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ରାସ୍ତା ସାରା ବିଛାଡ଼ି ହୋଇ ପଡିଛି ଅଙ୍ଗୁର।

ଏଭଳିସ୍ଥତିରେ ରାସ୍ତାରେ ଯାଉଥିବା ଲୋକେ ଦୁର୍ଘଟଣାସ୍ଥଳରେ ଅଟକି ଯିଏ ଯେତେ ପାରିଲେ ରାସ୍ତାରେ ପଡିଥିବା ଅଙ୍ଗୁର ଗୋଟାଇ ବୋହି ନେଉଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକ ଦ୍ୱୟକୁ ଜବତ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର: ଦୁଇ ଷ୍ଟେସନ ନିକଟରୁ ୨ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା…

ଭୁବନେଶ୍ୱର, ୨୫।୪: ଏକ ଆଶ୍ଚର୍ଯ୍ୟକର ଘଟଣାରେ, ଶୁକ୍ରବାର ଭୁବନେଶ୍ୱରର ବାଣୀ ବିହାର ଏବଂ ଲିଙ୍ଗରାଜ ରେଲୱେ ଷ୍ଟେସନରୁ ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ସୂତ୍ରରୁ ପ୍ରକାଶ,...

୨୦୨୬ ସୁଦ୍ଧା ଓଡ଼ିଶାର ପ୍ରତ୍ୟେକ ଗାଁକୁ ପିଇବା ପାଣି ପହଞ୍ଚାଇବା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର, ୨୫।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି ଯେ ତାଙ୍କ ସରକାର ୨୦୨୬ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଗାଁକୁ ପିଇବା ପାଣି ଯୋଗାଇ...

ଗାଁ ଝାଙ୍କର, ପୂଜାରୀଙ୍କୁ ଆଦିବାସୀ ସଂଘର ସମ୍ବର୍ଦ୍ଧନା

କର୍ଲାମୁଣ୍ଡା,୨୫ା୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁରେ ଆଦିବାସୀ ସଂଘ ପକ୍ଷରୁ ଜନସମ୍ପର୍କ ଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଘ ସଭାପତି...

ପାକିସ୍ତାନ ସହ ଖେଳିବ ନାହିଁ କି ଭାରତ: ପହଲଗାମ ଆକ୍ରମଣ ପରେ ICCକୁ ଚିଠି ଲେଖିଲା BCCI

ନୂଆଦିଲ୍ଲୀ,୨୫।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତୀୟ କ୍ରିକେଟ ଦଳ ଆଉ ପାକିସ୍ତାନ ସହିତ କୌଣସି ଦ୍ୱିପାକ୍ଷିକ ସିରିଜ ଖେଳିବ ନାହିଁ। ଉଭୟ ଦଳ...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ମାରପିଟ: ପଞ୍ଚାୟତିରାଜ ଦିବସ ପାଳନ ବେଳେ ଗଣ୍ଡଗୋଳ

ବାସୁଦେବପୁର,୨୫।୪(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ସହ ରାଶନ କାର୍ଡ ବଣ୍ଟନ କରାଯାଇଛି।...

ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୫ା୪(ଉତ୍ତମ କୁମାର ଦାଶ):ବଣପାହାଡ ଘେରା କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ସହରର ତାପମାତ୍ରା ଏବେ ୪୫...

ପହଲଗାମ ଆତଙ୍କବାଦୀ ଆକ୍ରମଣ ରିପୋର୍ଟକୁ ନେଇ ନ୍ୟୁୟର୍କ ଟାଇମ୍ସକୁ ପାଠ ପଢାଇଲେ ଆମେରିକା ସରକାର

ନୂଆଦିଲ୍ଲୀ/ୱାଶିଂଟନ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମର ବୈସରନ ଉପତ୍ୟକାରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ...

ଆତଙ୍କବାଦୀ ଆକ୍ରମଣର ପ୍ରତିବାଦ: ସବୁଠି ବିରୋଧର ନିଆଁ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ହମଲା ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ପକାଇଛି। ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ମୃତକଙ୍କ ଉଦ୍ଦେଶ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri