Posted inଜାତୀୟ

ଏହି ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ଆଗକୁ ମିଳିବ…

ନୂଆଦିଲ୍ଲୀ,୨।୬: ମହଙ୍ଗା ଭତ୍ତା ବଢ଼ିବା ପରେ ଏବେ କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କ ପାଇଁ ଆଉ ଏକ ଖୁସିଖବର। ଏହି କର୍ମଚାରୀଙ୍କୁ ଅବସର ପରେ ମିଳୁଥିବା ଅର୍ଥ ରାଶିରେ ବୃଦ୍ଧି ହେବ। ମହଙ୍ଗା ଭତ୍ତା ୫୦ ପ୍ରତିଶତ ବୃଦ୍ଧି ହେବା ପରେ ଅବସରକାଳୀନ ସୁବିଧା ମଧ୍ୟ ବଢ଼ିଥିବା ଏକ ଗଣମାଧ୍ୟମ ସଂସ୍ଥାର ତଥ୍ୟରୁ ଜଣାପଡ଼ିଛି। ଏନେଇ ମେ ୩୦ ତାରିଖରେ ଏକ ଅଫିସ୍‌ ମେମୋରାଣ୍ଡମ ଜାରି କରାଯାଇଛି। ଯେଉଁଥିରେ କୁହାଯାଇଛି ଯେ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ରହିଥିବା ଅବସରକାଳୀନ ସୁବିଧା ବୃଦ୍ଧି କରାଯାଇଛି।

ସପ୍ତମ ବେତନ କମିଶନ ଅନୁସାରେ କେନ୍ଦ୍ର ସରକାର ଗ୍ରାଚ୍ୟୁଟି ଲିମିଟ୍‌ ବଢ଼ାଇ ଦେଇଛନ୍ତି। ସେଣ୍ଟ୍ରାଲ ପେନସନ୍‌ ରୁଲ୍‌ ୨୦୨୧ ଏବଂ ସେଣ୍ଟ୍ରାଲ ସିଭିଲ ସର୍ଭିସେସ୍‌ ରୁଲ୍‌ ୨୦୨୧ରେ ସଂଶୋଧନ କରିଯାଇ ଅବସରକାଳୀନ ଏବଂ ମୃତ୍ୟୁ କାଳୀନ ଗ୍ରାଚ୍ୟୁଟି ସୀମା ବଢ଼ାଇ ଦିଆଯଆଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri