ବିଦ୍ୟାଳୟ, ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ସାଢ଼େ ୭ ଲକ୍ଷକୁ ବୃଦ୍ଧି

ଭୁବନେଶ୍ୱର,୨ା୧(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ, ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଏହି ଶିକ୍ଷକ, ଅଣଶିକ୍ଷକ କର୍ମଚାରୀଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚ୍ୟୁଇଟି (ଡିସିଆର୍‌ଜି) ୫ ଲକ୍ଷରୁ ସାଢ଼େ ୭ ଲକ୍ଷ ଟଙ୍କାକୁ ବଢ଼ିଛି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏଥିପାଇଁ ବିଭିନ୍ନ ଶିକ୍ଷକ ସଂଘଗୁଡ଼ିକ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ତାରରେ ଲାଗିଗଲେ ମା’, ପୁଅ, ଆଉ ତା’ପରେ…

ରିଆମାଳ,୨ା୫(ବଦ୍ରୀ ନାରାୟଣ ଅଗ୍ରୱାଲା) ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଧୀନ କୁଣ୍ଢେଇଗୋଳା ଗ୍ରାମରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବିଦ୍ୟୁତ୍‌ ତାର ସଂଷ୍ପର୍ଶରେ ଆସି ଶନିବାର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ମେ’ ୪ରେ ମିଳିବ ‘ସୁଭଦ୍ରା’ ଟଙ୍କା, ଉପକୃତ ହେବେ…

ଭୁବନେଶ୍ୱର,୨।୫: ରାଜ୍ୟର ସୁଭଦ୍ରା ଯୋଜନାରୁ ବଞ୍ଚିତ ଥିବା ହିତାଧିକାରୀଙ୍କ ପାଇଁ ଆସିଛି ଏକ ଖୁସି ଖବର। ଆସନ୍ତା ମେ’ ୪ ତାରିଖରେ ବଞ୍ଚିତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର…

ହାଟଡିହୀ ବିଡିଓଙ୍କୁ ଅଫିସରେ ପଶି ଧମକ: ‘ଜିତୁ ମୁଣ୍ଡା ପରି ତୋତେ ଆଜି କଙ୍କାଳ କରିଦେବି’, କାବୁ କରି…

ହାଟଡିହୀ/ଛେନାପଦୀ,୨।୫(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡ଼ିଓ ରଞ୍ଜନ କୁମାର ପରିଡ଼ାଙ୍କ ଅଫିସରେ ପଶି ଜଣେ ବ୍ୟକ୍ତି  ଧମକ ଦେବା ସହ କେନ୍ଦୁଝର ଜିତୁ…

ସିଜିମାଲି ଓ କୁଟ୍ରୁମାଳି ସୁରକ୍ଷା ପାଇଁ ଗର୍ଜିଲେ ଆଦିବାସୀ: କମ୍ପାନୀ ପ୍ରୀତି ଓ ପୋଲିସ ଦମନ ବିରୋଧରେ ପାହାଡ଼ ସତ୍ୟାଗ୍ରହ

ଥୁଆମୂଳ ରାମପୁର, ୨।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଓ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଲି ଓ କୁଟ୍ରୁମାଳି ପାହାଡ଼କୁ ନେଇ ସଂଗ୍ରାମ ଏବେ ତୀବ୍ରତର ହୋଇଛି। ସିଜିମାଲିର…

ଓଡ଼ିଶା କଂଗ୍ରେସରେ ବଡ଼ ଅଦଳବଦଳ: ସନ୍ତୋଷ ସିଂ ସାଲୁଜାଙ୍କୁ ମିଳିଲା ପିସିସି ସଂଗଠନ ପ୍ରଭାରୀ ଦାୟିତ୍ୱ

ଭୁବନେଶ୍ୱର,୨।୩: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (PCC) ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ପିସିସି ସଭାପତି ଭକ୍ତ ଚରଣ ଦାସ,…

OSRTC ବିଭାଗ ଜମିକୁ ଜବରଦଖଲ ଉଚ୍ଛେଦ କଲା ତହସିଲ ପ୍ରଶାସନ, ବଢ଼ିଲା…

ପଟ୍ଟାଙ୍ଗି,୨।୫(ଶରତ କୁମାର ଧଳ): OSRTC ବିଭାଗର ଜମିକୁ ଦୀର୍ଘ ବର୍ଷ ଧରି ଜବର ଦଖଲ କରି ରହିଥିବା ଲୋକଙ୍କ ତହସିଲ କାର୍ଯ୍ୟାଳୟ ପକ୍ଷରୁ ଆରମ୍ଭ ହୋଇଛି ଉଚ୍ଛେଦ।…

ପ୍ରସାର ଭାରତୀର ନୂଆ ଅଧ୍ୟକ୍ଷ ହେଲେ ପ୍ରସୂନ ଯୋଶୀ,କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ  ଜଣାଇଲେ ଶୁଭେଚ୍ଛା  

ନୂଆଦିଲ୍ଲୀ,୨।୫: ପ୍ରସିଦ୍ଧ ଗୀତିକାର, ଲେଖକ ତଥା ଯୋଗାଯୋଗ ବିଶେଷଜ୍ଞ ପ୍ରସୂନ ଯୋଶୀ ଭାରତର ସାର୍ବଜନୀନ ପ୍ରସାରଣ ସଂସ୍ଥା (ପ୍ରସାର ଭାରତୀ)ର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି।…

ଇରାନ ମାଟିରେ କେଉଁଠୁ ଆସିଲା ଏତେ ବୋମା? ଯାହାକୁ ଡିଫ୍ୟୁଜ କରୁକରୁ ଗଲା ୧୪ IRGC ବୈଜ୍ଞାନିକଙ୍କ ଜୀବନ

ତେହରାନ,୨।୫: ଇରାନର ଜାଞ୍ଜାନ ପ୍ରଦେଶରେ ଏକ ବଡ଼ ସାମରିକ ଅଭିଯାନ ସମୟରେ ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଇରାନର ସରକାରୀ ସମାଚାର ଏଜେନ୍ସି, IRNA ଅନୁଯାୟୀ, ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri