ଅଧା ପୃଥିବୀ ବୁଲି ରେକର୍ଡ କଲା ଗ୍ରେ ହ୍ବେଲ୍‌…

ଓ୍ବିଣ୍ଡ୍‌ହୋକ୍‌,୧୦।୬: ପୃଥିବୀର ବୃହତ୍‌ ସ୍ତନ୍ୟପାୟୀ ପ୍ରାଣୀ ଅଧା ପୃଥିବୀ ବୁଲି ଏବେ ରେକର୍ଡ କରିଛି। ଏହି ହେଉଛି ଏକ ଗ୍ରେ ହ୍ବେଲ୍‌(ଧୂସର ତିମି)। ଇତିମଧ୍ୟରେ ତିମିଟି ୨୦ ହଜାର କିଲୋମିଟର ସମୁଦ୍ରରେ ବୁଲି ସାରିଲାଣି। ୨୦୧୩ରେ ଏହି ତିମିକୁ ଆଫ୍ରିକାର ନାମ୍ବିଆ ସମୁଦ୍ର ଉପକୂବର୍ତ୍ତୀ ଅଞ୍ଚଳରେ ଦେଖିବାକୁ ମିଳିଥିଲା। ଆଟଲାଣ୍ଟିକ୍‌ ସାଗରର ଥଣ୍ଡାପାଣିରେ ଏହି ପ୍ରଜାତିର ତିମି ବାସ କରନ୍ତି। ଏହି ପ୍ରଜାତିର ବାୟୋଲୋଜିକାଲ ନାମ ହେଉଛି ଏସ୍କ୍ରିଚିୟସ୍‌ ରୋବଷ୍ଟସ୍‌। ତିମିଟି ଉତ୍ତର ପ୍ରଶାନ୍ତ ମହାସାଗରରେ ସୃଷ୍ଟି ହୋଇଥିବା ସମ୍ପର୍କରେ ବ୍ରିଟେନ୍‌ର ଡରହମ ବିଶ୍ୱବିଦ୍ୟାଳୟର ପ୍ରଫେସର ରସ୍‌ ହୋଲ୍‌ଜେଲ୍‌ କହିଛନ୍ତି। ତିମିର ନମୁନା ପରୀକ୍ଷା କରି ଏହା ଜଣାପଡ଼ିଥିବା ସେ କହିଛନ୍ତି।କ ଏହା ଏକ ଅଣ୍ଡିରା ତିମି। ପୃଥିବୀର ପରିଧି ୪୦ ହଜାର କିଲୋମିଟର ଅଧିକ ଥିବାବେଳେ ତିମିଟି ଏହାର ଅଧା ଅତିକ୍ରମ କରିସାରିଛି। ଏହା ପୂର୍ବରୁ ଏକ ବ୍ଲୁ ହ୍ବେଲ୍‌ ୭ ହଜାର କିଲୋମିଟର ଅତିକ୍ରମ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ୧୮ ଦିନ ପରେ ବି ବିଦା ହୋଇପାରୁନି ଝିଅ

ଅଲିଗଡ,୧୪।୪: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିଯୋଗୁ ଲୋକଙ୍କୁ...

ମହାତ୍ମାଙ୍କ ପ୍ରତିମା ଭାଙ୍ଗିଲେ…

ସିଡ୍‌ନୀ,୧୬।୧୧: ଅଷ୍ଟ୍ରେଲିଆର ମେଲବୋର୍ନରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମାକୁ ଭଙ୍ଗା ଯାଇଛି। ଲୋକାର୍ପିତ ହେବାର ଗୋଟିଏ ଦିନ ପରେ କେତେକ ଅଜଣା ଲୋକ ଏଭଳି କରିଥିବା କୁହାଯାଉଛି।...

ବ୍ରିଟେନରେ ବଢୁଛି କରୋନା ସଂକ୍ରମଣ ସଂଖ୍ୟା: ଜରୁରୀ ବୈଠକ ପରେ ସମ୍ପୂର୍ଣ୍ଣ ଦେଶ ଲକ୍‌ଡାଉନ

ଲଣ୍ଡନ,୫ ।୧: ବ୍ରିଟେନରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖି ପ୍ରଧାନମନ୍ତ୍ରୀ ବୋରିସ ଜନସନ ସମ୍ପୂର୍ଣ୍ଣ ଦେଶକୁ ଲକ୍‌ଡାଉନ ଘୋଷଣା କରିଛନ୍ତି...

ଦେବୀଙ୍କ ପାଖରେ ଲାଗି ହୁଏ ମଟନ୍‌ ବିରିୟାନୀ…

ମନ୍ଦିରରେ ଦେବାଦେବୀଙ୍କୁ ବିଭିନ୍ନ ଭୋଗ ଲାଗି ହୋଇଥାଏ। ତେବେ ତାମିଲନାଡୁରେ ଥିବା ମାତା ମୁନିୟାନ୍ଦୀଙ୍କ ମନ୍ଦିରରେ ଶ୍ରଦ୍ଧାଳୁ ବିରିୟାନୀ ଭୋଗ ଲାଗି କରାଇଥାନ୍ତି। ମଦୁରାଇ ଜିଲାର...

ପକ୍ଷୀର ଘର ବଞ୍ଚାଇବା ପାଇଁ ୩୫ ଦିନ ଅନ୍ଧାରରେ ରହିଲା ପୁରା ଗାଁ

ମଣିଷ ନିଜର ସୁବିଧା ପାଇଁ ବନ୍ୟଜନ୍ତୁଙ୍କ ବାସସ୍ଥାନ ନଷ୍ଟ କରିବାରେ ଲାଗିଛି। ଫଳରେ ପଶୁପକ୍ଷୀମାନେ ପଣଜଙ୍ଗଲ ଛାଡି ଜନବସତି ମଧ୍ୟକୁ ପଶିଆସୁଛନ୍ତି। ଏପରି ଏକ ଘଟଣା...

ସେଲଫି ଭିଡିଓରୁ ଜାଣି ହେବ ବ୍ଲଡପ୍ରେସର

ଏଣିକି ବ୍ଲଡପ୍ରେସର ମାପିବ ସେଲଫି ଭିଡିଓ। ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। କାନାଡା ଟରୋଣ୍ଟୋ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ମୋବାଇଲର କ୍ୟାମେରାରୁ ବ୍ଲଡ଼ ପ୍ରେସରର ଲେବୁଲ ଜାଣିବା...

ଗୁରୁ ଦିବସରେ ଥାଳି ବଜାଅ ଅଭିଯାନ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ, ୫।୯: ଗୁରୁ ଦିବସରେ ଚାକିରି ପାଇଁ ପ୍ରବେଶିକା ପରୀକ୍ଷା ଦେଉଥିବା ଆଶାୟୀ ପ୍ରାର୍ଥୀମାନେ ଥାଳି ବଜାଅ ଅଭିଯାନ ପାଇଁ ଆହ୍ବାନ ଦେଇଛନ୍ତି। ଆର୍‌ଆର୍‌ବି ପରୀକ୍ଷା...

୪ ଯୁବକ ଦେଖାଇଲେ ଏମିତି ଷ୍ଟଣ୍ଟ, ଆପଣ ବି ଏହି ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ସୋସିଆଲ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ୪ ଯୁବକ ଏକ ଦଉଡ଼ି ସାହାଯ୍ୟରେ ଆଖି ଲାଖିଯିବା ପରି ଷ୍ଟଣ୍ଟ୍‌ ଦେଖାଇଛନ୍ତି।...

Advertisement
Archives

Model This Week