ଅଧା ପୃଥିବୀ ବୁଲି ରେକର୍ଡ କଲା ଗ୍ରେ ହ୍ବେଲ୍‌…

ଓ୍ବିଣ୍ଡ୍‌ହୋକ୍‌,୧୦।୬: ପୃଥିବୀର ବୃହତ୍‌ ସ୍ତନ୍ୟପାୟୀ ପ୍ରାଣୀ ଅଧା ପୃଥିବୀ ବୁଲି ଏବେ ରେକର୍ଡ କରିଛି। ଏହି ହେଉଛି ଏକ ଗ୍ରେ ହ୍ବେଲ୍‌(ଧୂସର ତିମି)। ଇତିମଧ୍ୟରେ ତିମିଟି ୨୦ ହଜାର କିଲୋମିଟର ସମୁଦ୍ରରେ ବୁଲି ସାରିଲାଣି। ୨୦୧୩ରେ ଏହି ତିମିକୁ ଆଫ୍ରିକାର ନାମ୍ବିଆ ସମୁଦ୍ର ଉପକୂବର୍ତ୍ତୀ ଅଞ୍ଚଳରେ ଦେଖିବାକୁ ମିଳିଥିଲା। ଆଟଲାଣ୍ଟିକ୍‌ ସାଗରର ଥଣ୍ଡାପାଣିରେ ଏହି ପ୍ରଜାତିର ତିମି ବାସ କରନ୍ତି। ଏହି ପ୍ରଜାତିର ବାୟୋଲୋଜିକାଲ ନାମ ହେଉଛି ଏସ୍କ୍ରିଚିୟସ୍‌ ରୋବଷ୍ଟସ୍‌। ତିମିଟି ଉତ୍ତର ପ୍ରଶାନ୍ତ ମହାସାଗରରେ ସୃଷ୍ଟି ହୋଇଥିବା ସମ୍ପର୍କରେ ବ୍ରିଟେନ୍‌ର ଡରହମ ବିଶ୍ୱବିଦ୍ୟାଳୟର ପ୍ରଫେସର ରସ୍‌ ହୋଲ୍‌ଜେଲ୍‌ କହିଛନ୍ତି। ତିମିର ନମୁନା ପରୀକ୍ଷା କରି ଏହା ଜଣାପଡ଼ିଥିବା ସେ କହିଛନ୍ତି।କ ଏହା ଏକ ଅଣ୍ଡିରା ତିମି। ପୃଥିବୀର ପରିଧି ୪୦ ହଜାର କିଲୋମିଟର ଅଧିକ ଥିବାବେଳେ ତିମିଟି ଏହାର ଅଧା ଅତିକ୍ରମ କରିସାରିଛି। ଏହା ପୂର୍ବରୁ ଏକ ବ୍ଲୁ ହ୍ବେଲ୍‌ ୭ ହଜାର କିଲୋମିଟର ଅତିକ୍ରମ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ହାଉସ୍‌ଫୁଲ୍‌-୪’ର ଟ୍ରେଲର୍‌ ରିଲିଜ୍‌

ନୂଆଦିଲ୍ଲୀ: ବଲିଉଡ୍‌ ସୁୁପରହିଟ୍‌ ମଲ୍‌ଟିଷ୍ଟାର୍‌ କମେଡ଼ି ସିରିଜ୍‌ ‘ହାଉସ୍‌ଫୁଲ୍‌-୪’ର ଟ୍ରେଲର୍‌ ରିଲିଜ୍‌ ହୋଇଯାଇଛି। ହାଉସ୍‌ଫୁଲ୍‌ ସିରିଜ୍‌ର ପ୍ରତ୍ୟେକ ଫିଲ୍ମ ବଲିଉଡ୍‌ରେ ସୁପରହିଟ୍‌ ରହିଥିବାବେଳେ ଚତୁର୍ଥ ସିରିଜ୍‌...

ଅସ୍ତ୍ରୋପଚାର ପରେ ବି ମହିଳାଙ୍କୁ ମିଳିଲାନି ଶାନ୍ତି, ଆଉ ଥରେ ଚେକ୍‌ଅପ୍‌ କରାଇବାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟକର ଘଟଣା

ଦୁନିଆରେ ଏପରି କିଛି ଘଟଣା ଘଟିଥାଏ, ଯାହାକୁ କେହି କେବେ କଳ୍ପନା ମଧ୍ୟ କରିପାରନ୍ତି ନାହିଁ। ବେଳେବେଳେ ଏମିତି ହୋଇଥାଏ କି,ଲୋକେ ମୃତ୍ୟୁକୁ ପରାସ୍ତ କରି...

ଗାଁରେ ପୂର୍ବରୁ ଥିଲେ ୨୦୦ ଲୋକ, ଏବେ ରହୁଛନ୍ତି ଜଣେ: ଚକିତ କରିପାରେ କାରଣ..

ପ୍ରତ୍ୟେକ ଦେଶରେ ସହର ଏବଂ ଗାଁ ଦେଖିବାକୁ ମିଳିଥାଏ। ସହରୀ ଜୀବନ ଧାଁ ଧଉଡ଼ରେ କଟୁଥିବାବେଳେ ଗାଁରେ ରହିଥାଏ ନୈସର୍ଗିକ ସୁଖ। କିନ୍ତୁ ରୋଜଗାର ଆଶାରେ...

ସିରିଆରେ ଅସ୍ତ୍ରବିରତି ପାଇଁ ତୁର୍କୀ ରାଜି

ଆଙ୍କାରା,୧୮-୧୦(ଏଏଫ୍‌ପି):ଆମେରିକା ଉପରାଷ୍ଟ୍ରପତି ମାଇକ୍‌ ପେନ୍ସ ଗୁରୁବାର ସିରିଆରେ ଅସ୍ତ୍ରବିରତି ପାଇଁ ତୁର୍କୀକୁ ରାଜି କରାଇଛନ୍ତି। ସେ ତୁର୍କୀ ରାଷ୍ଟ୍ରପତି ରେସେପ୍‌ ତେୟିପ୍‌ ଏର୍ଡୋଗାନ୍‌ଙ୍କୁ ଭେଟି କୁର୍ଦ୍ଦିଶ...

ଇସ୍ରାଏଲରେ ଭୋଟ ଗଣନା ଜାରି, ନେତନ୍ୟାହୁଙ୍କୁ ମିଳିପାରେ ସ୍ପଷ୍ଟ ବହୁମତ, ପୁଣିଥରେ ହୋଇପାରନ୍ତି ପ୍ରଧାନମନ୍ତ୍ରୀ

ଜେରୁଜେଲମ,୩ ।୧୧: ଇସ୍ରାଏଲର ସାଧାରଣ ନିର୍ବାଚନରେ ରାଜନୈତିକ ଦଳ ‘ଲିକୁଡ’କୁ ସ୍ପଷ୍ଟ ବହୁମତ ମିଳିବ ବୋଲି ଆଶା କରାଯାଉଛି । ଏବେ ପର୍ଯ୍ୟନ୍ତ ପ୍ରାୟ ୯୦...

କ୍ୱାରାଣ୍ଟାଇନ୍‌ରେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୨।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବ୍ୟକ୍ତିଗତ ପରାମର୍ଶଦାତା ହୋପ ହିକ୍ସ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପରେ ଟ୍ରମ୍ପ ଏବଂ ତାଙ୍କ ସ୍ତ୍ରୀ ମେଲାନିଆ...

୨୩୦୦ ଫୁଟ ଉଚ୍ଚରୁ ମାଲିକଙ୍କ ସହ ଡେଇଁଲା କୁକୁର, ଫଟୋ ଭାଇରାଲ

ସୁଇଜରଲାଣ୍ଡ୍‌: ଲାଟରବ୍ରୁନେନ୍‌ ଭ୍ୟାଲିସ୍ଥିତ ୨୩୦୦ ଫୁଟ ଉଚ୍ଚରୁ ତଳକୁ ମାଲିକଙ୍କ ସହିତ ଏକ କୁକୁର ଜମ୍ପ୍‌ କରିଛି। ଏହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ...

ଦ୍ୱିତୀୟ ବିବାହ ପାଇଁ ଜିଦ୍‌: ୬୦ ବର୍ଷ ବୟସ୍କ ବ୍ୟକ୍ତି ୧୧ କେଭି ଖୁଣ୍ଟରେ ଚଢ଼ିଲେ

ଜୟପୁର,୧୦।୩: ରାଜସ୍ଥାନର ଧୋଲପୁର ଜିଲାର ଗନିମତରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ସୋବରନ ସିଂ ନାମକ ଜଣେ ୬୦ ବର୍ଷ ବୟସ୍କ ବ୍ୟକ୍ତି ଦ୍ୱିତୀୟ...

Advertisement
Archives

Model This Week