Odisha Elections 2024

ଖିମ୍‌ଜୀ ଜୁଏଲର୍ସର ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌

ଭୁବନେଶ୍ୱର,୪।୫ (ଅଭୟ ଦାଶ): ରାଜ୍ୟର ସର୍ବପୁରାତନ ତଥା ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍‌ଜୀ ଜୁଏଲର୍ସ’ର ବହୁ ପ୍ରତୀକ୍ଷିତ ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ଖିମ୍‌ଜୀ ପକ୍ଷରୁ ଆକର୍ଷଣୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ଜରିଆରେ ଗ୍ରାହକମାନେ ସୁନା ଓ ହୀରା ଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୫୦% ରିହାତି ଓ ରୁପା ଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୨୦% ରିହାତି ପ୍ରଦାନ କରାଯାଉଛି। ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ଓଡ଼ିଶା ବଜାରରେ ଆମେ ଏ ପର୍ଯ୍ୟନ୍ତ ପ୍ରଦାନ କରିଥିବା ଅଫର ମଧ୍ୟରେ ଏହା ହେଉଛି ସର୍ବଶ୍ରେଷ୍ଠ ଅଫର ଏବଂ ସୁନା ଓ ହୀରା ଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୫୦% ରିହାତି ଗ୍ରାହକମାନଙ୍କୁ ନିହାତି ଆକର୍ଷିତ କରିବ। ସେହିଭଳି ରୁପା ଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୨୦% ରିହାତିର ଲାଭ ଗ୍ରାହକମାନେ ଉଠାଇପାରିବେ ବୋଲି ମିତେଶ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଉଲ୍ଲେଖଯୋଗ୍ୟ, ସମଗ୍ର ଓଡ଼ିଶାରେ ଖିମ୍‌ଜୀର ୯ଟି ଏକ୍ସକ୍ଲୁସିଭ ଆଉଟଲେଟ (ଶୋ’ରୁମ୍‌) ଭୁବନେଶ୍ୱର, କଟକ, ବ୍ରହ୍ମପୁର, ଝାରସୁଗୁଡ଼ା, ପୁରୀ ଓ ରାଉରକେଲା ଠାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଜୟଆଲୁକ୍କାସ୍‌ର ମେଗା ବିସ୍ତାର ଯୋଜନା

ଭୁବନେଶ୍ୱର, ୧୮।୫: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଆଉଟ୍‌ଲେଟ୍‌ ଏବଂ ବିସ୍ତାର ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୮।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଦରବୃଦ୍ଧି କାରଣରୁ (କ୍ରମାଗତ ଭାବେ) ଘରୋଇ ବଜାରରେ (କ୍ରମାଗତ ଭାବେ) ଉଭୟ ସୁନା ଓ ରୁପା ଦର ବୃଦ୍ଧି ପାଉଛି। ଏପରିକି...

ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ

ଭୁବନେଶ୍ୱର,୧୮।୫ (ଅନୁରାଧା ମହାରଣା): ଭାରତର ସର୍ବବୃହତ୍‌ ପାର୍କ ଚେନ୍‌ କୁହାଯାଉଥିବା ୱଣ୍ଡେର୍ଲା ହଲିଡେଜ୍‌ ପକ୍ଷରୁ ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ ନିର୍ମାଣ ହୋଇଛି। ଭୁବନେଶ୍ୱରଠାରୁ ୨୨.୫ କି.ମି....

ଓସ୍‌ମେ ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଶିଳ୍ପ ସଂଘ ତଥା କଟକ ଖପୁରିଆ ଶିଳ୍ପାଞ୍ଚଳଠାରେ ଥିବା ଓଡ଼ିଶା ଆସମ୍ବଲି ଅଫ୍‌ ସ୍ମଲ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌ (ଓଏଏସ୍‌ଏମ୍‌ଇ ବା...

ଓସିପିଏଲ୍‌ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୮।୫: ଓଡ଼ିଶା କୋଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଓସିପିଏଲ୍‌)ର ମନୋହରପୁର ୟୁନିଟ୍‌ ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ...

ଭି-ମାର୍ଟର ନୂତନ ଟି-ଶାର୍ଟ ରେଞ୍ଜ

ନୂଆଦିଲ୍ଲୀ,୧୮।୫: ଦେଶର ପ୍ରମୁଖ ଫ୍ୟାଶନ ରିଟେଲର ଭି-ମାର୍ଟ (ଭି-ମାର୍ଟ ରିଟେଲ ଲିମିଟେଡ୍‌)ର ନୂତନ ଟି-ଶାର୍ଟ ରେଞ୍ଜ ନିକଟରେ ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

୨୦୨୪ରେ ଭାରତର ଜିଡିପି ଅଭିବୃଦ୍ଧି ଆକଳନ ୬.୯% ପର୍ଯ୍ୟନ୍ତ ବୃଦ୍ଧି କଲା ଜାତିସଂଘ

ନୂଆଦିଲ୍ଲୀ,୧୭।୫: ମିଳିତ ଜାତିସଂଘ ୨୦୨୪ ପାଇଁ ଭାରତର ଅଭିବୃଦ୍ଧି ଆକଳନକୁ ସଂଶୋଧନ କରିଛି ଏବଂ ଚଳିତ ବର୍ଷ ଅର୍ଥନୀତି ପ୍ରାୟ ୭% ବୃଦ୍ଧି ପାଇବ ବୋଲି...

ଏପ୍ରିଲରେ ୧୧,୬୫୬ ୟୁନିଟ୍‌ ଟ୍ରାକ୍ଟର ବିକ୍ରି

ଭୁବନେଶ୍ୱର,୧୭ା୫: ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ‘ସୋନାଲିକା’ର ମାସିକ ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। କମ୍ପାନୀର ଘୋଷଣା ଅନୁଯାୟୀ ୨୦୨୪ ଏପ୍ରିଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri