Posted inଜାତୀୟ

ମିମିକ୍ରି କରିଥିବା ଟିଏମସି ଏମପି କଲ୍ୟାଣଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଉପରାଷ୍ଟ୍ରପତି ଧନଖର, ଡିନର ପାଇଁ ଦେଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୫।୧: ଗତବର୍ଷ ହୋଇଥିବା ଶୀତକାଳୀନ ଅଧିବେଶନରେ ସଂସଦ ପରିସର ସରଗରମ ଥିଲା। ଏହି ସମୟରେ ନିଲମ୍ବନକୁ ବିରୋଧ କରି ୧୦୪ ଏମପିଙ୍କୁ ରାଜ୍ୟସଭା ଓ ଲୋକସଭାରୁ ନିଲମ୍ବନ କରାଯାଇଥିଲା। ତେବେ ନିଲମ୍ବନକୁ ବିରୋଧ କରି ସଂସଦ ଆଗରେ ଏମପିମାନେ ଧାରଣା ଦେବାବେଳେ ତୃଣମୂଳ କଂଗ୍ରେସ(ଟିଏମସି) ଏମପି କଲ୍ୟାଣ ବାନାର୍ଜୀ ଉପରାଷ୍ଟ୍ରପତି ଓ ରାଜ୍ୟସଭା ସଭାପତି ଜଗଦୀପ ଧନଖରଙ୍କର ମିମିକ୍ରି କରିଥିଲେ।
ତେବେ ସବୁଠାରୁ ଆଶ୍ଚର୍ଯ୍ୟକର କଥା ହେଉଛି, କଲ୍ୟାଣଙ୍କର ଜନ୍ମଦିନରେ ଧନଖର ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହାକୁ ସୋସିଆଲ ମିଡିଆରେ ଶେୟାର କରି ଟିଏମସି ଏମପି, ତାଙ୍କ ବଡପଣକୁ ଧନ୍ୟବାଦ ଦେଇଛନ୍ତି। ଧନଖରଙ୍କ ଏପରି ବ୍ୟବହାରକୁ ସମସ୍ତଙ୍କ ହୃଦୟ ଜିଣିଛି।
କଲ୍ୟାଣ ଏକ୍ସରେ କହିଛନ୍ତି, ମାନନୀୟ ଉପରାଷ୍ଟ୍ରପତି ମୋତେ ଶୁଭେଚ୍ଛା ଜଣାଇଥିବାରୁ ମୁଁ ତାଙ୍କୁ ହୃଦୟରୁ ଧନ୍ୟବାଦ ଜଣାଉଛି। ସେ ମୋତେ ଓ ମୋର ସ୍ତ୍ରୀଙ୍କୁ ଡିନର ପାଇଁ ନିମନ୍ତ୍ରଣ ଦେଇଥିବାରୁ ତାଙ୍କ ପାଖରେ ଆଭାର ବ୍ୟକ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର…

ପାଟ୍ରୋଲିଂ ବେଳେ ମଦବେପାରୀଙ୍କୁ ଧରିଲା ପୋଲିସ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏଏସ୍‌ଆଇ ଏନ. ତ୍ରିପତୀ ରେଡ୍ଡୀ, କନଷ୍ଟେବଳ ଏସ୍‌.କେ ରାଜେଶ ଉଦ୍ଦିନ, ବଳରାମ ପାତ୍ର ପ୍ରମୁଖ ସଦଳବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?