ସୁଭଦ୍ରାରୁ ବାଦ୍‌ ପଡିଥିବା ହିତାଧିକାରୀଙ୍କ ପାଇଁ ବଡ଼ ଖବର: ଶୁଭାରମ୍ଭ ହେଲା…

ଭୁବନେଶ୍ୱର,୧୫।୯: ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଶୁଭାରମ୍ଭ କରିଛନ୍ତି। ଏଣିକି ହିତାଧିକାରୀ ଅଭିଯୋଗ କଲେ ବିଭାଗ ଉତ୍ତର ରଖିପାରିବ। ପୂର୍ବରୁ ପୋର୍ଟାଲ ଥିଲା, କେବଳ ଅଭିଯୋଗ ଆସୁଥିଲା, ଉତ୍ତର ମିଳୁ ନ ଥିଲା। ସୁଭଦ୍ରା ଯୋଜନାରୁ କାହିଁକି ବାଦ୍‌ ପଡିଲେ ଜଣାଇ ଦିଆଯିବ। ସେମାନେ କ’ଣ କଲେ ସାମିଲ ହୋଇପାରିବେ ଜଣାଇ ଦିଆଯିବ। ୨ ଲକ୍ଷ ୮୫ ହଜାର ବାଦ ପଡ଼ିଛନ୍ତି, ସମାଧାନର ରାସ୍ତା ବାହାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

ଡାଉନ ହେଲା Instagram, ୟୁଜର୍ସ କହିଲେ…

ନୂଆଦିଲ୍ଲୀ,୫।୨: ମେଟାର ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମ ଡାଉନ୍ । ହଜାର ହଜାର ୟୁଜର୍ସ ସମସ୍ୟାର ସମ୍ମୁଖୀନ ହେଉଥିବା ନେଇ ଅଭିଯୋଗ କରିଥିଲେ । ବୁଧବାର ସକାଳେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri