ଗ୍ରୀସରେ ବଡ ଧରଣର ଦୁର୍ଘଟଣା ଯାତ୍ରୀବାହି ଟ୍ରେନକୁ ଧକ୍କା ଦେଲା ମାଲଗାଡ଼ି, ୨୬ ମୃତ ୮୫ରୁ ଅଧିକ ଆହତ

ଏଥେନ୍ସ,୧ ।୩: ଗ୍ରୀସରୁ ଆସିଛି ଏକ ବଡ ଖବର । ଏଠାରେ ଦୁଇଟି ଟ୍ରେନ୍ ପରସ୍ପର ସହ ଧକ୍କା ହୋଇଛନ୍ତି । ଏଥିରେ ଏବେ ପର୍ଯ୍ୟନ୍ତ ୨୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮୫ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି । ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲ ପଠାଇ ଦିଆଯାଇଛି । ମିଡିଆ ରିପୋର୍ଟ ଅନୁଯାୟୀ, ଏହି ଦୁର୍ଘଟଣା ଗ୍ରୀସର ସହର ଥେସାଲୋନିକି ଓ ଲାରିସା ମଧ୍ୟରେ ହୋଇଛି ।
ମିଡିଆ ରିପୋର୍ଟ ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ଏକ ପାସେଞ୍ଜର ଟ୍ରେନ ଓ ଏକ ମାଲଗାଡି ମଧ୍ୟରେ ଧକ୍କା ହୋଇଥିଲା । ଏହା ଏତେ ଭୟଙ୍କର ଥିଲା ଯେ କେତେକ ବଗି ଲାଇନରୁ ବାହାରି ଯାଇଥିଲା । ଏହାସହ ୩ଟି ବଗିରେ ନିଆଁ ଲାଗିଯାଇଥିଲା । ପାସେଞ୍ଜର ଟ୍ରେନରେ ଥିବା ଯାତ୍ରୀ ଅଧିକ ପରିମାଣରେ ଏହାର ଶିକାର ହୋଇଥିଲେ । ଏବେ ପର୍ଯ୍ୟନ୍ତ ୨୬ ଜଣଙ୍କ ମୃତଦେହ ବାହାର କରାଯାଇଥିବା ବେଳେ ୮୫ରୁ ଅଧିକଙ୍କୁ ଆହତ ଅବସ୍ଥାରେ ହସ୍ପିଟାଲ ପଠାଇ ଦିଆଯାଇଛି । ଆହତଙ୍କ ମଧ୍ୟରୁ ୨୫ ଜଣ ଗୁରୁତର ଥିବା ଜଣାପଡିଛି । ତେଣୁ ଆଗକୁ ମୃତ୍ୟୁସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri