Posted inଜାତୀୟ

ସବୁଜିମା ସଙ୍କଟ, ରାଜରାସ୍ତା ପାଇଁ ୫୦୦୦ରୁ ଅଧିକ ଗଛ ହାଣ ମୁହଁରେ …

ନୂଆଦିଲ୍ଲୀ,୨୭।୯: ଜାତୀୟ ରାଜପଥ ନିର୍ମାଣ ନେଇ ଏବେ ଦିଲ୍ଲୀରେ ସବୁଜିମା ଉପରେ ସଙ୍କଟ ସୃଷ୍ଟି ହୋଇଛି। ପୂର୍ବ ଏବଂ ଉତ୍ତରପୂର୍ବ ଦିଲ୍ଲୀରେ ହେବାକୁ ଥିବା ୬ ଲେନ୍‌ ବିଶିଷ୍ଟ ରାଜପଥ ପାଇଁ ୧୪ ହେକ୍ଟରରୁ ଅଧିକ ବନଭୂମି ଅଧିଗ୍ରହଣ କରାଯିବ। ଏହି ବନଭୂମିରେ ଥିବା ୫,୧୦୪ ଗଛ ହାଣ ମୁହଁରେ ପଡ଼ିବାର ଆଶଙ୍କା ଦେଖାଦେଇଛି।

ଭାରତୀୟ ରାଜୀୟ ରାଜପଥ ପ୍ରାଧିକରଣ ପକ୍ଷରୁ ନିର୍ମାଣ ହେବାକୁଥିବା ଦିଲ୍ଲୀ-ସହାରଣପୁର ସଡ଼କର ୧୪.୭୫ କିଲୋମିଟର ରାସ୍ତାର ବିକାଶ ଲାଗି ଦିଲ୍ଲୀ ବନ ବିଭାଗକୁ ଏନେଇ ଅନୁମତି ଲୋଡ଼ା ଯାଇଛି। ଅକ୍ଷରଧାମ ଜାତୀୟ ରାଜପଥ-୯ ସଙ୍କଶନ ଏବଂ ଦିଲ୍ଲୀ ଉତ୍ତରପ୍ରଦେଶ ସୀମା ମଧ୍ୟରେ ଏସବୁ ଗଛଗୁଡ଼ିକ ରହିଛି।

୧୯୧ ଗଛକୁ ଅନ୍ୟ ଜମିକୁ ସ୍ଥାନାନ୍ତରଣ କରାଯିବାର ପ୍ରସ୍ତାବ ମଧ୍ୟ ରହିଛି ବୋଲି ଜାତୀୟ ରାଜପଥ ପ୍ରାଧିକରଣ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri