ଗ୍ରୀନ୍‌ ହିରୋ ସମିଟ୍‌, ଧରିତ୍ରୀ କ୍ଲାଇମେଟ୍‌ ଫିଲ୍ମ ଫେଷ୍ଟ

ଭୁବନେଶ୍ୱର,୨୨।୧୧(ବନ୍ଦନା ସେଠୀ): ଧରିତ୍ରୀ ଯୁବ ସମ୍ମିଳନୀର ପଞ୍ଚମ ସଂସ୍କରଣ ନଭେମ୍ବର ୨୩ ଏବଂ ୨୪ ଦୁଇଦିନ ଧରି ଆୟୋଜିତ ହେବ। ନଭେମ୍ବର ୨୩ରେ ପ୍ରେସ୍‌ କ୍ଲବ୍‌ ଅଫ୍‌ ଓଡ଼ିଶାଠାରେ ସମ୍ମିଳନୀର ପ୍ରଥମ ପର୍ବ ‘ଗ୍ରୀନ୍‌ ହିରୋ ସମିଟ୍‌’ ଅନୁଷ୍ଠିତ ହେବ। ଏଥିରେ ରାଜ୍ୟର ବିଭିନ୍ନ ସ୍ଥାନରେ ପରିବେଶ ସଂରକ୍ଷଣ ଉପରେ କାର୍ଯ୍ୟ କରୁଥିବା ୨୦୦ରୁ ଊର୍ଦ୍ଧ୍ୱ ଗ୍ରୀନ୍‌ ହିରୋମାନେ ଏକତ୍ରିତ ହୋଇ ପରିବେଶ ସମ୍ପର୍କିତ ସେମାନଙ୍କର ଅଭିଜ୍ଞତାକୁ ବାଣ୍ଟିବେ।
ଏହି ଅବସରରେ କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟରେ ଧରିତ୍ରୀ କ୍ଲାଇମେଟ୍‌ ଫିଲ୍ମ ଫେଷ୍ଟ ଆୟୋଜନ ହେବ। ଏଥିରେ ପରିବେଶ ଆଧାରିତ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ୧୫ଟି କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ ହେବ। ସେଥିମଧ୍ୟରୁ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ଚଳଚ୍ଚିତ୍ରକୁ ସମ୍ମିଳନୀର ଦ୍ୱିତୀୟ ଦିବସ ଅର୍ଥାତ୍‌ ନଭେମ୍ବର ୨୪ରେ ପୁରସ୍କୃତ କରାଯିବ। ଚଳଚ୍ଚିତ୍ର ଚୟନ କରିବା ପାଇଁ ଚଳଚ୍ଚିତ୍ର ନିର୍ମାତା ସୁଶାନ୍ତ ମିଶ୍ର ଏବଂ ସ୍ନେହାଶିଷ ଦାସ ଜୁରି ସଦସ୍ୟ ଭାବେ ଦାୟିତ୍ୱ ନିର୍ବାହ କରିବେ। ଏସମ୍ପର୍କରେ ସ୍ନେହାଶିଷ କହିଛନ୍ତି, ଚଳିତବର୍ଷ ଫିଲ୍ମ ଫେଷ୍ଟିଭାଲକୁ ଆସିଥିବା ଚଳଚ୍ଚିତ୍ରଗୁଡିକ ପରିବେଶର ବିଭିନ୍ନ ଦିଗ ଯଥା ଜଳବାୟୁ ପରିବର୍ତ୍ତନ, ଗଛ କାଟିବା, ଚାରା ରୋପଣ, ବାୟୁ ପ୍ରଦୂଷଣ, ଶିଳ୍ପ ଆବର୍ଜନା ଆଦି ଉପରେ ଆଧାରିତ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri