ଗ୍ରୀନ୍ ହିରୋଜ ସମିଟ୍: ପରିବେଶବିତ୍‌ମାନେ କହିଲେ…

ଭୁବନେଶ୍ୱର,୨୩।୧୧: ଆରମ୍ଭ ହୋଇଯାଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୫। ଧରିତ୍ରୀ ଯୁବ ସମ୍ମିଳନୀର ପଞ୍ଚମ ସଂସ୍କରଣର ପ୍ରଥମ ଦିନ ଭୁବନେଶ୍ୱରର ପ୍ରେସ୍‌ କ୍ଲବରେ ଅନୁଷ୍ଠିତ ହୋଇଛି। ୟୁଥ୍‌ କନକ୍ଲେଭର ପ୍ରଥମ ଅଧିବେଶନ ଗ୍ରୀନ ହିରୋଜ ସମିଟରେ ଜଳବାୟୁ ପରିବର୍ତ୍ତନ ଉପରେ ନିଜ ଅଭିଭାଷଣ ରଖି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ।

ଗ୍ରୀନ ହିରୋ ସମିଟ୍‌ କାର୍ଯ୍ୟକ୍ରମରେ ପୂର୍ବତନ ପିସିସିଏଫ ଏବଂ ଓଡ଼ିଶାର ଲୋକାୟୁକ୍ତର ସଦସ୍ୟ ଡକ୍ଟର ଦେବବ୍ରତ ସ୍ବାଇଁ, କୋଷ୍ଟାଲ କନଜରଭେଶନାଲିଷ୍ଟ ସୌମ୍ୟରଞ୍ଜନ ବିଶ୍ୱାଳ, ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟର ସିଇଓ ଆଦ୍ୟାଶା ସତପଥୀ ସାମିଲ ଅଛନ୍ତି। ଏଥିସହ ପରିବେଶବିତ୍‌ ତଥା ଭାରତୀୟ ପରିବେଶବିତ୍‌ ଫାଉଣ୍ଡେସନର ପ୍ରତିଷ୍ଠାତା ଅରୁଣ କ୍ରିଷ୍ଣମୂର୍ତ୍ତି ମଧ୍ୟ ଯୋଗ ଦେଇଛନ୍ତି। ଡକ୍ଟର ଦେବବ୍ରତ ସ୍ୱାଇଁ ସମସ୍ତ ଧରିତ୍ରୀ ଗ୍ରୀନ ହିରୋ ସମିଟ୍‌ ଆବେଦନକାରୀଙ୍କୁ ପରିବେଶ ପ୍ରତି ସେମାନଙ୍କର ପ୍ରତିବଦ୍ଧତା ପାଇଁ ପ୍ରଶଂସା କରିଥିଲେ ଏବଂ ସେମାନଙ୍କୁ “Green Catalysts” ବୋଲି କହିଥିଲେ। ସେ Dharitri Climate Grant ଜୁରୀ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ସମ୍ପାଦକ ତଥାଗତ ସତପଥୀ ଏବଂ  ସିଇଓ ଆଦ୍ୟାଶା ସତପଥୀଙ୍କୁ ସବୁଜ ପରିବେଶକୁ ପ୍ରୋତ୍ସାହିତ କରିବାରେ ସେମାନଙ୍କର ଉତ୍ସର୍ଗୀକୃତ ପ୍ରୟାସ ପାଇଁ ପ୍ରଶଂସା କରିଥିଲେ।

ଗ୍ରୀନ ହିରୋଜ ସମିଟ୍‌ରେ ପରିବେଶବିତ୍‌ମାନେ କହିଛନ୍ତି, କିପରି ତୁରନ୍ତ ଏବଂ ସାମୂହିକ କାର୍ଯ୍ୟ ଆମ ପୃଥିବୀର ଭବିଷ୍ୟତକୁ ପରିବର୍ତ୍ତନ କରିପାରିବି। ଆଜିର ସେସନ୍‌ ପରିବେଶବିତ୍‌ ଏବଂ ଉତ୍ସାହୀ ନାଗରିକମାନଙ୍କୁ ଏକାଠି କରୁଛି ଯେଉଁମାନେ ବିଶ୍ୱାସ କରନ୍ତି ଯେ ପରିବର୍ତ୍ତନ ସଚେତନତା ସହିତ ଆରମ୍ଭ ହୁଏ ଏବଂ ପ୍ରତିବଦ୍ଧତା ସହିତ ବୃଦ୍ଧି ପାଏ।

 

View this post on Instagram

 

A post shared by OrissaPOST (@instaorissapost)


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?