Advertisement

ପରଲୋକରେ ହଲିଉଡ ଅଭିନେତା ଜେସନ ଡେଭିଡ ଫ୍ରାଙ୍କ୍‌

ହଲିଉଡ ଅଭିନେତା ଜେସନ ଡେଭିଡ ଫ୍ରାଙ୍କ୍‌ଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୯ ବର୍ଷ ବୟସ ହୋଇଥିଲା। ରିପୋର୍ଟ ମୁତାବକ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ତେବେ ସେ କାହିଁକି ଆତ୍ମହତ୍ୟା କଲେ ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ।
ଡେଭିଡ ଫ୍ରାଙ୍କ୍‌ଙ୍କ ହଲିଉଡ ସିରିଜ ପାୱାର ରେଞ୍ଜରର ୨୮ ଅଗଷ୍ଟ ୧୯୯୩ରେ ପ୍ରସାରିତ ହୋଇଥିଲା। ସେଥିରେ ସେ ଅଭିନୟ କରି ସେ ବେଶ ଲୋକପ୍ରିୟତା ସାଉଁଟିଥିଲେ। ଏହାପରେ ଦ୍ୱିତୀୟ ସିଜନରେ ସେ ଗ୍ରୀନ ରେଞ୍ଜର୍‌ ରୂପେ ନଜର ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନୟ କରୁ କରୁ ସତସତିକା ପଡ଼ିଛନ୍ତି ପ୍ରେମରେ

ବମ୍ବେ: ଅଭିନୟ କରୁ କରୁ ସତ ସତିକା ସହକଳାକାରଙ୍କ ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ। ଆମେ କଥା ହେଉଛୁ ଆଲିସ୍‌ କୌଶିକଙ୍କ ବିଷୟରେ। ଟେଲିଭିଜନ ଧାରାବାହିକ ‘ପାଣ୍ଡ୍ୟା...

ପୁଅର ଭବିଷ୍ୟତକୁ ନେଇ ଏମିତି ଖୁଲାସା କଲେ ଭାରତୀ

ଲୋକପ୍ରିୟ ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ଚଳିତ ବର୍ଷ ମା’ ହୋଇଛନ୍ତି। ଭାରତୀ ଏବଂ ତାଙ୍କ ସ୍ବାମୀ ହର୍ଷ ଲିମ୍ବାଚିୟା ପୁଅ ଗୋଲା ବା ଲକ୍ଷ୍ୟକୁ...

ଆକାଂକ୍ଷାଙ୍କୁ ନେଇ ପାରସ୍‌ କହିଲେ ଏମିତି

ମୁମ୍ବାଇ: ଅଭିନେତ୍ରୀ ଆକାଂକ୍ଷା ପୁରୀ ଏବଂ ଅଭିନେତା ପାରସ୍‌ ଛାବ୍ରାଙ୍କ ପ୍ରେମ ସମ୍ପର୍କ ‘ବିଗ୍‌ବସ୍‌-୧୩’ରେ ଜଣାପଡ଼ିଥିଲା। ଶୋ’କୁ ଆସିବା ପୂର୍ବରୁ ଆକାଂକ୍ଷାଙ୍କ ସହ ବ୍ରେକ୍‌ଅପ୍‌ କରିବାକୁ...

୧୦ବର୍ଷ ପରେ…

ଶ୍ରୀଲଙ୍କା ସୁନ୍ଦରୀ ଜ୍ୟାକଲିନ୍‌ ଫର୍ନାଡିସ୍‌ଙ୍କ ଖୁସି କହିଲେ ନ ସରେ। ଦୀର୍ଘ ୧୦ ବର୍ଷର ପ୍ରତୀକ୍ଷା ଶେଷ ହୋଇଛି। ଏବେ ତାଙ୍କ ହାତରେ ଦୁଇଟି ଅଫର।...

ଟୁଇଟ୍‌କୁ ନେଇ ଫସିଲେ କଙ୍ଗନା

ମୁମ୍ବାଇ, ୧୮ା୧୦: ସୋସିଆଲ ମିଡିଆରେ ଏକ ଟୁଇଟ୍‌କୁ ନେଇ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ଓ ତାଙ୍କ ଭଉଣୀ ରଙ୍ଗୋଲି ଚାଣ୍ଡେଲ ଫସିଯାଇଛନ୍ତି। ସେମାନଙ୍କ ଟୁଇଟ୍‌ ମାରାତ୍ମକ...

ଏହି ଅଭିନେତା ରେଖାଙ୍କୁ କାଳି, ମୋଟି କହିବା ପରେ…

ଏଭରଗ୍ରୀନ ଅଭିନେତ୍ରୀ ରେଖାଙ୍କୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ସ୍ଥାନଟିଏ ପାଇଁ କଠିନ ପରିଶ୍ରମ ସହ ଅନେକ ସମାଲୋଚନାର ସମ୍ମୁଖୀନ ହେବାକୁ ପଡିଥିଲା। ୧୪ ବର୍ଷ ବୟସରୁ, ରେଖା...

ସମସ୍ତଙ୍କ ସାମ୍ନାରେ ଐଶ୍ୱର୍ଯ୍ୟାଙ୍କୁ ଏମିତି କହିଥିଲେ ଶାଶୁ ଜୟା ବଚ୍ଚନ, କାନ୍ଦି ପକାଇଥିଲେ ଅଭିନେତ୍ରୀ

ମୁମ୍ବାଇ: ନୀଳନୟନା ତଥା ବିଶ୍ୱ ସୁନ୍ଦରୀ ଐଶ୍ୱର୍ଯ୍ୟା ରାୟ ତାଙ୍କ ଫିଲ୍ମ କ୍ୟାରିୟରରେ ଦର୍ଶକଙ୍କୁ ଅନେକ ସୁପରହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। ଐଶ୍ୱର୍ଯ୍ୟା ଏମିତି ଜଣେ...

ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ସବୁଠୁ ମହଙ୍ଗା ବିବାହ: ଏହି କପଲ ଖର୍ଚ୍ଚ କରିଥିଲେ ୫୦୦ କୋଟି

ଚଳଚ୍ଚିତ୍ର, ଟିଭି ଅଭିନେତାଙ୍କ ବିବାହ ସବୁବେଳେ ଚର୍ଚ୍ଚାରେ ରହିଆସିଛି। କାରଣ ଷ୍ଟାରମାନଙ୍କର ବିବାହ ସାଧାରଣତଃ ବିଳାସପୂର୍ଣ୍ଣ ଭାବେ ହୁଏ। ତେବେ ବଲିଉଡ ଷ୍ଟାରଙ୍କ ମହଙ୍ଗା ବିବାହ...

Advertisement
Archives

Model This Week