ଗ୍ରୀନ ଷ୍ଟିକର ନେଇ ପରିବହନ ବିଭାଗର ବଡ଼ ଘୋଷଣା, ସବୁ RTOରେ ଖୋଲିବ….

ଭୁବନେଶ୍ବର, ୨/୧:  ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ । ଏନେଇ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଆରଟିଓମାନଙ୍କରେ ଗ୍ରୀନ ଷ୍ଟିକର ପ୍ରଦାନ କରାଯିବ । ତେବେ ଯେଉଁମାନଙ୍କର ପଲ୍ୟୁସନ ସାର୍ଟିଫିକେଟ ରହିଛି ସେମାନେ ଏହି ଗ୍ରୀନ ଷ୍ଟିକର ନେଇପାରିବେ ବୋଲି ବିଜ୍ଞପ୍ତିପରେ କୁହାଯାଇଛି । ତେବେ ଯେଉଁମାନେ ୧୦ ତାରିଖ ପରେ ପଲ୍ୟୁସନ ସାର୍ଟିଫିକେଟ କରିବେ ସେମାନଙ୍କୁ ପିୟୁସିସି ସେଣ୍ଟରରେ ଗ୍ରୀନ ଷ୍ଟିକର ମିଳିବ ।

ତେବେ ଏନେଇ ଆରଟିଓ ଅଫିସରେ ଏକ ସ୍ପେସାଲ ସେଣ୍ଟର ଖୋଲିବ । ତେବେ ଗ୍ରୀନ ଷ୍ଟିକର ଦିଆଯିବା ପୂର୍ବରୁ ପଲ୍ୟୁସନ ସାର୍ଟିଫିକେଟ, ଆରସି ତଥା ଗାଡ଼ିର ସମସ୍ତ କାଗଜପତ୍ର ଯାଞ୍ଚ କରାଯିବ । ତେବେ ଆରଟିଓ ଅଫିସ ଯାଇ ଗ୍ରୀନ ଷ୍ଟିକର ଆଣିବା ସମୟରେ ଅରିଜିନାଲ ପିୟୁସିସି କପି, ଆରସି ଏବଂ ପରିଚୟ ପତ୍ର ଦେଖାଇବାକୁ ହେବ । ଯଦି ଗାଡି ମାଲିକଙ୍କ ବିନା ଅନ୍ୟ କେହି ଯାଇ ଗ୍ରୀନ ଷ୍ଟିକର ଆଣନ୍ତି ତେବେ ଗାଡି ମାଲିକଙ୍କ ଅଥରାଇଜ ଦେଖାଇବାକୁ ହେବ । ତେବେ ଗ୍ରୀନ ଷ୍ଟିକର ମାରିବା କୌଣସି ବାଧ୍ୟତାମୂଳକ ନୁହେଁ କେବଳ ଚେକିଂ ସମୟରେ ହିଁ ସହଜରେ ହୋଇପାରିବ ବୋଲି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?