ଗ୍ରୀନ ଷ୍ଟିକରକୁ ନେଇ ଦ୍ୱନ୍ଦ୍ୱ ରହିଛି କି? ଜାଣନ୍ତୁ କଣ କହିଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୩।୧: ଗ୍ରୀନ ଷ୍ଟିକର ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଗ୍ରୀନ ଷ୍ଟିକର ଗାଡ଼ିରେ ଲଗାଇବା ବାଧ୍ୟତାମୂଳକ ନୁହେଁ ବୋଲି କହିଲେ ପରିବହନ ମନ୍ତ୍ରୀ । ବିଭୂତି ଭୂଷଣ ଜେନାଙ୍କ କହିବା ଅନୁସାରେ, ଏହି ମାସରେ ସମସ୍ତ ଆରଟିଓକୁ ପର୍ଯ୍ୟାପ୍ତ ପରିମାଣର ଗ୍ରୀନ ଷ୍ଟିକର ଦିଆଯିବ । ଗ୍ରୀନ ଷ୍ଟିକର କେବଳ ଏକ ସୂଚକ, କୌଣସି ଦେୟ ଦେବାକୁ ପଡ଼ିବ ନାହିଁ । ଏଥିପାଇଁ କୌଣସି ଅତ୍ୟଧିକ ବୋଢ ନେବାର ଆବଶ୍ୟକତା ନାହିଁ ।

ତେବେ ପୂର୍ବରୁ ଏକ ଗୁଜବ ରହିଥିଲା ଯେ, ଗାଡ଼ିରେ ଗ୍ରୀନ ଷ୍ଟିକର ନଲଗାଇଲେ ତେଲ ମିଳିବ ନାହିଁ । କିନ୍ତୁ ଏହାକୁ ମନ୍ତ୍ରୀ ଖଣ୍ଡନ କରି ଗୁଜବ କହିଛନ୍ତି । ଯେଉଁମାନଙ୍କର ପଲ୍ୟୁସନ ସାର୍ଟିଫିକେଟ ରହିଛି ସେମାନେ ଏହି ଗ୍ରୀନ ଷ୍ଟିକର ଆରଟିଓରୁ ନେଇପାରିବେ । ତେବେ ଯେଉଁମାନେ ୧୦ ତାରିଖ ପରେ ପଲ୍ୟୁସନ ସାର୍ଟିଫିକେଟ କରିବେ ସେମାନଙ୍କୁ ପିୟୁସିସି ସେଣ୍ଟରରେ ଗ୍ରୀନ ଷ୍ଟିକର ମିଳିବ । ତେବେ ଗ୍ରୀନ ଷ୍ଟିକର ଦିଆଯିବା ପୂର୍ବରୁ ପଲ୍ୟୁସନ ସାର୍ଟିଫିକେଟ, ଆରସି ତଥା ଗାଡ଼ିର ସମସ୍ତ କାଗଜପତ୍ର ଯାଞ୍ଚ କରାଯିବ । ତେବେ ଆରଟିଓ ଅଫିସ ଯାଇ ଗ୍ରୀନ ଷ୍ଟିକର ଆଣିବା ସମୟରେ ଅରିଜିନାଲ ପିୟୁସିସି କପି, ଆରସି ଏବଂ ପରିଚୟ ପତ୍ର ଦେଖାଇବାକୁ ହେବ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୋଡ୍‌ରେ ଧର୍ମଶାଳା ପୋଲିସ: ୪ ବାଇକ୍‌ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…

ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍‌ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ…

ଓଡ଼ିଶା ସୀମାନ୍ତରେ ଆନ୍ଧ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରୀଙ୍କ ଅନୁପ୍ରବେଶ, ଓଡ଼ିଶା ପ୍ରଶାସନ ଉପରେ…

ପଟ୍ଟାଙ୍ଗି,୧୦ା୬(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ସରକାରୀ ଅଧିକାରୀ ଅନୁପ୍ରବେଶ କରି ସରକାରୀ…

ମୋଦିଙ୍କୁ ପ୍ରଶଂସାରେ ପୋତିଲା ପାକିସ୍ତାନର ବନ୍ଧୁ ଦେଶ: ଦିନେ କହୁଥିଲେ ‘ଇଣ୍ଡିଆ ଆଉଟ’ ଏବେ କହୁଛନ୍ତି…

ନୂଆଦିଲ୍ଲୀ,୧୦।୬: ନରେନ୍ଦ୍ର ମୋଦି ସ୍ବାଧୀନ ଭାରତର ଇତିହାସରେ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ସର୍ବାଧିକ ଦୀର୍ଘ ଦିନ ଧରି ରହିବାର ରେକର୍ଡ ସ୍ଥାପନ କରିଥିଲେ। ଏହି ଐତିହାସିକ ସଫଳତା…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

ଦିଦିଙ୍କୁ ଝଟ୍‌କା ପରେ ଝଟ୍‌କା: ପୁଣି ଏମ୍‌ପି ଦେଲେ ଇସ୍ତଫା

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି)କୁ ଆଉ ଏକ ଝଟକା ଲାଗିଛି। ଏମ୍‌ପି ସୁସ୍ମିତା ଦେବ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏହା ପରେ ସେ ଆସାମ ମୁଖ୍ୟମନ୍ତ୍ରୀ…

ଏଲନ ମସ୍କଙ୍କୁ ଜୋରଦାର ଝଟକା: ରୋକିଲା ଭାରତ

ଓ୍ବାଶିଂଟନ୍‌,୧୦।୬: ଏଲନ ମସ୍କଙ୍କୁ ଏକ ବଡ଼ ଝଟକା ଲାଗିଛି। ଭାରତ ସରକାର ଷ୍ଟାରଲିଙ୍କ ସେବା ଆରମ୍ଭ ପାଇଁ ଅନୁମୋଦନକୁ ବନ୍ଦ କରିଦେଇଛନ୍ତି। ଏହାର ଅର୍ଥ ହେଉଛି ଷ୍ଟାରଲିଙ୍କ…

ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଲା ‘ଧାମ’ ଶବ୍ଦ, ଏବେ ଏହି ନାମରେ…

କୋଲକାତା,୧୦ା୬: ଶେଷରେ ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଛି ‘ଧାମ’ ଶବ୍ଦ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁରୋଧକ୍ରମେ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ସେ…

ODI ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଖରାପ ଖବର: ବାଦ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୦।୬: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଜୁନ ୧୩ରୁ ଆରମ୍ଭ ହେବାକୁ ଯାଉଛି। ତଥାପି, ସିରିଜ ପୂର୍ବରୁ ଟିମ ଇଣ୍ଡିଆକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri