ଶରୀର ସହିତ ତ୍ୱଚା ପାଇଁ ମଧ୍ୟ ବରଦାନ ସଦୃଶ ଗ୍ରୀନ ଟି

 

ଗ୍ରୀନ ଟି ଅଧିକ ଲାଭଦୟକ । ଏହା ଶରୀର ସହିତ ତ୍ୱଚା ପାଇଁ ମଧ୍ୟ ବରଦାନ ସଦୃଶ ହୋଇଥାଏ। ତ୍ୱଚା ସମସ୍ୟ ଯାଥା କଳା ଦାଗ, ଚର୍ମକୁଞ୍ଚନରୁ ଏହା ମୁକ୍ତି ଦେଇଥାଏ। ଏଥିରେ ଥିବା ଆଣ୍ଟି ଅକ୍ସିଡେଣ୍ଟର ଗୁଣ ଆଖିତଳୁ କଳାଦାଗ ଦୂର କରିଥାଏ। ତେବେ ସହଜ ଉପୟରେ ଘରେ ମଧ୍ୟ ଆପଣ ଏହାର ଫେସପ୍ୟାକ ପ୍ରସ୍ତୁତ କରିପାରିବେ।
ଭିନ୍ନ ଭିନ୍ନ ତ୍ୱଚାପାଇଁ ଏହାର ପ୍ରସ୍ତୁତୀ ପ୍ରଣାଳୀ ଭିନ୍ନ ହୋଇଥିବାବେଳ ଆବଶ୍ୟକ ସାମଗ୍ରୀ ମଧ୍ୟ ଭିନ୍ନ ହୋଇଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ।

ନରମାଲ ସ୍କିନ ପାଇଁ
ଟିକେ ହଳଦୀ, ଏକ ଚାମଚ ଗ୍ରୀନ ଟି ଏକ ଚାମଚ ବେସନ ମିଶାଇ ପେଷ୍ଟ ପ୍ରସ୍ତୁତ କରନ୍ତୁ । ପରେ ମୁହଁକୁ ଭଲଭାବରେ ଧୋଇ ଏହାକୁ ମୁଁହରେ ଲଗାନ୍ତୁ। ୨୦ ମିନିଟ ଲଗାଇବା ପରେ ଗୋଲାପ ଜଳରେ ତୁଳା ବୁଡାଇ ସୁଖିଜାଇ୍‌ତବା ମୁହଁକୁ ଓଦା କରାନ୍ତୁ। ପରେ ଦୁଇ ହାତରେ ମସାଜ କଲାପରି ମୁହଁକୁ ଘସି ତାହାକୁ ଛଡାନ୍ତୁ । ଏହା ମୁହଁ ରୁ କଳାଦାଗ ଛଡାଇବା ସହିତ ବ୍ରଣ ମଧ୍ୟ ଦୂର କରିଥାଏ।

ମିକ୍ସି ସ୍କିନ୍‌ ପାଇଁ: ଅଧ ଚାମଚ ମହୁ, ଏକ ଚାମଚ ଗ୍ରୀନ ଟି, ଏକଚାମଚ କମଳା ଚୋପା ଗୁଣ୍ଡକୁ ଗୋଲାପ ଜଳରେ ମିଶାଇ ଲଗାନ୍ତୁ। ପରେ ସୁଖିଗଲାପରେ ହାତରେ ଘଷି ଛଡ଼ାନ୍ତୁ।

ଡ୍ରାଏ ସ୍କିନ : ଯଦି ଆପଣଙ୍କ ତ୍ୱଚା ଡ୍ରାଏ ହୋଇଥିବ ତୋ ଏହି ପ୍ୟାକ ନିଶ୍ଚେ ଉପଯୋଗ କରନ୍ତୁ। ଏହା ଆପଣଙ୍କ ତ୍ୱଚାକୁ ନରମ କରିବାପାଇଁ ସାହାଯ୍ୟ କରିବ। ୨ଚାମଚ ମହୁରେ ୧ ଚାମଚ ଗ୍ରୀନ ଟି ମିଶାଇ ପେଷ୍ଟ ପ୍ରସ୍ତୁତ କରି ସପ୍ତାହରେ ୨ ଥର ଏହାକୁ ଲଗାନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri