Posted inଜାତୀୟ

ପୁଲଓ୍ବାମାରେ ପୁଣି ଥରେ ପଡ଼ିଲା ରକ୍ତ ଛିଟା

ଶ୍ରୀନଗର,୬।୬ : ପୁଣି ଥରେ ପୁଲଓ୍ବାମାରେ ପଡ଼ିଛି ରକ୍ତ ଛିଟା। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗ୍ରେନେଡ୍‌ ବିସ୍ଫୋରଣ ଘଟିଛି। ଘଟଣାରେ ଅତିକମ୍‌ରେ ୮ ଜଣ ଆହତ ହୋଇଥିବା ପୋଲିସ କଣ୍ଟ୍ରୋଲ ରୁମ୍‌ରୁ ଅଧିକାରୀ ରବିବାର କହିଛନ୍ତି।

ଦକ୍ଷିଣ କଶ୍ମୀରର ଅଓ୍ବନ୍ତିପୁରାର ଟ୍ରାଲ ଅଞ୍ଚଳରେ ଥିବା ବସ୍‌ ଷ୍ଟାଣ୍ଡରେ ଘଟିଥିବା ବିସ୍ଫୋରଣ ଘଟିଛି। ଅରାତଙ୍କବାଦୀମାନେ ପୋଲିସ ଓ ସିଆରପିଏଫ୍‌ ଯବାନଙ୍କୁ ଟାର୍ଗେଟ କରି ଗ୍ରେନେଡ୍‌ ମାଡ଼ କରିଥିଲେ। ଟାର୍ଗେଟ ମିସ ହେବାରୁ ସର୍ବସାଧାରଣ ସ୍ଥାନରେ ଗ୍ରେନେଡ୍‌ ପଡ଼ିଥିଲା। ୭ ଜଣ ସାମାନ୍ୟ ଆହତ ହୋଇଥିବାବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆକ୍ରମଣକାରୀକୁ ଠାବ କରିବା ପାଇଁ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେଶନ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତାପିତାଙ୍କୁ କାନ୍ଧରେ ଧରି କାଉଡି ଯାତ୍ରାରେ ବାହାରିଲେ ବୋହୂ-ପୁଅ

ଭାଗଲପୁର,୧୯।୭: ଶ୍ରାବଣ ମାସ ଆରମ୍ଭ ହେବା ମାତ୍ରେ ରାସ୍ତାରେ କାଉଡିଆଙ୍କ ଭିଡ ଦେଖିବାକୁ ମିଳୁଛି। ଦୁଇ ବର୍ଷ ପରେ ଏଥର ମଧ୍ୟ ଝାଡଖଣ୍ଡର ଦେଓଘରରେ ବିଶ୍ୱ...

ମଧ୍ୟ ପ୍ରଦେଶକୁ ମିଳିଲା ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ

ଭୋପାଳ,୧।୪: ମଧ୍ୟ ପ୍ରଦେଶର ରାଜଧାନୀ ଭୋପାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇଛନ୍ତି। ଏହି ଟ୍ରେନର ଲୋକାର୍ପଣ ପ୍ରଧାନମନ୍ତ୍ରୀ...

‘କରୋନା ଭ୍ୟାକ୍ସିନ କରିବ ନପୁସଂକ’ ବିଧାୟକଙ୍କ ଟିପ୍ପଣିର ଉତ୍ତର ଦେଲା ଡିସିଜିଆଇ

ନୂଆଦିଲ୍ଲୀ,୩ ।୧: ଦେଶ ପ୍ରାୟ ୧ ବର୍ଷ ହେବ କରୋନା ମହାମାରୀ ସହ ଲଢି ଚାଲିଥିବା ବେଳେ ରବିବାର ସ୍ୱେଦେଶୀ ଭ୍ୟାକ୍ସିନକୁ ଜରୁରୀକାଳିନ ପରିସ୍ଥିତିରେ ବ୍ୟବହାର...

ବାଲିବସ୍ତାରେ ଆଇଇଡି: ପାଟ୍ରୋଲିଂ ଦଳ ଉପରେ ଆକ୍ରମଣ ଷଡ଼ଯନ୍ତ୍ର

ଶ୍ରୀନଗର, ୧୦।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଦ୍ୱାରା ରଚାଯାଇଥିବା ଏକ ବିସ୍ଫୋରଣ ଘଟଣାକୁ ଏଡ଼ାଇ ଦିଆଯାଇଛି। ଫଳରେ ପାଟ୍ରୋଲିଂ ଦଳ ଉପରେ ଆକ୍ରମଣ କରିବାକୁ ହୋଇଥିବା ଷଡ଼ଯନ୍ତ୍ର...

ନେପାଳରୁ ତାଇଓ୍ବାନ ପାର୍ଯ୍ୟନ୍ତ ଟ୍ରେନ ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କଲେ, କହିଲେ ‘ଭାରତରେ ଟ୍ରେନ ଦୁର୍ଘଟଣା ଦୁଃଖଦ’

ନୂଆଦିଲ୍ଲୀ,୩।୬: ଓଡ଼ିଶାର ବାଲେଶ୍ୱରରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ୩୦ରେ ଏକ ବଡ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି। ଏଥିରେ ଏବେ ପର୍ଯ୍ୟନ୍ତ ୨୮୮ ଜଣଙ୍କ...

୯ ଘଣ୍ଟାରେ ୫୬ ପ୍ରଶ୍ନ

ନୂଆଦିଲ୍ଲୀ, ୧୭ା୪(ପି.ଟି.): ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ସିବିଆଇ ରବିବାର ପ୍ରାୟ ୯ ଘଣ୍ଟା ଜେରା କରିଛି। ତାଙ୍କୁ ଉକ୍ତ ଦୁର୍ନୀତି...

ମୋଦିଙ୍କ ଟୁଇଟର ଆକାଉଣ୍ଟ ଚଲାଇବେ ‘ନାରୀ ଶକ୍ତି’ ପୁରସ୍କାର ବିଜୟିନୀ

ନୂଆଦିଲ୍ଲୀ,୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅନ୍ତରାଷ୍ଟ୍ରୀୟ ମହିଳା ଦିବସ ଅବସରରେ ତାଙ୍କ ବାସଭବନରେ ‘ନାରୀ ଶକ୍ତି’ ବିଜୟିନୀଙ୍କ ସହ କଥା ହେବାର କାର୍ଯ୍ୟକ୍ରମ ରହିଛି।...

ଅଙ୍ଗନୱାଡି ଶିଶୁଙ୍କୁ ସହଯୋଗର ହାତ ବଢାଇଲେ ଅକ୍ଷୟ

ଭୋପାଳ,୨୫ ।୫: ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ଅଙ୍ଗନୱାଡି କେନ୍ଦ୍ର ପାଇଁ ଆରମ୍ଭ କରାଯାଇଥିବା ଯୋଜନାରେ ସାମିଲ ହେଲେ ବଲିଉଡର ଖିଲାଡି ବୟ ଅକ୍ଷୟ କୁମାର ।...

Advertisement
Archives

Model This Week