ସ୍ପେନ୍‌ ମହାରାଣୀଙ୍କ ଗ୍ରେନେଡ୍‌ ଉପହାର

ମାଦ୍ରିଦ୍‌, ୧।୫: ରୁଷିଆ ଉପରେ ବିଜୟ କାମନା କରି ସ୍ପେନ୍‌ ମହାରାଣୀ ଲେଟିଜିଆ ଓରିଜ୍‌ ରୋକାସୋଲାନୋ ୟୁକ୍ରେନ୍‌କୁ ଗ୍ରେନେଡ ଉପହାର ପଠାଇଛନ୍ତି। ଏଥିରେ ସେ ସଂଖ୍ୟାତ୍ମକ ଭାବେ ରୁଷିଆର ବଡ଼ ସେନା ସହ ଲଢ଼ିବା ପାଇଁ ଏକ ପୋଷ୍ଟକାର୍ଡରେ ବିଜୟ କାମନା କରି ଏକ ବାର୍ତ୍ତା ଲେଖିଛନ୍ତି। ମହାରାଣୀଙ୍କ ହାତ ଲେଖା ଥିବା ଏହି ଚିଠି ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ଟଳିଲା ହର୍ମୁଜ ସଙ୍କଟ, ଏପଟେ ଭାରତ ଉପରକୁ ମାଡିଆସିଲା ନୂଆ ବିପର୍ଯ୍ୟୟ, ବିପଦରେ ପଡିବେ ୪୦ କୋଟି ଲୋକ!

ନୂଆଦିଲ୍ଲୀ,୮।୪: ହର୍ମୁଜ ପ୍ରଣାଳୀ ସଙ୍କଟ ଏବେ ଟଳିଯାଇଛି। ଇରାନ-ଆମେରିକା ଯୁଦ୍ଧବିରତି ଘୋଷଣା ବିଶ୍ୱର ତୈଳ ଏବଂ ଗ୍ୟାସ ଯୋଗାଣରେ ଆଶ୍ୱସ୍ତି ଆଣିବ ବୋଲି ଆଶା କରାଯାଉଛି। ଏହି…

ଇରାନ ଯୁଦ୍ଧରେ ଫସିଗଲେ ଟ୍ରମ୍ପ, ହରାଇବେ ପଦ! ଇସ୍ତଫା ଦାବି କଲେ…

ଓ୍ବାଶିଂଟନ୍‌,୮।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ ୨୮ ତାରିଖରେ ଯେତେବେଳେ ଇସ୍ରାଏଲ ସହ ମିଶି ଇରାନ ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରିଥିଲେ, ସେତବେଳେ ସେ ଭେନେଜୁଏଲାରେ…

ଯୁଦ୍ଧ ବନ୍ଦ କରିବା ପରେ ପାକିସ୍ତାନର ପ୍ରଧାନମନ୍ତ୍ରୀଙ୍କ ବିସ୍ଫୋରକ ବୟାନ: ମୁଁ ଘୋଷଣା କରୁଛି ଯେ, ଆଗାମୀ ଦିନରେ…

ଇସଲାମାବାଦ,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଶେଷରେ ଆମେରିକା ଏବଂ ଇରାନ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା…

ଇରାନ-ଆମେରିକା ଯୁଦ୍ଧବିରତିରେ ଏହି ଦେଶର ବଲ୍ଲେବଲ୍ଲେ, ଆଦାୟ କରିବ ହର୍ମୁଜ ଉପରେ ଶୁଳ୍କ

ଓ୍ବାଶିଂଟନ୍‌,୮।୪: ପଶ୍ଚିମ ଏସିଆରେ ପାଞ୍ଚ ସପ୍ତାହରୁ ଅଧିକ ସମୟ ଧରି ଲାଗି ରହିଥିବା ଯୁଦ୍ଧର ନିଆଁ ଶେଷରେ ଥଣ୍ଡା ପଡ଼ିଛି। ଆମେରିକା ଏବଂ ଇରାନ ଦୁଇ ସପ୍ତାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri