ସ୍ପେନ୍‌ ମହାରାଣୀଙ୍କ ଗ୍ରେନେଡ୍‌ ଉପହାର

ମାଦ୍ରିଦ୍‌, ୧।୫: ରୁଷିଆ ଉପରେ ବିଜୟ କାମନା କରି ସ୍ପେନ୍‌ ମହାରାଣୀ ଲେଟିଜିଆ ଓରିଜ୍‌ ରୋକାସୋଲାନୋ ୟୁକ୍ରେନ୍‌କୁ ଗ୍ରେନେଡ ଉପହାର ପଠାଇଛନ୍ତି। ଏଥିରେ ସେ ସଂଖ୍ୟାତ୍ମକ ଭାବେ ରୁଷିଆର ବଡ଼ ସେନା ସହ ଲଢ଼ିବା ପାଇଁ ଏକ ପୋଷ୍ଟକାର୍ଡରେ ବିଜୟ କାମନା କରି ଏକ ବାର୍ତ୍ତା ଲେଖିଛନ୍ତି। ମହାରାଣୀଙ୍କ ହାତ ଲେଖା ଥିବା ଏହି ଚିଠି ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ରେ ଯୁଦ୍ଧର ପଦଧ୍ୱନୀ, ଆମେରିକା ମୁତୟନ କଲା ସୈନ୍ୟ…

ଓ୍ବାଶିଂଟନ, ୩।୨ : ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ହେବାର ଭୟ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏହି ସପ୍ତାହରେ ପୋଲାଣ୍ଡ ଏବଂ ଜର୍ମାନୀକୁ...

ନିଷ୍ପତ୍ତି ନେଲା ଆମେରିକା

ଓ୍ବାଶିଂଟନ/ନ୍ୟୁୟର୍କ,୪ା୧୧: ଆମେରିକାରେ ବହୁ ପ୍ରତୀକ୍ଷିତ ଚତୁଃ ବାର୍ଷିକ ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ରିପବ୍ଲିକାନ୍‌ ପାର୍ଟିରୁ ପ୍ରେସିଡେନ୍ସିଆଲ ନୋମିନି ଭାବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌...

ମୋଦି ଇଜିପ୍ଟ ଗସ୍ତ ସମୟରେ ଅଲ-ହକିମ ମସଜିଦରେ ବିତାଇବେ ଅଧ ଘଣ୍ଟା

କାହିରା,୨୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବିଦେଶ ଗସ୍ତରେ ଅଛନ୍ତି। ଆମେରିକା ଗସ୍ତ ପରେ ଶନିବାର ପ୍ରଧାନମନ୍ତ୍ରୀ ଦୁଇ ଦିନିଆ ମିଶ୍ର ଗସ୍ତ କରିବେ। ଏହି...

ବାଇଡେନଙ୍କ ହୁଙ୍କାର: ୟୁକ୍ରେନ୍ ସହ ଅଛି ଆମେରିକା, ନାଟୋ ସୀମାରେ ପ୍ରବେଶ କରିବାକୁ ଚିନ୍ତା ନ କରୁ ରୁଷିଆ

ୱାଶିଂଟନ,୨୭ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣକୁ ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପୋଲାଣ୍ଡରେ କହିଛନ୍ତି ନାଟୋ ଏକଜୁଟ ଅଛି । ଏହାକୁ ଭାଙ୍ଗି...

ରୁଷିଆ ସହ ସମ୍ପର୍କ ଶେଷ କରିବ ନାହିଁ ଭାରତ, ଆଶା କରୁଛୁ ୟୁକ୍ରେନ ବିବାଦକୁ ଶେଷ କରିବାକୁ ହେବ ପ୍ରୟାସ: ଆମେରିକା

ୱାଶିଂଟନ,୨୫ ।୨: ଦକ୍ଷିଣ ଓ ମଧ୍ୟ ଏସିଆ ମାମଲାରେ ଆମେରିକାର ସହାୟକ ବୈଦେଶିକ ମନ୍ତ୍ରୀ ଡୋନାଲ୍ଡ ଲୁ ରୁଷିଆ-ୟୁକ୍ରେନ୍ ସଂଘର୍ଷକୁ ନେଇ ଭାରତ ଚିନ୍ତାଧାରାକୁ ନେଇ...

ଟ୍ରେନ୍‌ରେ ଯାତ୍ରା କରୁଥିଲେ ସାବଧାନ… : ୮ ଫୁଟ ଦୂରତାରେ ବସିଲେ ମଧ୍ୟ ହେବେ କରୋନା ସଂକ୍ରମିତ

ଟ୍ରେନ୍‌ରେ ଯାତ୍ରାକରିବା ସମୟରେ ଯଦି ଜଣେ ବ୍ୟକ୍ତି କରୋନା ସଂକ୍ରମିତଙ୍କ ଠାରୁ ୮ ଫୁଟ ଦୂରରେ ବସନ୍ତି ତେବେ ମଧ୍ୟ ସେ ସଂକ୍ରମିତ ହେବାର ଆଶଙ୍କା...

କୃଷକ ଆନ୍ଦୋଳନ ଉପରେ ପ୍ରିୟଙ୍କା ଚୋପ୍ରା ଚୁପ କ’ଣ ପାଇଁ : ମିଆ ଖଲିଫା

ନୂଆଦିଲ୍ଲୀ, ୮ା୨- ଭାରତରେ ପ୍ରାୟ ଅଢ଼େଇ ମାସ ହେଲା ଚାଲିଥିବା କୃଷକ ଆନ୍ଦୋଳନ ଉପରେ ବଲିଉଡ୍‌ ତଥା ହଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନାସ କାହିଁକି...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୧୭ ମୃତ-୨୨ ଆହତ…

ବେଜିଂ,୮।୧ : ଚାଇନାର ଜିଆଙ୍ଗସି ପ୍ରଦେଶରେ ରବିବାର ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଅଧିକାରୀ କହିଛନ୍ତି ଯେ ନାନଚାଙ୍ଗ କାଉଣ୍ଟିରେ ଏକ ସଡ଼କ ଦୁର୍ଘଟଣାରେ...

Advertisement
Archives

Model This Week