Posted inଜାତୀୟ

କୁଲଗାମରେ ଆତଙ୍କବାଦୀଙ୍କ ଗ୍ରେନେଡ ଆକ୍ରମଣ, ଜଣେ ପୋଲିସ ଶହୀଦ

ଶ୍ରୀନଗର,୧୪ ।୮: ଜମ୍ମୁ-କଶ୍ମୀରରେ ଏବେ ଆତଙ୍କବାଦୀମାନେ ବିଳମ୍ବିତ ରାତିରେ ଆକ୍ରମଣ କରୁଛନ୍ତି । ଶନିବାର ରାତିରେ ଆତଙ୍କବାଦୀମାନେ କୁଲଗାମର କୈମୋହରେ ଗ୍ରେନେଡ ଆକ୍ରମଣ କରିଛନ୍ତି । ଏଥିରେ ଜଣେ ପୋଲିସ କର୍ମୀ ଶହୀଦ ହୋଇଥିବା ଜଣାପଡିଛି । ଏହି ଘଟଣାପରେ ସେଠାରେ ସୁରକ୍ଷାକର୍ମୀ ପହଞ୍ଚିବା ବେଳକୁ ଆତଙ୍କବାଦୀମାନେ ଫେରାର ହୋଇଯାଇଥିଲେ ।
ଜମ୍ମୁ-କଶ୍ମୀର ପୋଲିସର ସୂଚନା ଅନୁଯାୟୀ, କୁଲଗାମରେ ଶନିବାର ରାତିରେ ଗ୍ରେନେଡ ଆକ୍ରମଣ ଘଟଣା ସମ୍ପର୍କରେ ସୂଚନା ମିଳିଥିଲା । ଏହି ଘଟଣାରେ ପୁଞ୍ଚର ମେନ୍ଦର ନିବାସୀ ତାହିର ଖାଁ ନାମକ ଜଣେ ପୋଲିସକର୍ମୀ ଆହତ ହୋଇଥିଲେ । ତାଙ୍କୁ ଚିକିତ୍ସା ଲାଗି ଅନନ୍ତନାଗର ଜିଏମସି ହସ୍ପିଟାଲ ନିଆଯାଇଥିଲା । ହେଲେ ସେଠାରେ ସେ ଶହୀଦ ହୋଇଯାଇଥିଲେ ।
ଏହା ପୂର୍ବରୁ ଶନିବାର ଜମ୍ମୁ-କଶ୍ମୀର ଶ୍ରୀନଗରର ଇଦଗାହ ଅଞ୍ଚଳରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗ୍ରେନେଡ ମାଡ କରିଥିଲେ । ଏଥିରେ ସିଆରପିଏଫର ଜଣେ ଯବାନ ଆହତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

ରାଜନୀତିରେ ହଲଚଲ: ମମତା ବାନାର୍ଜୀଙ୍କୁ ଖୋଲା ଅଫର ଦେଲା କଂଗ୍ରେସ, କହିଲା-ବାକି ଥିବା ବିଧାୟକ, ସାଂସଦଙ୍କୁ…

ନୂଆଦିଲ୍ଲୀ, ୨।୧୦: ପଶ୍ଚିମବଙ୍ଗ ରାଜନୀତିରେ ନୂଆ ଚର୍ଚ୍ଚା। ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କୁ କଂଗ୍ରେସକୁ ଫେରିବାକୁ ଖୋଲା ନିମନ୍ତ୍ରଣ ଦେଇଛନ୍ତି କଂଗ୍ରେସ ନେତା ଅଧୀର…

ବ୍ରିଟିଶ ରାଜ ପରିବାରର ଅତିଥି ହେବେ ସୌରଭ ଗାଙ୍ଗୁଲି; ଆରମ୍ଭ ହେଲାଣି ସଜବାଜ

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ବ୍ରିଟିଶ ରାଜ ପରିବାର ପକ୍ଷରୁ ଏକ ଚାରିଟି ମ୍ୟାଚ (ପରୋପକାରୀ ଉଦ୍ଦେଶ୍ୟରେ ଆୟୋଜିତ ମ୍ୟାଚ) ପାଇଁ…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?