ଟ୍ରମ୍ପ୍‌ଙ୍କୁ ତାଙ୍କ ଭାଷାରେ କଟାକ୍ଷ କଲେ ଗ୍ରେଟା

ଓ୍ବାଶିଂଟନ, ୭।୧୧(ଆଇଏଏନ୍‌ଏସ୍‌): ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ନେଇ ଉତ୍ତେଜନା ଲାଗି ରହିଥିବାବେଳେ ସ୍ବିଡେନ୍‌ର ପରିବେଶ କର୍ମୀ ଗ୍ରେଟା ଥନ୍‌ବର୍ଗ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ତାଙ୍କ ନିଜ ଭାଷାରେ କଟାକ୍ଷ କରିଛନ୍ତି। ଭୋଟ ଗଣତି ବନ୍ଦ କରିବା ଲାଗି ଟ୍ରମ୍ପ୍‌ ଟୁଇଟ୍‌ କରିଥିବାବେଳେ ୧୭ ବର୍ଷୀୟା ଗ୍ରେଟା ମାଇକ୍ରୋ-ବ୍ଲଗିଙ୍ଗ୍‌ ପ୍ଲାଟ୍‌ଫର୍ମରେ ଏହାର ଜବାବ ଦେଇ ‘ଅତି ହାସ୍ୟାସ୍ପଦ’ ବୋଲି ଉଲ୍ଲେଖ କରିଛନ୍ତି। ଟ୍ରମ୍ପ୍‌ ତାଙ୍କ କ୍ରୋଧ ପରିଚାଳନା ସମସ୍ୟାର ସମାଧାନ କରନ୍ତୁ ଏବଂ ନିଜକୁ ଶାନ୍ତ କରିବା ଲାଗି ଜଣେ ବନ୍ଧୁଙ୍କ ସହ ଯାଇ ଗୋଟିଏ ଭଲ ପୁରୁଣା ଫ୍ୟାଶନ୍‌ର ଚଳଚ୍ଚିତ୍ର ‘ଚିଲ୍‌ ଟ୍ରମ୍ପ୍‌, ଚିଲ୍‌’ ଦେଖନ୍ତୁ। ଗ୍ରେଟାଙ୍କର ଏହି ଟୁଇଟ୍‌କୁ କିଛି ଘଣ୍ଟା ମଧ୍ୟରେ ୧୦ ଲକ୍ଷରୁ ଅଧିକ ଲାଇକ୍‌ କରିଥିବାବେଳେ ୩ ଲକ୍ଷ ରିଟୁଇଟ୍‌ କରିଛନ୍ତି। ସୂଚନାଯୋଗ୍ୟ ଗ୍ରେଟାଙ୍କୁ ଟାଇମ୍‌ ପତ୍ରିକା ‘ପର୍ସନ ଅଫ୍‌ ଦି ଇୟର’ ଘୋଷଣା କରିବା ପାଇଁ ନିଷ୍ପତ୍ତି ନେଇଥିବାବେଳେ ଏହାକୁ ସମାଲୋଚନା କରି ଟ୍ରମ୍ପ୍‌ ୨୦୧୯ ଡିସେମ୍ବର ୧୨ରେ ଅନୁରୂପ ମନ୍ତବ୍ୟ ଟୁଇଟ୍‌ କରିଥିଲେ। ସେ ଲେଖିଥିଲେ, ଏହା ଅତ୍ୟନ୍ତ, ହାସ୍ୟାସ୍ପଦ, ଗ୍ରେଟା ତାଙ୍କ କୋଧ ପରିଚାଳନା ସମସ୍ୟା ଦିଗରେ କାର୍ଯ୍ୟ କରନ୍ତୁ ଓ ପରେ ଜଣେ ବନ୍ଧୁଙ୍କ ସହ ଯାଇ ‘ଚିଲ୍‌ ଗ୍ରେଟା, ଚିଲ୍‌’ ପୁରୁଣା ଫ୍ୟାଶନ ଚଳଚ୍ଚିତ୍ର ଦେଖନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri