ଇସ୍ରାଏଲ୍‌ରେ ଗ୍ରେଟା ଥନ୍‌ବର୍ଗ ଗିରଫ

ଜେରୁଜେଲମ୍‌,୬ା୧୦: ସୁଇଡେନ୍‌ର ଜଳବାୟୁ କର୍ମୀ ଗ୍ରେଟା ଥନ୍‌ବର୍ଗଙ୍କୁ ଇସ୍ରାଏଲ୍‌ରେ ଗିରଫ କରାଯିବା ସହ ତାଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ଗ୍ରେଟା ଓ ତାଙ୍କ ସହଯୋଗୀମାନେ ଏକ ବୋଟ୍‌ରେ ସହାୟତା ସାମଗ୍ରୀ ନେଇ ଗାଜା ଯାଇଥିଲେ। ସେମାନେ ସେଠାରୁ ତୁର୍କୀ ଅଭିମୁଖେ ବାହାରୁଥିବାବେଳେ ଇସ୍ରାଏଲ ସୈନ୍ୟ ଗ୍ରେଟା ଓ ଅନ୍ୟମାନଙ୍କୁ ଅଟକ ରଖିଥିଲେ। ଇସ୍ରାଏଲୀ ସୈନ୍ୟ ବୋଟ୍‌ଗୁଡ଼ିକୁ ଯାଞ୍ଚ କରିବା ସହ ୪୩୭ ଜଣ ଆକ୍ଟିଭିଷ୍ଟ, ସାଂସଦ ଓ ଆଇନଜୀବୀଙ୍କୁ ଗିରଫ କରିଛନ୍ତି। ସେମାନେ ଗ୍ରେଟାଙ୍କୁ ସଂକ୍ରମିତ ସେଲ୍‌ରେ ରଖିବା ସହ ଚୁଟିଧରି ଘୋଷାଡ଼ିଥିଲେ ଓ ଇସ୍ରାଏଲୀ ପତାକା ପିନ୍ଧିବାକୁ ବାଧ୍ୟ କରିଥିଲେ। ସେମାନଙ୍କ ଖାଦ୍ୟ ଏବଂ ଔଷଧକୁ ସୈନ୍ୟମାନେ ଜବତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri