ପିଏମ୍‌ ଓ ସିଏମ କିଷାନକୁ କୃଷି ସଚିବଙ୍କ ବଡ଼ ବୟାନ : ଶୀଘ୍ରଶୀଘ୍ର କରନ୍ତୁ…

ଭୁବନେଶ୍ୱର, ୫।୧୦: ପିଏମ୍‌ ଓ ସିଏମ କିଷାନକୁ ନେଇ ଖୁସି ଖବର। ବଡ ବୟାନ ଦେଲେ କୃଷି ସଚିବ ଅରବିନ୍ଦ ପାଢୀ।
ସଚିବ ପାଢ଼ୀ କହିଛନ୍ତି,ଯୋଜନାରୁ ବାଦ ପଡିଥିଲେ ପୁଣି ସାମିଲ ହୋଇପାରିବେ ଚାଷୀ । ଯୋଜନାରୁ ବାଦ ପଡିଥିବା ହିତାଧିକାରୀଙ୍କୁ ପିଏମ୍‌ କିଷାନ ଯୋଜନାରେ ସାମିଲ କରାଯିବ । ଜନସେବା କେନ୍ଦ୍ରକୁ ଯାଇ ଏ ନେଇ ପୁଣିଥିରେ ଆବେଦନ କରିପାରିବେ । ନଭେମ୍ବର ୮ ଯାଏ ରହିଛି ଆବେଦନ ତାରିଖ । ଏନେଇ ସଚିବ ପାଢୀ ସୂଚନା ଦେଇଛନ୍ତି।
ଅନ୍ୟପକ୍ଷେ ଆଜି ଚାଷୀଙ୍କୁ ପିଏମ କିଷାନ ଟଙ୍କା ମିଳିବ । ଆକାଉଣ୍ଟକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଯୋଜନାର ୧୮ ତମ କିସ୍ତି ଦେବେ ପ୍ରଧାନମନ୍ତ୍ରୀ । ୯ କୋଟି ୫୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ୨୦ ହଜାର କୋଟିରୁ ଅଧିକ ଟଙ୍କା ପ୍ରତ୍ୟେକ୍ଷ ଭାବେ ଟ୍ରାନ୍ସଫର କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?