କୋଭିଡ ନିୟମ ଉଲ୍ଲଂଘନ, ଦାରିଙ୍ଗବାଡ଼ିର ଚାରିଛକରେ ତେଜରାତି ଦୋକାନ ସିଲ୍‌

ଦାରିଙ୍ଗବାଡ଼ି,୧୬।୭(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଚାରିଛକଠାରେ କୋଭିଡ ନିୟମ ଉଲ୍ଲଂଘନ ହୋଇଛି। ଏନେଇ ଗୁରୁବାର ଏକ ତେଜରାତି ଦୋକାନକୁ ସ୍ଥାନୀୟ ମାଜିଷ୍ଟ୍ରେଟ ତଥା ତହସିଲଦାର ନିତିସ କୁମାର ତ୍ରିପାଠୀ ଅନିର୍ଦ୍ଦିଷ୍ଟକାଳ ପାଇଁ ସିଲ୍‌ କରିଦେଇଛନ୍ତି । ପରବର୍ତ୍ତୀ ସମୟରେ କନ୍ଧମାଳ ଜିଲାପାଳଙ୍କ ନିର୍ଦ୍ଦେଶ ପ୍ରକାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ତହସିଲଦାର ତ୍ରିପାଠୀ କହିଛନ୍ତି।
ସୂଚନାଯୋଗ୍ୟ, ଚାରିଛକର ବ୍ଲକ ରୋଡରେ ଉକ୍ତ ଦୋକାନରେ ସବୁବେଳେ ଭିଡ଼ ରହୁଥିବା ଅଭିଯୋଗ ହୋଇଆସୁଥିଲା । ସାମାଜିକ ଦୁରତ୍ୱକୁ ମାନୁ ନଥିବା ବେଳେ ଦୋକାନ ମଧ୍ୟାହ୍ନ ୧ ଟା ପରେ ଖୋଲା ରଖୁଥିଲେ। ଏ ନେଇ ଦେକାନ ସିଲ୍‌ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?