୧୭ରୁ ମିଳିବନି ଜୋମାଟୋରେ ଗ୍ରୋସରି ସାମଗ୍ରୀ

ଅନ୍‌ଲାଇନ ଫୁଡ୍‌ ଡେଲିଭରି ପ୍ଲାଟଫର୍ମ ଜୋମାଟୋ ତା’ର ଗ୍ରୋସରି ଡେଲିଭରି ସେବାକୁ ୧୭ ସେପ୍ଟେମ୍ବରରୁ ବନ୍ଦ କରିବ ବୋଲି ସୂଚନା ମିଳିଛି। ଫଳରେ ଦିଲ୍ଲୀ ଏନ୍‌ସିଆରବାସୀ ଆଉ ଏହି ସେବା ମିଳିବ ନାହିଁ। ନିକଟରେ ଆରମ୍ଭ ହୋଇଥିବା ଗ୍ରୋସରି ସେବା ଗ୍ରାହକମାନେ ଆଉ ଜୋମାଟୋରୁ ପାଇପାରିବେ ନାହିଁ। ଉପଭୋକ୍ତା ନିକଟରେ ଅର୍ଡର ପହଞ୍ଚାଇବାରେ ବିଳମ୍ବ ସହ ଗ୍ରାହକଙ୍କ ଖରାପ ରେଟିଂ ଏବଂ ପ୍ରତିଦ୍ବନ୍ଦ୍ୱିତା ବୃଦ୍ଧି ଯୋଗୁ କମ୍ପାନୀ ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଉଛି। ସେବା ଆରମ୍ଭରୁ କମ୍ପାନୀ ଗ୍ରାହକଙ୍କୁ ୧୫ ମିନିଟରେ ଏକ୍ସପ୍ରେସ ଡେଲିଭରି ପାଇଁ ପ୍ରତିଶ୍ରୁତି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌.ଭି.ରଙ୍ଗନାଥ ଅନ୍ତରୀଣ ଅଧ୍ୟକ୍ଷ

କ୍ୟାଫେ କଫି ଡେ ପ୍ରତିଷ୍ଠାତା ଭି.ଜି.ସିଦ୍ଧାର୍ଥଙ୍କ ମୃତ୍ୟୁ ହୋଇଯାଇଥିବା ପୋଲିସ ଘୋଷଣା କରିବା ପରେ କମ୍ପାନୀ ବୋର୍ଡ ବୁଧବାର ଜରୁରିକାଳୀନ ବୈଠକ ଡାକି ଏସ.ଭି.ରଙ୍ଗନାଥଙ୍କୁ ଅନ୍ତରୀଣ...

ବନ୍ୟା, ଭୂମିକମ୍ପ ପାଇଁ ଅଲଗା ହେବ ଗାଡ଼ି ବୀମା ପଲିସି

ନୂଆଦିଲ୍ଲୀ,୨୪।୬: ସାଧାରଣ ବୀମା କମ୍ପାନୀ ଭୂମିକମ୍ପ, ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ, ଭଙ୍ଗାରୁଜା ଏବଂ ଦଙ୍ଗା ଭଳି ଘଟଣା ଲାଗି ଏଣିକି ଗାଡ଼ି ଲାଗି ସ୍ବତନ୍ତ୍ର ବାର୍ଷିକ...

୮.୫ ଟ୍ରିଲିୟନ ଡଲାର କ୍ଷତି ସହିବ ବିଶ୍ୱ

ନୂଆଦିଲ୍ଲୀ,୭।୬: କରୋନା ମହାମାରୀ ଲାଗି ସାରା ବିଶ୍ୱର ଅର୍ଥ ବ୍ୟବସ୍ଥା ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଛି। ଆଗାମୀ ୨ ବର୍ଷରେ ବିଶ୍ୱ ଅର୍ଥ ବ୍ୟବସ୍ଥା ପ୍ରାୟ...

ସେନସେକ୍ସ, ନିଫ୍ଟିରେ ନୂଆ ରେକର୍ଡ

ମୁମ୍ବାଇ,୧୭-୪: ଭାରତୀୟ ଶେୟାର ବଜାରରେ ମଙ୍ଗଳବାର ନିବେଶକଙ୍କ ଆଗ୍ରହ ବୃଦ୍ଧି ଯୋଗୁ ଉଭୟ ସେନସେକ୍ସ ଓ ନିଫ୍ଟିରେ ନୂଆ ରେକର୍ଡ ହୋଇପାରିଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜର...

ଟିକସ ଅଧିକାରୀଙ୍କ ମାନସିକତା ବଦଳିବା ଦରକାର:ସୀତାରାମନ୍‌

ଅହମ୍ମଦାବାଦ,୧୮-୮: ଉଦ୍ୟୋଗ ଜଗତ ପକ୍ଷରୁ ‘ଟିକସ ଆତଙ୍କବାଦ’ ଅଭିଯୋଗ ଅଣାଯାଉଛି। ଏହି କାରଣରୁ ଦେଶର ଟିକସ ଆଦାୟ ବ୍ୟବସ୍ଥାକୁ ଟେକ୍ନୋଲୋଜି ଆଧାରିତ କରିବା ଜରୁରୀ ହୋଇପଡିଛି...

ପାର୍ଲାମେଣ୍ଟରେ ହେଲା ନୂଆ ରେକର୍ଡ; ମଧ୍ୟରାତ୍ରି ଯାଏ ଚାଲିଲା ରେଳ ବଜେଟ ଆଲୋଚନା

ନୂଆଦିଲ୍ଲୀ,୧୩।୭: ବଜେଟରେ ରେଲଓ୍ବେକୁ ମିଳିବାକୁ ଥିବା ଅନୁଦାନ ଉପରେ ଗୁରୁବାର ଲୋକ ସଭାରେ ଦୀର୍ଘ ୧୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଆଲୋଚନା ହୋଇଥିଲା। ଏହା...

ଆଧାର ଜରିଆରେ ରିଟର୍ନ ଦାଖଲ;ଆୟକର ବିଭାଗ ଜାରି କରିବ ପାନ୍‌

ନୂଆଦିଲ୍ଲୀ,୮-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ବଜେଟ ଉପସ୍ଥାପନ କରି ପାନ୍‌ ନ ଥିଲେ ମଧ୍ୟ ଟିକସଦାତା ଆଧାର କାର୍ଡ ଜରିଆରେ ଆୟକର ରିଟର୍ନ...

ଜାନୁୟାରୀରୁ ବଢ଼ିପାରେ କାର୍‌ ମୂଲ୍ୟ

ନୂଆଦିଲ୍ଲୀ: ବିକ୍ରି ଏବଂ ରାଜସ୍ବରେ ସାମାନ୍ୟ ସ୍ଥିତି ହାସଲ କରିବା ଲାଗି ଭାରତୀୟ କମ୍ପାନୀଗୁଡିକୁ ଏକ ଲମ୍ବା ଯାତ୍ରା କରିବାକୁ ହେବ। ବର୍ତ୍ତମାନ ଅଟୋମୋବାଇଲ ବଜାର...

Advertisement


Archives

Model This Week