Posted inଫୁରସତ

ନିଜ ବିବାହରେ କ୍ୟାମେରାମ୍ୟାନ୍‌ ପାଲଟିଲେ ବର; କନ୍ୟାଙ୍କ ଏଭଳି ଫଟୋଶୁଟ୍‌ କଲେ ଯେ ଭିଡିଓ ହେଉଛି…

ନୂଆଦିଲ୍ଲୀ: ଆପଣ କେବେ ଦେଖିଛନ୍ତି କି ଶୁଣିଛନ୍ତି ଯେ ବର ନିଜ ବିବାହରେ ନିଜେ ଫଟୋଶୁଟ୍‌ କରୁଛନ୍ତି। ଉତ୍ତର ବୋଧହୁଏ ନା ହେବ। ହେଲେ ଇନ୍‌ଷ୍ଟାଗ୍ରାମରେ ଏଭଳି ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ବର ନିଜେ କନ୍ୟାଙ୍କ ଫଟୋ ଉଠାଉଛନ୍ତି। ଏଥିରୁ ବରଙ୍କୁ ଫଟୋଗ୍ରାଫି ପସନ୍ଦ ବୋଲି ସ୍ପଷ୍ଟ ହେଉଛି।

ତେବେ ଭିଡିଓରେ ବର ନିଜ ବିବାହ ଦିନ ଡିଏସ୍‌ଏଲ୍‌ଆ୍‌ କ୍ୟାମେରାରେ କନ୍ୟାଙ୍କ ଫଟୋ ଉଠାଉଛନ୍ତି। କନ୍ୟା ସଜ ହୋଇ ଏକ ଚେୟାରରେ ବସି ଭଳିକି ଭଳି ପୋଜ ଦେଉଛନ୍ତି। ବର ମଧ୍ୟ ଫଟୋ ଉଠାଇବା ପରେ ତାଙ୍କୁ ଫଟୋ ଦେଖାଉଛନ୍ତି। କନ୍ୟାଙ୍କ ପରାମର୍ଶ ଅନୁଯାୟୀ ସେ ଚେୟାର ପଛରୁ ଫଟୋ ଉଠାଉଛନ୍ତି। ଏହି ସମୟରେ କେହି ଜଣେ ବରଙ୍କ ଏକ ଭିଡିଓ କରି ସୋସିଆଲ ମିଡିଆରେ ଭାଇରାଲ କରିଥିଲେ।

ଭାଇରାଲ ଭିଡିଓଟି couple_official_page ନାମକ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରାଯାଇଛି। ଏହାକୁ ଇତି ମଧ୍ୟରେ ହଜାର ହଜାର ସଂଖ୍ୟାରେ ଲୋକ ଦେଖି ସାରିଛନ୍ତି। ଏଥିସହ ଅଧିକ ଲୋକ ଏଥିରେ କମେଣ୍ଟ ମଧ୍ୟ କରୁଛନ୍ତି। କରୋନା କାଳରେ କ୍ୟାମେରାମ୍ୟାନ୍‌ ମିଳିଲେ ନାହିଁ ବୋଲି ନିଜ ବାହାଘରରେ ନିଜେ ଫଟୋ ଉଠାଉଥିବା ଜଣେ କହିଛନ୍ତି। ଏପରି କରି ସେ ଟଙ୍କା ସଞ୍ଚୟ କରିଥିବା ଅନ୍ୟଜଣେ ପ୍ରତିକ୍ରିୟା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri