Posted inଜାତୀୟ

ବିବାହ ପୂର୍ବରୁ କନ୍ୟାକୁ ହତ୍ୟାକଲେ ବର

ଅହମଦାବାଦ,୧୫ା୧୧: ଗୁଜରାଟର ଭାବନଗରରେ ଶନିବାର ଏକ ବିବାହ ଅନୁଷ୍ଠିତ ହେବାକୁ ଥିବାବେଳେ ଏହାର କିଛି ସମୟ ପୂର୍ବରୁ ବର ସାଜନ ବରାଇୟା ୨୨ ବର୍ଷୀୟ କନ୍ୟା ସୋନି ରାଠୋଡଙ୍କୁ ଲୁହା ପାଇପ୍‌ରେ ପିଟି ହତ୍ୟା କରିଛନ୍ତି।

ଖାଦ୍ୟ ଓ ଟଙ୍କାକୁ ନେଇ ବଚସା ପରେ ସାଜନ ସୋନିଙ୍କୁ ମରଣାନ୍ତକ ଆକ୍ରମଣ କରି ଫେରାର ହୋଇଛନ୍ତି। ଉଭୟ ପୂର୍ବରୁ ଅନେକ ମାସ ଧରି ଲିଭ୍‌-ଇନ୍‌ ରିଲେଶନ୍‌ଶିପ୍‌ରେ ରହିଥିଲେ। ପ୍ରଭୁଦାସ ଲେକ୍‌ ଅଞ୍ଚଳର ଟେକ୍ରି ଚୌକ ନିକଟରେ ଏହି ହତ୍ୟାକାଣ୍ଡ ଘଟିଛି। ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

Budget 2026: ଲଗାତାର ୯ମ ଥର ବଜେଟ୍ ଆଗତ କରି ରେକର୍ଡ କଲେ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରି ଏକ ନୂତନ ଇତିହାସ ରଚିଛନ୍ତି। ସେ ଭାରତର ପ୍ରଥମ ଅର୍ଥମନ୍ତ୍ରୀ…

Budget 2026: ଭାରତ ହେବ ଚିପ୍ ମାନୁଫାକ୍ଚରିଂ ହବ୍; ୪୦,୦୦୦ କୋଟିର ବ୍ୟୟବରାଦ

ନୂଆଦିଲ୍ଲୀ,୧।୨: ଭାରତ ହେବ ଚିପ୍ ମାନୁଫାକ୍ଚରିଂ ହବ୍। ସେମିକଣ୍ଡକ୍ଟର କ୍ଷେତ୍ରରେ ପାଲଟିବା ବିଶ୍ୱସ୍ତରୀୟ ଶକ୍ତି। ଭାରତର ବୈଷୟିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ବଜେଟରେ ଇଣ୍ଡିଆ ସେମିକଣ୍ଡକ୍ଟର…

Budget 2026: ସାଧାରଣ ଜନତାଙ୍କୁ କ’ଣ ମିଳିଲା? ଚାଷୀ, ଯୁବପିଢ଼ି ଓ ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ୨୦୨୬ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଏଥିରେ ନିଆଯାଇଛି।…

ଏକାଗ୍ର ମନ, ତୀକ୍ଷ୍ଣ ଦୃଷ୍ଟି: ବଜେଟ ଭାଷଣ ସମୟରେ ଏମିତି ଟେବୁଲ ବାଡେଇଲେ ମୋଦି, ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ସଂସଦୀୟ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି ସର୍ବଦା ପ୍ରଭାବଶାଳୀ, କିନ୍ତୁ ବଜେଟ ଦିବସରେ ତାଙ୍କର ଗମ୍ଭୀରତା ଏକ ଭିନ୍ନ ସ୍ତରକୁ ପହଞ୍ଚେ। ଅର୍ଥମନ୍ତ୍ରୀ ନିର୍ମଳା…

ବଜେଟ୍‌କୁ ନେଇ ଏହି ବଡ଼ କଥା କହିଦେଲେ ପ୍ରିୟଙ୍କା ଗାନ୍ଧୀ, ମୋର କୌଣସି…

ନୂଆଦିଲ୍ଲୀ,୧ା୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଆଜି ଅର୍ଥାତ୍‌ ଫେବୃଆରୀ ୧ରେ ପାର୍ଲାମେଣ୍ଟରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏହା ତାଙ୍କର ଲଗାତର…

Budget 2026: ଶସ୍ତା ହେଲା ଜୋତା ମହଙ୍ଗା ହେଲା ମଦ, ଜାଣନ୍ତୁ ଏଥର ବଜେଟରେ କ’ଣ ହେଲା ଶସ୍ତା

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ କ୍ରମାଗତ ନବମ ବଜେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ସାଧାରଣ ଜନତାଙ୍କ ପାଇଁ ସବୁଠାରୁ ବଡ଼ ଏବଂ…

ବଜେଟ୍ ଝଟ୍‌କା: ଶେୟାର ବଜାରରେ ଭୟର ବାତାବରଣ, ସେନସେକ୍ସ ୧୫୦୦ ପଏଣ୍ଟ ଖସିଲା

ନୂଆଦିଲ୍ଲୀ,୧।୨: ଭାରତୀୟ ଶେୟାର ବଜାରକୁ ଲାଗିଛି ବଜେଟ୍ ଝଟ୍‌କା। ପ୍ରାରମ୍ଭିକ କାରବାରରେ ବଜାର ଲାଭରେ ଥିଲେ ହେଁ, ଅର୍ଥମନ୍ତ୍ରୀଙ୍କ ଭାଷଣ ପରେ ବଜାର ତଳମୁହଁ ହୋଇଥିଲା। ନିବେଶକମାନେ…

ଏଣିକି ଟ୍ୟାକ୍ସ ଫାଙ୍କିଲେ କି ନ ଦେଲେ ହେବନି ଜେଲ୍‌…ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୨: ଯଦି ଆପଣ ମଧ୍ୟ କଠୋର ଆୟକର ନିୟମ ଏବଂ ଯାଞ୍ଚ ପ୍ରକ୍ରିୟାକୁ ଭୟ କରୁଥିଲେ, ତେବେ 2026-27 ଆର୍ଥିକ ବର୍ଷର ବଜେଟ ଏକ ବଡ଼ ଆଶ୍ୱସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri