Posted inଫୁରସତ

ବରଙ୍କ ନାମ ସମାଜବାଦ, କନ୍ୟାଙ୍କ ନାମ ମମତା ବାନାର୍ଜୀ; ଜାଣନ୍ତୁ କେବେ ପଡ଼ିବ ହାତଗଣ୍ଠି

ତାମିଲନାଡୁର ସେଲମ ଜିଲାରୁ ଏମିତି ଏକ ବିବାହ ଖବର ସାମ୍ନାକୁ ଆସିଛି ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ଚର୍ଚ୍ଚାର ମୁଖ୍ୟ କାରଣ ହେଲା ବର ଏବଂ କନ୍ୟାଙ୍କ ନାମକୁ ନେଇ। ଏହି ବିବାହରେ ବରଙ୍କ ନାମ ‘ସମାଜବାଦ’ ଏବଂ କନ୍ୟାଙ୍କ ନାମ ‘ମମତା ବାନାର୍ଜୀ’।

ଏହି ବିବାହ ସମ୍ପର୍କରେ ଲୋକଙ୍କୁ ଜଣାପଡ଼ିଲା ଯେତେବେଳେ ନିମନ୍ତ୍ରଣ କାର୍ଡ ସୋସିଆଲ ମିଡିଆରେ ଭାଇରାଲ ହେଲା। ନିମନ୍ତ୍ରଣ କାର୍ଡ ଭାଇରାଲ ପରେ ସମସ୍ତଙ୍କ ନଜର ଏହି ବିବାହ ଉପରେ ରହିଛି। ଆସନ୍ତା ରବିବାର ସମାଜବାଦ ନାମକ ବରଙ୍କ ସହିତ ମମତା ବାନାର୍ଜୀ ନାମକ କନ୍ୟାଙ୍କ ସହିତ ହେବାର ଅଛି। କୌତୂହଳର ବିଷୟର ଏହି ଜିଲାର ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ)ର ଜିଲା ସଚିବ ଏ. ମୋହନଙ୍କ ପୁଅଙ୍କ ନାମ ସମାଜବାଦ। ସମାଜବାଦ ହେଉଛନ୍ତି ମୋହନଙ୍କ ତୃତୀୟ ପୁତ୍ର। ତାଙ୍କର ଆଉ ଦୁଇ ପୁଅ ଅଛନ୍ତି, ଜଣଙ୍କ ନାମ ସାମ୍ୟବାଦ ଏବଂ ଅନ୍ୟ ଜଣଙ୍କ ନାମ ଲେନିନବାଦ।

୨୦୧୬ରେ ଏକ କମ୍ୟୁନିଷ୍ଟ ପରିବାରର ଜନକଲ୍ୟାଣ ପକ୍ଷରୁ ବୀରପାଣ୍ଡି ନିର୍ବାଚନମଣ୍ଡଳୀରୁ ମୋହନ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ମୋହନଙ୍କ ପୁଅ ପାଇଁ ବୋହୂ ମଧ୍ୟ ସେମିତି ନାମରେ ମିଳିଗଲେ। ତାଙ୍କ ବୋହୂ ଯିଏ ହେବେ ସେ ମୋହନଙ୍କ ସମ୍ପର୍କୀୟଙ୍କ ଝିଅ। କନ୍ୟାଙ୍କ ପରିବାର କଂଗ୍ରେସର ସମର୍ଥକ। ଯାହାଙ୍କ ନାମ ମମତା ବାନାର୍ଜୀ।

ଏହି ବିବାହ ତାମିଲନାଡୁ ନୁହେଁ, ସମଗ୍ର ଦେଶରେ ବର୍ତ୍ତମାନ ଚର୍ଚ୍ଚା ହେଉଛି। କେବଳ ବର ଆଉ କନ୍ୟାଙ୍କ ନାଁକୁ ନେଇ। ଲୋକେ ଏବେ କହୁଛନ୍ତି ଏହି ବିବାହରେ କେଉଁ କେଉଁ ଅତିଥି ସାମିଲ ହେବେ ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri