Posted inଫୁରସତ

ଜଣେ ବରଙ୍କୁ ୪ କନ୍ୟା, ନେଲେ ସାତଫେରା: ଭିଡିଓ ଦେଖିଲେ

ବର୍ତ୍ତମାନ ବିବାହ ସିଜିନ୍‌ ଚାଲିଛି । ବିବାହର ଅନେକ ଫଟୋ ଭିଡିଓ ଭାଇରାଲ ହେଉଛି। ତେବେ ସମସ୍ତେ ବିବାହ ଦେଖିଥିବେ, ଅନେକ ସମୟରେ ଏହା ମଧ୍ୟ ଦେଖିଥିବେ ଯେ ୨ ବର ୨ କନ୍ୟା ଏକା ସାଥିରେ ଗୋଟିଏ ମଣ୍ଡପରେ ବିବାହ କରୁଛନ୍ତି। ମାତ୍ର ଏକ ବିବାହ ବେଦିରେ ଏକ ବର ସହିତ ୪ କନ୍ୟାଙ୍କୁ ଦେଖିବାକୁ ମିଳୁଛି।
ଅନେକ ସମୟରେ ଏହା ଶୁଣିବାକୁ ମିଳିଥାଏ ବିବାହ ପିଲାଖେଳ ନୁହେଁ। ମାତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏହି ଭିଡିଓକୁ ଦେଖିଲେ ଲାଗିବ ଏହା ଯେପରି ପିଲାଖେଳ ହୋଇଯାଇଛି। କାରଣ ଏହି ଭିଡିଓରେ ଜଣେ ବର ୪ ଜଣ କନ୍ୟାଙ୍କ ସହ ବେଦିରେ ଅଗ୍ନି ଚାରିପଟେ ସାତଫେରା ନେଉଛନ୍ତି। ତେବେ ଭାଇରାଲ କ୍ଲିପ (@musafir_vj) ନାମକ ଏକ ଆକାଉଣ୍ଟର ଏକ୍ସରେ ପୋଷ୍ଟ କରାଯାଇଛି। ଏହା କ୍ୟାପଶନରେ ଲେଖା ହୋଇଛି, ‘‘ସାରଥୀ ମୋ ରଥକୁ ଆଗକୁ ନେଇ ଚାଲ’’। ତେବେ ଏ ଭିଡିଓ କେଉଁଠିକାର ସତ୍ୟ କି ମିଥ୍ୟା ତାହା ଜଣାପଡ଼ି ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri