Posted inଫୁରସତ

ବର ସହ ଘୋଡ଼ାକୁ ଟେକିଲେ କନ୍ୟାପକ୍ଷ, ଭିଡିଓ ଦେଖିଲେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ବିବାହ କରିବାକୁ ଆସୁଥିବା ଜଣେ ବରକୁ ଦେଖିବାକୁ ମିଳୁଛି। ସାଧାରଣତଃ ବରକୁ କନ୍ୟାପକ୍ଷ ଲୋକେ ଟେକିକି ଘର ଭିତରକୁ ପ୍ରବେଶ କରୁଥିବା ଆପଣ ଦେଖିଥିବେ। ମାତ୍ର ଭିଡିଓରେ ବର ସହ ସେ ବସିଥିବା ଘୋଡ଼ାକୁ କନ୍ୟାପକ୍ଷ ଟେକିକି ବୁଲାଉଛନ୍ତି। ପରେ ତଳେ ରଖୁଛନ୍ତି। ବର୍ତ୍ତମାନ ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 

View this post on Instagram

 

A post shared by Priya Jatav (@priyajatav360)


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri