ଏଲ୍‌ଆଇସି କଟକ ମଣ୍ଡଳର ଭୂମିପୂଜନ ଉତ୍ସବ

ଭୁବନେଶ୍ୱର,୧୩।୫ (ଅଭୟ ଦାଶ): ଭାରତୀୟ ଜୀବନ ବୀମା ନିଗମ ବା ଏଲ୍‌ଆଇସି କଟକ ମଣ୍ଡଳର ବହୁ ପ୍ରତୀକ୍ଷିତ ଭୂମିପୂଜନ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏପରିକି କଟକରେ ଏଲ୍‌ଆଇସିର ନୂତନ ଗୃହ ନିର୍ମାଣ ପ୍ରକଳ୍ପ (ସେକ୍ଟର-୧ ରେ ଇନଭେଷ୍ଟମେଣ୍ଟ ବିଲଡିଂ) ଏବଂ (ସେକ୍ଟର ୧୩ରେ ପଲିସି ହୋଲଡର ହାଉସିଂ ସ୍କିମ୍‌) ନିମନ୍ତେ ଭୂମି ପୂଜନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।
ଏହି ଅବସରରେ ଏଲ୍‌ଆଇସିର ଏମ୍‌ଡି ତଥା ସିଇଓ ସିଦ୍ଧାର୍ଥ ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଶୁଭାରମ୍ଭ ସହ ପ୍ରକଳ୍ପର ଉଦ୍‌ଘାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ଏଲଆଇସିର କାର୍ଯ୍ୟକାରୀ ନିର୍ଦ୍ଦେଶକ (ଇଞ୍ଜିନିୟରିଂ) ବି.ବି. ଯାଦବ, ପୂର୍ବ ମଧ୍ୟ କ୍ଷେତ୍ରର କ୍ଷେତ୍ରୀୟ ପ୍ରବନ୍ଧକ ଶ୍ରବଣ କୁମାର, ଅତିରିକ୍ତ କାର୍ଯ୍ୟକାରୀ ନିର୍ଦ୍ଦେଶକ (ଇଞ୍ଜିନିୟରିଂ) ପି.କେ.ଜେ.ଡୁଙ୍ଗଡୁଙ୍ଗ, ପୂର୍ବ ମଧ୍ୟ କ୍ଷେତ୍ରର ଆଞ୍ଚଳିକ ପ୍ରବନ୍ଧକ (ବିକ୍ରୟ) ମନୋଜ କୁମାର ପଣ୍ଡା ଏବଂ ଏଲ୍‌ଆଇସି କଟକ ମଣ୍ଡଳର ବରିଷ୍ଠ ମଣ୍ଡଳ ପ୍ରବନ୍ଧକ ଅସୀମ କୁମାରଙ୍କ ସମେତ ଏଲଆଇସି ଭୁବନେଶ୍ବର ମଣ୍ଡଳର ବରିଷ୍ଠ ମଣ୍ଡଳ ପ୍ରବନ୍ଧକ ଶ୍ୟାମଳ କାନ୍ତୀ ମହାନ୍ତି ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri