ଭସାଣରେ ଗୋଷ୍ଠୀ ସଂଘର୍ଷ: ଢେଲାପଥର ମାଡ଼ରେ ଡିସିପିଙ୍କ ଆଖି ଫାଟିଲା, ଅଟକିଲା ମେଢ଼

କଟକ,୪ା୧୦: ଦୁର୍ଗାପୂଜା ଭସାଣବେଳେ ଗୋଷ୍ଠୀ ସଂଘର୍ଷ ଘଟିବାରୁ ରାସ୍ତାରେ ମେଢ଼ ଅଟକି ରହିଛି। ଦରଘା ବଜାର ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ ଘଟି ୬ ଜଣ ଗୁରୁତର ହୋଇଛନ୍ତି। କାଚ ଓ ପଥର ମାଡ଼ରେ କଟକ ଡିସିପି ଋଷିକେଶ ଖିଲାରୀ ମଧ୍ୟ ଆହତ ହୋଇଛନ୍ତି। ଢେଲାମାଡ଼ରେ ଡିସିପିଙ୍କ ଆଖିପତା ଫାଟି ପ୍ରବଳ ରକ୍ତସ୍ରାବ ହୋଇଛି। ଝାଞ୍ଜିରମଙ୍ଗଳା ପୂଜା କମିଟିର ଭସାଣ ବେଳେ ଏହି ଗୋଷ୍ଠୀ ସଂଘର୍ଷ ହୋଇଛି। ଗୀତ ବଜାଇବାକୁ ବିରୋଧ କରି ଢେଲାମାଡ଼ କରାଯାଇଥିବା ସୂଚନାରୁ ଜଣାପଡ଼ିଛି। ତେବେ ସୁରକ୍ଷା ପାଇଁ ରାପିଡ୍‌ ଆକ୍ସନ ଫୋର୍ସ ଓ ସିଆରପିଏଫ୍‌ ଫୋର୍ସ ମୁତୟନ ହୋଇଛନ୍ତି। ଦେବୀଗଡ଼ା ଅଭିମୁଖେ ଯାଉଥିବା ମେଢ଼ଗୁଡ଼ିକ ରାସ୍ତାରେ ଅଟକି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ବିପକ୍ଷରେ ରୋହିତ ଶର୍ମାଙ୍କ ନଜରରେ ୪ ଐତିହାସିକ ରେକର୍ଡ: ହାତରେ ରହିଛି ସୁବର୍ଣ୍ଣ ସୁଯୋଗ

ନୂଆଦିଲ୍ଲୀ,୩।୧୧: ନଭେମ୍ବର ୪ରୁ ଆରମ୍ଭ ହେବ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ। ଏହି ସିରିଜ୍‌ରେ ଭାରତୀୟ ଦଳର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମାଙ୍କ ଉପରେ…

ନ୍ୟାୟପାଳିକା ଉପରେ ବର୍ଷିଲେ CJP ନେତା ସୌରଭ ଦାସ, ହେଲେ କାହିଁକି? ଜାଣନ୍ତୁ ପ୍ରକୃତ କାରଣ କ’ଣ

ନୂଆଦିଲ୍ଲୀ,୩।୧୧: CJP ନେତା ସୌରଭ ଦାସ ଗତକାଲି ବିଳମ୍ବିତ ରାତିରେ ‘X’ (ଟୁଇଟର) ମାଧ୍ୟମରେ ନ୍ୟାୟପାଳିକାକୁ ଟାର୍ଗେଟ କରିଛନ୍ତି। ସେ ବିଚାରପତିମାନଙ୍କ ଦ୍ୱାରା ଦିଆଯାଇଥିବା ରାୟଗୁଡ଼ିକ ଉପରେ…

ହୀରାକୁଦ ଜଳଭଣ୍ଡାରର ୨ ସ୍ଲୁଇସ ଗେଟ୍‌ ବନ୍ଦ: ୩ ଗେଟରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର,୩।୧୧(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ଛୋଟ ପ୍ରୟାସ ହିଁ ପ୍ରଦୂଷଣ ରୋକିବାର ପାଲଟିବ ମାଧ୍ୟମ

ଆମେ ଆମ ପାଇଁ ଅସୁବିଧା ସୃଷ୍ଟି କରୁଛେ। ବିନା କାରଣରେ ଲାଇଟ ଜଳୁଥିଲେ ବନ୍ଦ କରିଦେବା ଏବଂ ଏଣେତେଣେ ଅଳିଆ ପଡ଼ିଥିଲେ ଗୋଟାଇ ଡଷ୍ଟବିନ୍‌ରେ ପକାଇବା ଆଦି…

କ୍ରିକେଟ୍‌ରେ ଇତିହାସ ରଚିଲେ ପ୍ରେମା: ମାତ୍ର ୧୪ ବଲ୍‌ରେ କଲେ ଏମିତି କାରନାମା, ଭାଙ୍ଗିଲେ ପାକିସ୍ତାନୀ ଖେଳାଳିଙ୍କ ରେକର୍ଡ

ନୂଆଦିଲ୍ଲୀ,୩।୧୧:ଛକା ଓ ଚୌକା ବର୍ଷା କରି ମାତ୍ର ୧୪ଟି ବଲ୍‌ରେ ଅର୍ଦ୍ଧଶତକ ହାସଲ କରିଛନ୍ତି ଉତ୍ତରାଖଣ୍ଡର ମହିଳା କ୍ରିକେଟର ପ୍ରେମା ରାୱତ। ସିନିୟର ମହିଳା ଟି-୨୦ ଟ୍ରଫିରେ…

ବେଲ୍‌ଜିୟମ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ବ୍ରସେଲ୍ସ, ୩ା୧୧: ବେଲ୍‌ଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର ତାଙ୍କର ୫ ଦଳୀୟ ମେଣ୍ଟ ମଧ୍ୟରେ ବଜେଟ ଆଲୋଚନା ବିଫଳ ହେବା ପରେ ସୋମବାର ରାଜା ଫିଲିପ୍‌ଙ୍କୁ…

କିଏ ଜିଣିବ ଜଣା

ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ଦେଖାଦେଇଥିବା ସଦ୍ୟ ହିଂସା ନୂଆ କାହାଣୀ ଲେଖିବାକୁ ପ୍ରସ୍ତୁତ ହେଲାଣି। ସେଠାରେ ପ୍ରମୁଖ ସମ୍ପ୍ରଦାୟ ମଧ୍ୟରେ ଅଛନ୍ତି ହିନ୍ଦୁ ମେଇତି, ଆଦିବାସୀ…

ଭଗବାନ୍‌ଙ୍କ ମିଜାଜ ମଣିଷ ତିଆରି

ଧର୍ମର ଧାରଣା ଆଣି ମଣିଷ ଭଗବାନ୍‌ ତିଆରିକଲା ପରେ ଭଗବାନ୍‌ଙ୍କ ମିଜାଜ ବା ମୁଡ୍‌ ବି ତିଆରିକଲା। ଭଗବାନ୍‌ଙ୍କ ସାମର୍ଥ୍ୟ ବର୍ଣ୍ଣନା କରିବାକୁ ଯାଇ ଭଗବାନ୍‌ଙ୍କୁ ଯାଦୁକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?