କୋଭିଡ୍‌ କଟକଣାକୁ ନେଇ ତେଜୁଛି ଆନ୍ଦୋଳନ: ରାଷ୍ଟ୍ରପତି ଜିନ୍‌ପିଙ୍ଗଙ୍କ ଇସ୍ତଫା ଦାବି

ସାଂଘାଇ,୨୭ା୧୧: ଚାଇନାର ସାଂଘାଇ ସମେତ ବିଭିନ୍ନ ସହରରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଫଳରେ ସରକାର ବେଜିଂ, ସାଂଘାଇ ଓ ଉରୁମ୍‌କି ଆଦି ସହରରେ ଜିରୋ କୋଡିଡ୍‌ ପଲିସି ଲାଗୁକରି କଟକଣା ଜାରି କରାଯାଇଛି। ଏହାର ପ୍ରତିବାଦରେ ଜନସାଧାରଣ ରାଜରାସ୍ତାକୁ ଓହ୍ଲାଇ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି।

ରବିବାର ଭୋରରେ ବାହାରିଥିବା ଶୋଭାଯାତ୍ରା ବେଳେ ଆନ୍ଦୋଳନକାରୀ ହାତରେ ସାଦା କାଗଜ ଧରି ଚାଇନା କମ୍ୟୁନିଷ୍ଟ ପାର୍ଟି (ସିପିସି) ଏବଂ ରାଷ୍ଟ୍ରପତି ଜିନ୍‌ପିଙ୍ଗ ବିରୋଧରେ ବିଭିନ୍ନ ସ୍ଲୋଗାନ ଦେଇଥିଲେ। ଏପରିକି ଲକ୍ଡାଉନ ହଟାଅ ଏବଂ ଜିନ୍‌ପିଙ୍ଗଙ୍କ ଇସ୍ତଫା ଦାବି କରି ନାରାବାଜି କରିଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏନେଇ ଓ୍ବୁଲୁମୁକି ରୋଡ୍ରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ପୋଲିସ କର୍ମଚାରୀ ସମ୍ପୃକ୍ତ ଅଞ୍ଚଳର ରାସ୍ତାଗୁଡ଼ିକୁ ବନ୍ଦ କରି ଆନ୍ଦୋଳନକୁ ଆୟତ୍ତ କରିବାକୁ ଉଦ୍ୟମ କରୁଥିବା ଜଣାପଡିଛି।

ଏପରିକି ଉରୁମ୍‌କି ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟି ୧୦ଜଣଙ୍କ ମୃତ୍ୟୁ ପରେ ବର୍ତ୍ତମାନ ଜନଅକ୍ରୋଶ ଦେଖିବାକୁ ମିଳିଛି। ଶତାଧିକ ଆନ୍ଦୋଳନକାରୀ ଏକ କ୍ୟାଣ୍ଡେଲ ଶୋଭାଯାତ୍ରାରେ ବାହାରିଥିଲେ। ପ୍ରଶାସନ ବିକ୍ଷୋଭକାରୀଙ୍କୁ ଅଟକାଇବାକୁ ଯାଇ ଲଙ୍କାଗୁଣ୍ଡ ସ୍ପ୍ରେ କରିଥିଲା। ଏପର କି ବିକ୍ଷୋଭକାରୀଙ୍କୁ ଗିରଫ କରାଯିବା ପରେ ଦେଖଣାହାରୀ ମଧ୍ୟ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏପରିକି ବେଜିଂରେ ମଧ୍ୟ ବିକ୍ଷୋଭ ପ୍ରଦର୍ଶନ ଦେଖିବାକୁ ମିଳିଛି। ସିଙ୍ଗ୍‌ହୁଆ ୟୁନିଭର୍ସିଟିରେ କୋଭିଡ କଟକଣା ପ୍ରତିବାଦରେ ଶତାଧିକ ଛାତ୍ରୀଛାତ୍ର ଆନ୍ଦୋଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?