ଭୁବନେଶ୍ବରରେ ବଢୁଛି ଜନସଂଖ୍ୟା: ଟ୍ରାଫିକ୍‌ ସମସ୍ୟା ଦୂର ପାଇଁ ଏକାଧିକ ଫ୍ଲାଇଓଭର, ରିଙ୍ଗ ରୋଡ ନିର୍ମାଣ ପାଇଁ ଯୋଜନା

ଭୁବନେଶ୍ୱର,୧୦।୧୨: ରାଜଧାନୀରେ କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାର ଆବଶ୍ୟକତା ଦୃଷ୍ଟିରୁ ଗାଡି ଚଳାଚଳ ଓ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵ ଆରୋପ କରିଛନ୍ତି।

ଭୁବନେଶ୍ବର ସହରର ଗାଡି ଚଳାଚଳ ଓ ଟ୍ରାଫିକ୍‌ ସମସ୍ୟାକୁ ଦୂର କରିବା ପାଇଁ ପୂର୍ତ୍ତ ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସହର ପାଇଁ ବିଭିନ୍ନ ସଡ଼କ ପ୍ରକଳ୍ପ ଯୋଜନା ଉପରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନ ରଖା ଯାଇଥିଲା ।

ଏହି ଉପସ୍ଥାପନାରେ ଭୁବନେଶ୍ବରର ଜୟଦେବ ବିହାର-ନନ୍ଦନକାନନ ନୂତନ ରାସ୍ତା, ଦୟା ୱେଷ୍ଟ କେନାଲ ଉପରେ ପଟିଆ ଷ୍ଟେସନ ଛକ ଠାରୁ ଜାତୀୟ ରାଜପଥ-୧୬ ପର୍ଯ୍ୟନ୍ତ ରିଙ୍ଗରୋଡ, ସୁନ୍ଦରପଦା-ଜଟଣୀ ରାସ୍ତାର ଉନ୍ନତିକରଣ, ପିତାପଲ୍ଲୀ-ତ୍ରିଶୂଳିଆ ରାସ୍ତାର ଇନ୍‌ଷ୍ଟିଚ୍ୟୁଟ ଅଫ ମାଥମେଟିକ୍‌ସ ଠାରୁ ଏକାମ୍ର କାନନ ପର୍ଯ୍ୟନ୍ତ ନୂତନ ରାସ୍ତା, କଳ୍ପନା ଛକ-ମ୍ୟୁଜିଅମ-ରବି ଟକିଜ ନୂତନ ଫ୍ଲାଇ ଓଭର, ଶିଶୁଭବନ-ମାଉସୀମା ମଧ୍ୟରେ ଆଉ ଏକ ROB, ତମାଣ୍ଡୋ-ଚନ୍ଦକା-ବାରଙ୍ଗ-ଧଉଳି-ତମାଣ୍ଡୋ ପର୍ଯ୍ୟନ୍ତ ରିଙ୍ଗ ରୋଡ ନିର୍ମାଣ ବିଷୟରେ ପୂର୍ତ୍ତ ବିଭାଗର ପକ୍ଷରୁ ପ୍ରସ୍ତାବିତ ତଥ୍ୟ ଉପସ୍ଥାପନ କରାଯାଇଥିଲା ।

ସେହିପରି ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଭୁବନେଶ୍ବର-କଟକ-ପୁରୀ ଇକୋନୋମିକ୍‌ ରିଜିଅନ ଗଠନ ଏବଂ ଗ୍ରେଟର ଭୁବନେଶ୍ବର ଗଠନ ସଂପର୍କିତ ବିସ୍ତୃତ ତଥ୍ୟ ଉପସ୍ଥାପନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri