ଦ୍ୱିତୀୟ ତ୍ରୈମାସ ଅଭିବୃଦ୍ଧି ୭.୮% ଖସିପାରେ

ନୂଆଦିଲ୍ଲୀ: ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ତ୍ରୈମାସରେ ଭାରତର ଅଭିବୃଦ୍ଧି ହାର ୭.୮% ଖସିପାରେ। ବ୍ୟାଙ୍କ ଅଫ୍‌ ଆମେରିକା ପକ୍ଷରୁ ଭାରତ ଅର୍ଥ ବ୍ୟବସ୍ଥାର ଅଭିବୃଦ୍ଧିକୁ ନେଇ ଏଭଳି ଆକଳନ କରାଯାଇଛି। ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ତ୍ରୈମାସରେ ଭାରତର ବିକାଶ ହାର -୨୩.୯% ରହିଥିଲା। ଚଳିତ ମାସ ଶେଷ ସୁଦ୍ଧା ଭାରତ ସରକାର ଜିଡିପି ଡାଟା ଜାରି କରିବେ। ସେହିଭଳି ଚଳିତ ଆର୍ଥତ୍କ ବର୍ଷରେ ଜିଡିପି ୭.୫% ଖସିବା ନେଇ ଏହା ପୂର୍ବରୁ ଆକଳନ କରିଥିବା ବେଳେ ଏହାକୁ ବର୍ତ୍ତମାନ ସୁଦ୍ଧା ଅପରିବର୍ତ୍ତିତ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେଦିନ କଳା ରାତିରେ କ’ଣ ଘଟିଥିଲା, ସାମ୍ନାକୁ ଆସି ଚାଞ୍ଚଲ୍ୟକର ବୟାନ ଦେଲେ ରାହୁଲଙ୍କ ସାଙ୍ଗ ଶିବା

ଭୁବନେଶ୍ୱର,୩।୩: ଜିଜିପି କଲୋନୀ ରାହୁଲ ମହାରଣାଙ୍କ ହତ୍ୟା ଘଟଣାରେ ସାମ୍ନାକୁ ଆସିଲେ ସାଙ୍ଗ ଶିବା। କଳା ରାତିର କଳା କାହାଣୀ କହିଲା ବେଳେ ପୁଣି ତଦନ୍ତକୁ ନେଇ…

ଭାଜପାର ମିଶ୍ରଣ ପର୍ବ କଂଗ୍ରେସ, ବିଜେଡିର ୩ ଶହରୁ ଊର୍ଦ୍ଧ୍ୱ କାର୍ଯ୍ୟକର୍ତ୍ତା ସାମିଲ

ଭବାନୀପାଟଣା,୨ା୩(ଉତ୍ତମ କୁମାର ଦାଶ:) କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲଠାରେ ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଯୁଗଳ କିଶୋର ପୋଡ଼ଙ୍କ ନେତୃତ୍ୱରେ ଅନୁଷ୍ଠିତ…

ବିବାହ ପରେ ସମସ୍ତଙ୍କ ହୃଦୟ ଜିତୁଛନ୍ତି ବିଜୟ-ରଶ୍ମିକା, ଏବେ ୪୪ଟି ସରକାରୀ ସ୍କୁଲ ପାଇଁ କଲେ ବଡ଼ ଘୋଷଣା

ମୁମ୍ବାଇ,୩।୩: ନବବିବାହିତ ଦମ୍ପତି ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ବର୍ତ୍ତମାନ ସେମାନଙ୍କ ବିବାହ ପାଇଁ ଖବରରେ ଅଛନ୍ତି। ସେମାନଙ୍କ ବିବାହ ଉତ୍ସବ ମଧ୍ୟରେ, ଏହି ଦମ୍ପତି…

ଇସ୍ରାଏଲ-ଇରାନ ଯୁଦ୍ଧ ମଧ୍ୟରେ ସୁରକ୍ଷିତ ଘରକୁ ଫେରିଛନ୍ତି ପିଭି ସିନ୍ଧୁ, ଏକ ଭାବପ୍ରବଣ ପୋଷ୍ଟରେ ଦେଲେ ସୂଚନା

ବେଙ୍ଗାଲୁରୁ,୩।୩: ଇସ୍ରାଏଲ-ଇରାନ ଯୁଦ୍ଧ ମଧ୍ୟରେ ବିଦେଶରେ ଥିବା ବ୍ୟାଟମିଣ୍ଟନ ତାରକା ପିଭି ସିନ୍ଧୁଙ୍କୁ ନେଇ ଆସିଛି ଏକ ଖୁସି ଖବର। ଦୁବଇରେ ଫସି ରହିଥିବା ଏହି ସଟଲର…

ଶୋଇଥିଲେ ସ୍ବାମୀ-ସ୍ତ୍ରୀ: ଘରେ ପଶିଲେ ୫ ମୁଖା ପିନ୍ଧା ଯୁବକ, ଆଉ ତା’ପରେ…

ଲଇକେରା,୩।୩(ରଞ୍ଜନ କୁମାର ମେହେର): ଲଇକେରା ଥାନା ତାଳମୁଣ୍ଡାଠାରେ ସ୍ବାମୀ-ସ୍ତ୍ରୀ ଦୁଇ ଜଣଙ୍କର ଗୋଡ ହାତ ବାନ୍ଧି ବନ୍ଧୁକ ଦେଖାଇ ନେଇଗଲେ ଲକ୍ଷାଧିକ ଟଙ୍କା ସହିତ ୧୫ ଭରି…

ଶକ୍ତିଶାଳୀ ଭୂକମ୍ପ: ଲୋକେ ଆତଙ୍କିତ

ଜାକର୍ତ୍ତା,୩।୩: ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପରେ ଏକ ଶକ୍ତିଶାଳୀ ଭୂକମ୍ପ ଘଟିଛି। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ (USGS) ଅନୁଯାୟୀ, ଭୂମିକମ୍ପର ତୀବ୍ରତା ୬.୧ ଥିଲା। ଏହାର କେନ୍ଦ୍ରସ୍ଥଳ ସୁମାତ୍ରାର…

ସଭିଙ୍କ ଦୃଷ୍ଟି ଆକର୍ଷଣ କଲା ମୋଦିଙ୍କ YouTube ଉପସ୍ଥିତି: ସବସ୍କ୍ରାଇବର ସଂଖ୍ୟା ୩୦ ନିୟୁତ, ଟ୍ରମ୍ପଙ୍କ ଅପେକ୍ଷା ସାତ ଗୁଣ ଅଧିକ ଫଲୋଅର୍ସ

ନୂଆଦିଲ୍ଲୀ,୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଆଉ ଏକ ସଫଳତା ହାସଲ କରିଛନ୍ତି। ସେ YouTube ରେ ୩୦ ନିୟୁତ ସବସ୍କ୍ରାଇବର ସଂଖ୍ୟା ଅତିକ୍ରମ କରି ଏପରି…

ଶ୍ରୀମନ୍ଦିର ଦୋଳବେଦୀ ନିକଟରେ ଠେଲାପେଲା: ଭକ୍ତ ଆହତ

ପୁରୀ,୩।୩: ଶ୍ରୀମନ୍ଦିର ଦୋଳବେଦୀ ନିକଟ ସମ୍ମୁଖ ଦ୍ବାରରେ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଛି। ଦୋଳବେଦୀକୁ ଚଳନ୍ତି ପ୍ରତିମା ବିଜେ ସମୟରେ ଏହି ଅଘଟଣ ଘଟିଛି। ଉତ୍ତର ପ୍ରଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri