Posted inଜାତୀୟ

ଜିଏସ୍‌ଟି ସଂଶୋଧନ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୧୧ା୮(ପି.ଟି.): ମୌସୁମୀ ଅଧିବେଶନର ଶେଷ ଦିନରେ ଜିଏସ୍‌ଟି ସଂଶୋଧନ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହୋଇଛି। ଅନ୍‌ଲାଇନ ଗେମିଂ, କାସିନୋ ଏବଂ ହର୍ସ ରେସ୍‌ କ୍ଲବ୍‌ରେ ବେଟିଂର ପୂର୍ଣ୍ଣ ଫେସ୍‌ ଭାଲ୍ୟୁ ଉପରେ ୧୮ ପ୍ରତିଶତ ଜିଏସ୍‌ଟି ଲଗାଇବା ପାଇଁ କେନ୍ଦ୍ରୀୟ ଓ ସମନ୍ବିତ ଜିଏସ୍‌ଟି ଆଇନରେ ସଂଶୋଧନ କରାଯାଇଛି। ରାଜ୍ୟ ସଭାରେ ବିନା ଆଲୋନଚାରେ ଏହି ବିଲ୍‌ ଧ୍ୱନି ମତରେ ଗୃହୀତ ହେବା ପରେ ଲୋକ ସଭାକୁ ପଠାଯାଇଥିଲା। ଏହା ପୂର୍ବରୁ ନିମ୍ନ ସଦନ ସିଜିଏସ୍‌ଟି (ସଂଶୋଧନ) ବିଲ୍‌, ୨୦୨୩ ଏବଂ ଆଇଜିଏସ୍‌ଟି (ସଂଶୋଧନ) ବିଲ୍‌, ୨୦୨୩କୁ ଅନୁମୋଦନ କରିଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଉଭୟ ଗୃହରେ ଏହି ବିଲ୍‌ ଆଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପୁଣିଥରେ ଦେଶରେ ଲକଡାଉନ୍‌ ଲାଗୁ କରିପାରନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ପରେ ଏମିତି କହିଲେ…

ନୂଆଦିଲ୍ଲୀ,୨୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାର ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ପଶ୍ଚିମ ବର୍ଦ୍ଧମାନରେ…

ଥରିଲା ପୃଥିବୀ, ଭାରତରେ କମ୍ପନ ଅନୁଭୂତ

ନୂଆଦିଲ୍ଲୀ,୨୭ା୩: ଶୁକ୍ରବାର ସକାଳେ ଲେହ ଲଦାଖରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୯…

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

ଯୌତୁକ ମୃତ୍ୟୁ ସମାଜରେ ବଡ଼ କଳଙ୍କ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭।୩(ପି.ଟି.):  ଯୌତୁକ ମୃତ୍ୟୁ ସମାଜରେ ଏକ ବଡ଼ କଳଙ୍କ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନଗତ ପ୍ରତିକାର ସତ୍ତ୍ୱେ ଉକ୍ତ ପ୍ରଥା ଜାରି ରହିଥିବା କହିଛନ୍ତି…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri