ଫେବୃଆରୀରେ ଜିଏସ୍‌ଟି ସଂଗ୍ରହ ବଢିଛି ୧୨ ପ୍ରତିଶତ

ନୂଆଦିଲ୍ଲୀ,୧।୩: କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ବୁଧବାର ଫେବୃଆରୀ ପାଇଁ ଜିଏସ୍‌ଟି ତଥ୍ୟ ପ୍ରକାଶ କରିଛି। ଫେବୃଆରୀରେ ଜିଏସ୍‌ଟି ସଂଗ୍ରହ ୧,୪୯,୫୭୭ କୋଟିରେ ପହଞ୍ଚିଛି, ଯାହାକି ୧୨ ପ୍ରତିଶତ ବୃଦ୍ଧି ହୋଇଛି। ଅର୍ଥ ମନ୍ତ୍ରଣାଳୟ ବିବୃତ୍ତିରେ କହିଛି, ଏହା ୧୨ ମାସ ମଧ୍ୟରେ ଉଚ୍ଚ ସ୍ତରରେ ରହିଛି। ଗତ ବର୍ଷ ଫେବୃଆରୀରେ ଭାରତର ଜିଏସ୍‌ଟି ରାଜସ୍ବ ୧,୩୩,୦୨୬ କୋଟି ଥିଲା।
ଜାନୁଆରୀରେ, ଜିଏସ୍‌ଟି ସଂଗ୍ରହରେ ଏପର୍ଯ୍ୟନ୍ତ ଦ୍ୱିତୀୟ ବୃହତ୍ତମ ବୃଦ୍ଧି ହାସଲ କରାଯାଇଥିଲା। ଏଥିରେ କ୍ରମାଗତ ଏକାଦଶ ମାସ ପାଇଁ ୧.୫୫ ଲକ୍ଷ କୋଟିରୁ ଅଧିକ ଜିଏସ୍‌ଟି ରାଜସ୍ବ ହାସଲ କରାଯାଇଛି। ସରକାର ଜାନୁଆରୀରେ ୧,୫୫,୯୨୨ କୋଟି ଅର୍ଥାତ୍‌ ୧.୫୫ ଲକ୍ଷ କୋଟି ଟଙ୍କା ଜିଏସ୍‌ଟି ସଂଗ୍ରହ କରାଯାଇଥିଲା।
ଫେବୃଆରୀ ୨୦୨୩ ପାଇଁ ଜିଏସ୍‌ଟି ସଂଗ୍ରହ ଆକଳନ ପ୍ରକାଶ କରି ଅର୍ଥ ମନ୍ତ୍ରଣାଳୟ କହିଛି ଯେ, ଏହି ମାସରେ ୧୧,୯୩୧ କୋଟି ଟଙ୍କା ସେସ ଭାବରେ ସଂଗ୍ରହ କରାଯାଇଛି, ଯାହା ଜିଏସ୍‌ଟି ଲାଗୁ ହେବା ପରଠାରୁ ସର୍ବୋଚ୍ଚ ସ୍ତର ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

‘ଜୀବନ ଶାନ୍ତି’ରେ ସଂଶୋଧନକଲା ଏଲ୍‌ଆଇସି

ଭୁବନେଶ୍ୱର,୮।୧: ଜୀବନ ଶାନ୍ତି ପ୍ଲାନ୍‌ରେ ସଂଶୋଧନ କରିଛି ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)। ଏହି ସଂଶୋଧନ ୫ ଜାନୁୟାରୀଠାରୁ ଲାଗୁହେବ ବୋଲି ଏଲ୍‌ଆଇସି ପକ୍ଷରୁ...

ଭୂଷଣ ମାମଲାରେ ୨୮୪ଜଣଙ୍କ ବିରୋଧରେ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୧-୭: ଭୂଷଣ ଷ୍ଟିଲ ବେଆଇନ୍‌ ଋଣ କାରବାର ମାମଲାରେ ସିରିୟସ ଫ୍ରଡ ଇନଭେଷ୍ଟିଗେଶନ ଅଫିସ(ଏସ୍‌ଏଫ୍‌ଆଇଓ) ପକ୍ଷରୁ ୨୮୪ ବ୍ୟକ୍ତି ଏବଂ ସଂସ୍ଥାଙ୍କ ବିରୋଧରେ ଚାର୍ଜଶିଟ ଦାଏର...

ସପ୍ତାହରେ ଥରେ ପିଅନ୍ତୁ ଛେଳି କ୍ଷୀର ଡେଙ୍ଗୁରୁ ରହିବେ ଦୂରେଇ…

ଛେଳି କ୍ଷୀର ଅନେକ ପୋଷକ ତତ୍ତ୍ୱର ଭରପୁର। ସପ୍ତାହରେ ଥରେ ଛେଳି କ୍ଷୀର ପିଇଲେ ଡେଙ୍ଗୁରୋଗର ହେବାର ଆଶଙ୍କା ନ ଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ...

ଥଣ୍ଡାରୁ ମୁକ୍ତି ଦିଏ ବିନା ବିଜୁଳିରେ ଚାଲୁଥିବା ହିଟର

କଶ୍ମୀରରେ ଶୀତଦିନେ ପ୍ରବଳ ଥଣ୍ଡାରୁ ରକ୍ଷା ପାଇବାକୁ ଲୋକେ ବିଭିନ୍ନ ଉପାୟ ଆଣାଇଥାଆନ୍ତି। ଏଠାରେ ବହୁଳ ମାତ୍ରାରେ ପ୍ରଚଳିତ ହୋଇଥାଏ ହାତ ତିଆରି ମାଟିର ହିଟର।...

ଦେଶରେ ପୁଣି ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୧୩,୫୮୬ ଆକ୍ରାନ୍ତ, ୩୩୬ ମୃତ

ନୂଆଦିଲ୍ଲୀ,୧୯।୬ : ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୫୮୬ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ନୀରବ ମୋଦିଙ୍କ ପ୍ରତ୍ୟର୍ପଣ ମାମଲା ଶୁଣାଣି ଆରମ୍ଭ

ଲଣ୍ଡନ,୮।୯ : ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ପ୍ରାୟ ୧୩,୫୦୦ କୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲାରେ ପଳାତକ ଘୋଷିତ ନୀରବ ମୋଦିଙ୍କ ପ୍ରତ୍ୟପଣ ମାମଲାର ଶୁଣାଣି...

ମନ୍ତ୍ରୀଙ୍କ ଆଇଫୋନ ଚୋରି

ଡେରାଡୁନ,୨୩।୩: ଉତ୍ତରାଖଣ୍ଡ ସରକାରରେ ବୁଧବାର ଶପଥ ଗ୍ରହଣ କରିଥିବା ମନ୍ତ୍ରୀ ସୌରଭ ବହୁଗୁଣାଙ୍କ ଫୋନ୍‌ ଚୋରି ହୋଇଯାଇଛି। ରାଜଧାନୀ ଡେରାଡୁନର ପ୍ୟାରେଡ ଗ୍ରାଉଣ୍ଡରେ ଶପଥ ଗ୍ରହଣ...

ଆଇଏସ୍‌ଆଇ ଗୁପ୍ତଚର ଗିରଫ: ଯୋଗାଉଥିଲେ ଗୁପ୍ତ ତଥ୍ୟ

ବାଡମେର, ୨୪।୧୦: ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପାଇଁ ଗୁପ୍ତଚରୀ କରୁଥିବା ଜଣେ ୩୫ ବର୍ଷ ବୟସ୍କ ଯୁବକଙ୍କୁ ରାଜସ୍ଥାନ ବାଡମେରରୁ ଏଟିଏସ୍‌ ଏବଂ ସିଆଇଡିବିଆଇ...

Advertisement
Archives

Model This Week