ଅଗଷ୍ଟ ମାସରେ ସଂଗ୍ରହ ହେଲା ୧.୭୪ ଲକ୍ଷ କୋଟି ଜିଏସଟି, ୧୦ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୧।୯: ଅଗଷ୍ଟରେ ମୋଟ ଜିଏସଟି ସଂଗ୍ରହ ୧.୭୪ ଲକ୍ଷ କୋଟି ରହିଛି ଏବଂ ଏହା ୧୦ ପ୍ରତିଶତ ବୃଦ୍ଧି ପାଇଛି। ଅଗଷ୍ଟ ୨୦୨୩ ରେ, ଏହି ସଂଖ୍ୟା ୧,୫୯,୦୬୯ କୋଟି ଅର୍ଥାତ୍ ୧.୫୯ ଲକ୍ଷ କୋଟି ଟଙ୍କା ଥିଲା।

ଯଦି ଆମେ ଚଳିତ ବର୍ଷର ଜିଏସଟି ରାଜସ୍ୱକୁ ଦେଖିବା, ଚଳିତ ବର୍ଷ ଜାନୁୟାରୀ-ଅଗଷ୍ଟ ମଧ୍ୟରେ ଏପର୍ୟ୍ୟନ୍ତ ୯,୧୩,୮୫୫ କୋଟି ଟଙ୍କା ଜିଏସଟି ସଂଗ୍ରହ କରାଯାଇଛି, ଯାହାକି ୧୦.୧ ପ୍ରତିଶତ ବୃଦ୍ଧି ହୋଇଥିବାବେଳେ ଗତ ବର୍ଷ ଅଗଷ୍ଟ ପର୍ୟ୍ୟନ୍ତ , ଜିଏସଟି ସଂଗ୍ରହ ମାଧ୍ୟମରେ ସରକାର ମୋଟ ୮,୨୯,୭୯୬ କୋଟି ଟଙ୍କା ପାଇଥିଲେ।

ଜାତୀୟ ରାଜଧାନୀ ଦିଲ୍ଲୀ ହେଉ କିମ୍ବା ଦକ୍ଷିଣ ରାଜ୍ୟ କର୍ଣ୍ଣାଟକ, ପଶ୍ଚିମରେ ମହାରାଷ୍ଟ୍ର ଠାରୁ ଆସାମ ପର୍ୟ୍ୟନ୍ତ, ରାଜ୍ୟଗୁଡିକର ଜିଏସ୍ଟି ସଂଗ୍ରହରୁ ଜଣାପଡିଛି ଯେ ଦ୍ରବ୍ୟ ଏବଂ ସେବା ଟିକସ କ୍ରମାଗତ ଭାବରେ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିକୁ ଯାଉଥିବା ବେଳେ ନାଳ ନିକଟରେ ଟଳିପଡ଼ିଲେ ଚାଷୀ, ତାପରେ…

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ଼ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଚାଷଜମିକୁ ଯାଉଥିବା ବେଳେ ଟଳି ପଡିଲେ…

ବରଗଡ଼ର ଐତିହ୍ୟ ସନ୍ଧାନ, ସଂରକ୍ଷଣ ପାଇଁ ନିଆରା ଉଦ୍ୟମ, ଇତିହାସ ଗବେଷଣାକୁ ନୂଆ ଦିଗ ଦେବ ଐତିହ୍ୟ ପଦଯାତ୍ରା

ବରଗଡ଼,୨୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ପ୍ରାଚୀନ ଐତିହ୍ୟର ଚିହ୍ନଟ, ସଂରକ୍ଷଣ ଏବଂ ଏହାର ଆଧାରରେ ନୂତନ ଇତିହାସ ରଚନାର ଲକ୍ଷ୍ୟ ନେଇ ବରଗଡ଼ର ବୁଦ୍ଧିଜୀବୀମାନଙ୍କ ମିଳିତ ପ୍ରୟାସରେ ଗତ…

ମନ୍ଦିର ପୂଜକଙ୍କ ଅମାନବୀୟ କାଣ୍ଡ, ତାର ଚୋରି ସନ୍ଦେହରେ ନାବାଳକଙ୍କୁ ବାନ୍ଧି….

ପାରଳାଖେମୁଣ୍ଡି,୨୮।୬ (ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ତାର ଚୋରି ସନ୍ଦେହରେ ଜଣେ ନାବାଳକଙ୍କୁ ନିର୍ଯାତନା ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଅମାନବୀୟ ଭାବେ ମାଡ଼…

ଆସୁଛି ବଡ଼ ବର୍ଷା, ଏହି ତାରିଖରୁ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ୱର,୨୮।୬: ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଚମ୍ପୁଆ ବାଉଁଶୁଳି ରାସ୍ତାରେ ଦୁର୍ଘଟଣା, ବାଇକ-କାର ମୁହାଁମୁହିଁ ଧକ୍କାରେ….

କେନ୍ଦୁଝର,୨୮।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବାଉଁଶୁଳି–ଚମ୍ପୁଆ ରାସ୍ତାର ଗିଧିବାସ ଗ୍ରାମ ନିକଟରେ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର-ବାଇକ ମଧ୍ୟରେ…

ରାଇସ ମିଲ୍‌ ପରିସରରୁ ମିଳିଲା ସ୍କ୍ରାପ ଗୋଟାଳିଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

କୁଆଁରମୁଣ୍ଡା,୨୮।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଧୀନ କୁମଝରିଆ ପଞ୍ଚାୟତ ବିଜାବାହାଲ ନିକଟସ୍ଥ ଏକ ରାଇସ ମିଲ୍‌ ପରିସରରୁ ଜଣେ ବୃଦ୍ଧାଙ୍କ ମୃତଦେହ ମିଳିଛି।…

‘ତତ୍କାଳ’ ଏବଂ ‘କରେଣ୍ଟ’ ଟିକେଟ୍ ବୁକିଂ ମଧ୍ୟରେ ଥିବା ତଫାତ କ’ଣ? ଜାଣିଥିଲେ ସହଜ ହେବ ଯାତ୍ରା

ନୂଆଦିଲ୍ଲୀ,୨୮।୬: ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଟିକେଟ୍ ବୁକିଂର ଅନେକ ବିକଳ୍ପ ରହିଛି। ଏହା ମଧ୍ୟରେ ତତ୍କାଳ ବୁକିଂ (Tatkal Booking) ଏବଂ କରେଣ୍ଟ…

IND vs IRE: ପୁଣି ନିରାଶ ହେଲେ ବୈଭବ; କିଏ ସେହି ସୂର୍ଯ୍ୟାଂଶ-ପ୍ରିନ୍ସ, ଯାହାଙ୍କୁ ମିଳିଲା ସୁଯୋଗ?

ବେଲଫାଷ୍ଟ,୨୮।୬: ଭାରତ ଏବଂ ଆୟରଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ଟି-୨୦ ସିରିଜ୍‌ର ଆରମ୍ଭ ବେଶ୍ ରୋମାଞ୍ଚକର ରହିଛି, ଯେଉଁଠାରେ ଘରୋଇ ଦଳ ପ୍ରଥମ ମ୍ୟାଚ୍‌ରେ ଭାରତକୁ ହରାଇ ଇତିହାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri