ଡିସେମ୍ବରରେ ବଢ଼ିଲା GST ସଂଗ୍ରହ: ୧.୭୪ ଲକ୍ଷ କୋଟି ଟଙ୍କା ଛୁଇଁଲା ରାଜସ୍ୱ

ନୂଆଦିଲ୍ଲୀ,୧।୧: ଦେଶରେ ବସ୍ତୁ ଓ ସେବା କର (GST) ସଂଗ୍ରହ କ୍ଷେତ୍ରରେ ପୁଣି ଉତ୍ସାହଜନକ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଗତ ନଭେମ୍ବର ମାସର ମନ୍ଥରତା ପରେ ଡିସେମ୍ବରରେ ମୋଟ GST ସଂଗ୍ରହ ୧.୭୪ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି, ଯାହା ଗତ ବର୍ଷର ସମାନ ଅବଧି ତୁଳନାରେ ୬.୧ ପ୍ରତିଶତ ଅଧିକ।

ନଭେମ୍ବରରେ ଏହି ସଂଗ୍ରହ ୧.୭୦ ଲକ୍ଷ କୋଟି ଟଙ୍କା ଥିବାବେଳେ ଡିସେମ୍ବରରେ ଏହା ବୃଦ୍ଧି ପାଇଛି। ଗତ ତିନି ମାସ ମଧ୍ୟରେ ଏହା ସର୍ବାଧିକ ଅଭିବୃଦ୍ଧି ବୋଲି ଜଣାପଡ଼ିଛି। ଚଳିତ ମାସର ଅଭିବୃଦ୍ଧିରେ ଘରୋଇ କାରବାର ଅପେକ୍ଷା ଆମଦାନୀ ଶୁଳ୍କର ଅବଦାନ ଅଧିକ ରହିଛି। ଆମଦାନୀରୁ GST ସଂଗ୍ରହ ପ୍ରାୟ ୨୦ ପ୍ରତିଶତ ବୃଦ୍ଧି ପାଇଥିବାବେଳେ ଘରୋଇ GST ସଂଗ୍ରହ ମାତ୍ର ୧.୨ ପ୍ରତିଶତ ବଢ଼ିଛି। ରିଫଣ୍ଡ ପରେ ନିଟ୍ GST ରାଜସ୍ୱ ୧.୪୬ ଲକ୍ଷ କୋଟି ଟଙ୍କା ରହିଛି, ଯାହା ଗତବର୍ଷ ତୁଳନାରେ ୨.୨ ପ୍ରତିଶତ ଅଧିକ।

ମହାରାଷ୍ଟ୍ର, ଗୁଜରାଟ, କର୍ଣ୍ଣାଟକ ଏବଂ ତାମିଲନାଡୁ ଭଳି ପ୍ରମୁଖ ଶିଳ୍ପ ସମୃଦ୍ଧ ରାଜ୍ୟଗୁଡ଼ିକ GST ସଂଗ୍ରହ କ୍ଷେତ୍ରରେ ସର୍ବାଧିକ ଅବଦାନ ରଖିଛନ୍ତି। ସେପ୍ଟେମ୍ବର ମାସରେ ସରକାର ଟିକସ ହାରରେ କିଛି ପରିବର୍ତ୍ତନ କରିବା ପରେ ରାଜସ୍ୱ ସଂଗ୍ରହରେ ଏହି ସୁଧାର ଦେଖିବାକୁ ମିଳିଛି। ଏହା ଦେଶର ଅର୍ଥନୀତିର ସ୍ଥିରତା ଏବଂ ବଜାର ଚାହିଦାକୁ ସୂଚାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ନୂଆବର୍ଷରେ ଦେଶକୁ ବଡ଼ ଉପହାର, ଏହି ରୁଟରେ ଦୌଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ, ଜାଣନ୍ତୁ କେତେ ରହିବ ଭଡା

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ରେଳ ମନ୍ତ୍ରଣାଳୟ ପ୍ରଥମ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri