ଜାନୁଆରୀରେ ଜିଏସଟି ସଂଗ୍ରହ ଦ୍ୱିତୀୟ ସର୍ବାଧିକ, ଗତ ବର୍ଷ ତୁଳନାରେ ୧୦% ଅଭିବୃଦ୍ଧି

ନୂଆଦିଲ୍ଲୀ,୩୧।୧: ଜିଏସଟି ସଂଗ୍ରହରେ ନିରନ୍ତର ଅଭିବୃଦ୍ଧି ଦେଖିବାକୁ ମିଳୁଛି। ଅର୍ଥ ମନ୍ତ୍ରଣାଳୟ ଦ୍ଵାରା ବୁଧବାର ପ୍ରକାଶିତ ତଥ୍ୟ ଅନୁଯାୟୀ ଜାନୁଆରୀରେ ମୋଟ ୧.୭୨ ଲକ୍ଷ କୋଟି ଟଙ୍କା ଜିଏସଟି ସଂଗ୍ରହ ହୋଇଛି। ଗତ ବର୍ଷ ତୁଳନାରେ ଏଥିରେ ୧୦ ପ୍ରତିଶତରୁ ଅଧିକ ଅଭିବୃଦ୍ଧି ଘଟିଛି। କେବଳ ଏତିକି ନୁହେଁ, ଏହି ସଂଖ୍ୟା ଯେକୌଣସି ମାସରେ ରେକର୍ଡ ହୋଇଥିବା ମୋଟ ଜିଏସଟି ସଂଗ୍ରହର ଦ୍ୱିତୀୟ ସର୍ବୋଚ୍ଚ ଆକଳନ ହୋଇଛି।

ଏହା ସହିତ ଚଳିତ ଆର୍ଥିକ ବର୍ଷରେ ଏହା ତୃତୀୟ ଥର ପାଇଁ ଜିଏସଟି ସଂଗ୍ରହ ୧.୭ ଲକ୍ଷ କୋଟି ଟଙ୍କାର ସ୍ତର ଅତିକ୍ରମ କରିଛି। ଏପ୍ରିଲରୁ ଜାନୁଆରୀ ମଧ୍ୟରେ ୧୦ ମାସ ମଧ୍ୟରେ ଦେଶର ମୋଟ ଜିଏସଟି ସଂଗ୍ରହ ୧୬.୬୯ ଲକ୍ଷ କୋଟିରେ ପହଞ୍ଚିଛି ଏବଂ ଗତ ବର୍ଷ ତୁଳନାରେ ୧୧.୬ ପ୍ରତିଶତ ଅଭିବୃଦ୍ଧି ଘଟିଛି। ଏପ୍ରିଲ୍ ୨୦୨୩ ରୁ ଜାନୁୟାରୀ ୨୦୨୪ ପର୍ଯ୍ୟନ୍ତ ଦଶମାସ ମଧ୍ୟରେ ସମୁଦାୟ ମୋଟ ଜିଏସଟି ସଂଗ୍ରହ ୧୬.୬୯ ଲକ୍ଷ କୋଟି ସହିତ, ବାର୍ଷିକ ୧୧.୬% ଅଭିବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ବିଆଇ ଲାଇଫର ଡିଜିଟାଲ ଅଭିଯାନ

ଭୁବନେଶ୍ୱର,୧୭।୬: ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ‘ଏସ୍‌ବିଆଇ ଲାଇଫ୍‌ ଇନସ୍ୟୁରାନ୍ସ’ର ବହୁ ପ୍ରତୀକ୍ଷିତ ଡିଜିଟାଲ ଅଭିଯାନ ‘ପାପା ହୈ ନା’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା...

ଆଜିଠାରୁ ରାଉରକେଲା ବଜାରରେ ଅମୂଲ ସମ୍ଭାର

ଭୁବନେଶ୍ୱର,୧୭।୬: ଦେଶର ପ୍ରମୁଖ ଦୁଗ୍ଧ ଉତ୍ପାଦକ ତଥା ଗୁଜରାଟ କୋ-ଅପରେଟିଭ ମିଲ୍କି ମାର୍କେଟିିଂ ଫେଡେରେଶନ୍‌ ଲିମିଟେଡ (ଜିସିଏମ୍‌ଏମ୍‌ଏଫ ଲିମିଟେଡ)ର ଅଗ୍ରଣୀ ବ୍ରାଣ୍ଡ୍‌ ‘ଅମୂଲ’ର ନୂତନ ଉତ୍ପାଦ...

ନ୍ୟୁ ରାଜସ୍ଥାନ କଟନ୍‌ଫାବ-୨୦୨୪ ଉଦ୍‌ଘାଟିତ

ଭୁବନେଶ୍ୱର,୧୭।୬ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ହରିୟାଣାର କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ଭୁବନେଶ୍ୱରର ୟୁନିଟ-୩ ପ୍ରଦର୍ଶନୀ ପଡିଆଠାରେ...

ଓପୋର ନୂତନ ଉତ୍ପାଦ

ଭୁବନେଶ୍ୱର,୧୭।୬: ଦେଶର ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ୍‌ ତଥା ଓପୋ ଇଣ୍ଡିଆର ନୂତନ ଉତ୍ପାଦ ‘ଏଫ୨୭ ପ୍ରୋ+୫ଜି’ର ସର୍ବଭାରତୀୟ ଉନ୍ମୋଚନ (ଶୁଭାରମ୍ଭ) ନିକଟରେ ହୋଇଯାଇଛି। ଏ ସମ୍ପର୍କରେ...

ସିନେମା-ଟିକେଟ୍‌ ବ୍ୟବସାୟ ଜୋମାଟୋକୁ ବିକ୍ରି କରିବାକୁ ଯୋଜନା କରୁଛି ପେଟିଏମ୍‌: ରିପୋର୍ଟ

ମୁମ୍ବାଇ,୧୬ା୬: ପେଟିଏମ୍‌ ଏହାର ସିନେମା-ଟିକେଟ୍‌ ବ୍ୟବସାୟ ଅନଲାଇନ ଡେଲିଭରି ସଂସ୍ଥା ଜୋମାଟୋକୁ ବିକ୍ରୀ କରିବାକୁ ଆଲୋଚନା କରୁଥିବା ଜଣାପଡିଛି। ବିକ୍ରି ହ୍ରାସ ପାଇଥିବାରୁ କମ୍ପାନୀ ଏକ...

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ଭାରତୀୟ ରେଳପଥ

ଭୁବନେଶ୍ୱର, ୧୬।୬ (ଅନୁରାଧା ମହାରଣା): ଏକାଧିକ ସ୍ଥାନରେ ଆୟୋଜିତ ଜନସେବା କାର୍ଯ୍ୟକ୍ରମରେ ସବୁଠୁ ଅଧିକ ଲୋକଙ୍କୁ ଏକତ୍ରିତ କରିବା ଲାଗି ଭାରତୀୟ ରେଳପଥ ଲିମ୍‌କା ବୁକ୍‌...

ବଜାରରେ ଅମୂଲର ନୂତନ ଉତ୍ପାଦ ସମ୍ଭାର

ଭୁବନେଶ୍ୱର,୧୬।୬ (ଅଭୟ ଦାଶ): ଦେଶର ପ୍ରମୁଖ ଦୁଗ୍ଧ ଉତ୍ପାଦକ ତଥା ଗୁଜରାଟ କୋ-ଅପରେଟିଭ ମିଲ୍କି ମାେକେଟିିଂ ଫେଡେରେଶନ ଲିମିଟେଡ୍‌ (ଜିସିଏମ୍‌ଏମ୍‌ଏଫ୍‌ ଲିମିଟେଡ୍‌) ର ଅଗ୍ରଣୀ ବ୍ରାଣ୍ଡ...

ବାପାଙ୍କ ପାଇଁ ୩୫% ପିଲା କରିଛନ୍ତି ସ୍ବାସ୍ଥ୍ୟବୀମା

ଭୁବନେଶ୍ୱର,୧୬।୬(ଅନୁରାଧା ମହାରଣା): ବାପାମାନେ ପରିବାରର ମୂଳଦୁଆ ହୋଇଥିବାବେଳେ ପିଲାଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ସେମାନେ ଯଥା ସମ୍ଭବ ପ୍ରଚେଷ୍ଟା କରିଥା’ନ୍ତି। ପିଲାମାନେ ବର୍ତ୍ତମାନ ବାପାଙ୍କ ପ୍ରତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri