GST ହାର କମାଇଲେ ସରକାର: ସମଗ୍ର ଦେଶରେ ଲାଗୁ ହେବ ୫% ଓ ୧୮% ସ୍ଲାବ

ନୂଆଦିଲ୍ଲୀ,୩।୯: ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ୫୬ତମ ଜିଏସ୍‌ଟି କାଉନ୍ସିଲ୍‌ ବୈଠକରେ ଜିଏସ୍‌ଟି ହାର ସରଳୀକରଣକୁ ମଞ୍ଜୁର କରାଯାଇଛି। ୧୨% ୨୮% ସ୍ଲାବ୍‌କୁ ରଦ୍ଦ କରି କେବଳ ୫% ୧୮% ଦୁଇହାର ଟିକସ ଗଠନ ଲାଗୁ ହେବ। ଏହା ସହ ସୌଖୀନ ତମାଖୁ ଜାତୀୟ ସାମଗ୍ରୀ ପାଇଁ ୪୦% ‘ସିନ୍‌ ଟ୍ୟାକ୍ସ’ ସ୍ଲାବ୍‌ ପ୍ରବର୍ତ୍ତନ କରାଯାଇଛି। ନୂଆ ଗଠନ ୨୨ ସେପ୍ଟେମ୍ବର ୨୦୨୫ରୁ କାର୍ଯ୍ୟକାରୀ ହେବ।

ଅର୍ଥ ମନ୍ତ୍ରୀ ସୀତାରମଣ କହିଛନ୍ତି, “ଆମେ ସ୍ଲାବ୍‌ ସଂଖ୍ୟା ହ୍ରାସ କରିଛୁ। ଏବେ କେବଳ ଦୁଇଟି ସ୍ଲାବ୍‌ ରହିବ ଏବଂ କମ୍ପେନ୍ସେସନ୍‌ ସେସ୍‌ ସମସ୍ୟାର ସମାଧାନ କରାଯାଉଛି।”

ଏହି ପୁନର୍ଗଠନରେ କ୍ଷୀର, ପନୀର, ସ୍ନାକ୍ସ ଓ ରୁଟି ଭଳି ୧୭୫ଟି ଜନସାଧାରଣ ବ୍ୟବହାର୍ଯ୍ୟ ସାମଗ୍ରୀ ଶସ୍ତା ହେବ। ୧୨% ଟିକସ ଥିବା ୯୯% ସାମଗ୍ରୀ ଏବେ ୫% ସ୍ଲାବ୍‌ରେ ଏବଂ ୨୮% ଟିକସ ଥିବା ୯୦% ସାମଗ୍ରୀ ୧୮% ସ୍ଲାବ୍‌ରେ ସ୍ଥାନାନ୍ତରିତ ହେବ। ପାନ ମସଲା ଓ ତମାଖୁ ଭଳି ସୌଖୀନ ସାମଗ୍ରୀ ଉପରେ ୪୦% ‘ସିନ୍‌ ଟ୍ୟାକ୍ସ’ ଲାଗୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri